Posted inଜାତୀୟ

ଜେଲ୍‌ ଭିତରେ କେକ୍‌ କାଟି ଜନ୍ମଦିନ ପାଳିଲେ ଅପରାଧୀ: ଭିଡିଓ ଭାଇରାଲ

ପାଟନା,୧।୯: ବିହାର ଆଇନ ବ୍ୟବସ୍ଥାକୁ ନେଇ ଏବେ ପ୍ରଶ୍ନ ଉଠିଛି। କାରଣ ଏଠାରେ ଥିବା ସୀତାମରହି ଜେଲ୍‌ରେ ଜଣେ ଅପରାଧୀ ଜେଲ୍‌ ଭିତରେ କେକ୍‌ କାଟି ନିଜ ଜନ୍ମଦିନ ପାଳିବାର ଏକ ଭିଡିଓ ଓ କିଛି ଫଟୋ ସାମ୍ନାକୁ ଆସିଛି। ପିଣ୍ଟୁ ତିଓ୍ବାରି ନାମକ ଏହି ଅପରାଧୀ ଜେଲ୍‌ ପୋଷାକ ପରିବର୍ତ୍ତେ କଳା ଟି-ସାର୍ଟ ଓ ପ୍ୟାଣ୍ଟ ପିନ୍ଧି ସାଥିମାନଙ୍କ ଗହଣରେ ଜେଲ୍‌ ପରିସରରେ ଗଛରେ ବେଲୁନ୍‌ ସଜାଇ କେକ୍‌ କାଟିଛନ୍ତି।

କେବଳ ସେତିକି ନୁହେଁ ସେଠାରେ ତାଙ୍କୁ ଅନ୍ୟମାନେ ଉପହାର ପ୍ରଦାନ କରିବା ସହ ଭୋଜିର ମଧ୍ୟ ଆୟୋଜନ କରାଯାଇଥିବା ଦେଖିବାକୁ ମିଳିଛି। ତେବେ ଏହା କାହା ଅନୁମତିରେ କରାଯାଇଛି ତାକୁ ନେଇ ଏବେ ପ୍ରଶ୍ନ ଉଠିଛି।

ଭିଡିଓଟି ଭାଇରାଲ ହେବା ପରେ ଏବେ ଜେଲ୍‌ର ୪ ଜଣ ଗାର୍ଡଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି।


All Right Reserved By

ମାୟାବତୀଙ୍କ ଭାଇଙ୍କ ଘରେ ଆୟକର ଚଢ଼ାଉ: ୪ ଶହ କୋଟିର ପ୍ଲଟ୍‌ ସିଲ

ଲକ୍ଷ୍ନୌ,୧୮।୭: ବିଏସ୍‌ପି ଅଧ୍ୟକ୍ଷା ମାୟାବତୀଙ୍କ ଭାଇଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ଏହା ଅନ୍ତର୍ଗତ ଉତ୍ତରପ୍ରଦେଶ ନୋଏଡ଼ାଠାରେ ଥିବା ତାଙ୍କର ୪ଶହ...

ନିଜ ସ୍ବାମୀଙ୍କ ଫଟୋ ଶେୟାର କରି ଭାବୁକ ହେଲେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୪।୬:କେନ୍ଦ୍ରମନ୍ତ୍ରୀ ଓ ପୂର୍ବତନ ଅଭିନେତ୍ରୀ ସ୍ମୃତି ଇରାନୀ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଶେୟାର ହୋଇଥିବା ଫଟୋରେ ସ୍ବାମୀ ଜୁବିନ ଇରାନୀ ଓ...

ଅଫିସରେ ପ୍ଲାଷ୍ଟିକ୍‌ ବ୍ୟବହାର ହେଉଥିବାରୁ ଜିଲାପାଳ ନିଜ ଉପରେ ଲଗାଇଲେ ୫ ହଜାର ଟଙ୍କା ଜରିମାନା

ପୁଣେ,୧୦।୧୦:ମହାରାଷ୍ଟ୍ରର ବିଡ୍‌ ଜିଲାପାଳ ଆସ୍ତିକ ପାଣ୍ଡେ ଏକ ନିଆରା କାର୍ଯ୍ୟ ପାଇଁ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ନିଜ ଅଫିସରେ ପ୍ଲାଷ୍ଟିକ ବ୍ୟବହାର ହେବାରୁ ଏଥିପାଇଁ ନିଜକୁ...

ପାକିସ୍ତାନ ସତ୍‌ଲେଜ ନଦୀରୁ ଆସୁଛି ବିଷାକ୍ତ ପାଣି: ରୋଗରେ ପଡୁଛନ୍ତି ପଞ୍ଜାବ ଲୋକେ

ଚଣ୍ଡିଗଡ଼,୨୪।୮: ଭାରତ ବିରୋଧରେ ପାକିସ୍ତାନ ନୂଆ ନୂଆ ଷଡ଼ଯନ୍ତ୍ର ରଚିବାରେ ଲାଗିଛି। ପାକିସ୍ତାନର ଚମଡା କାରଖାନାରୁ ନିର୍ଗତ ହେଉଥିବା ଗନ୍ଧଯୁକ୍ତ ରାସାୟନିକ ପଦାର୍ଥ ଓ ଆବର୍ଜନା...

ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲା: ୯ ମାସ ମଧ୍ୟରେ ରାୟ ଦିଅ; ସ୍ବତନ୍ତ୍ର ବିଚାରପତିଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୦ା୭(ପି.ଟି.) : ବହୁଚର୍ଚ୍ଚିତ ବାବ୍ରୀ ମସ୍‌ଜିଦ ଭଙ୍ଗ ମାମଲାର ଶୁଣାଣି କରୁଥିବା ସ୍ବତନ୍ତ୍ର ବିଚାରପତି ଆଗାମୀ ୯ ମାସ ମଧ୍ୟରେ ରାୟ ପ୍ରଦାନ କରିବାକୁ...

ମତଦାନରେ ନିଜକୁ ସାମିଲ କଲେ ବଲିଉଡ୍‌ ସେଲିବ୍ରିଟି

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ଓ ହରିୟାଣାରେ ସୋମବାର ବିଧାନସଭା ନିର୍ବାଚନ ହୋଇଥିବା ବେଳେ ଏହାର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏହାକୁ ନେଇ ଦଳୀୟ ପ୍ରାର୍ଥିମାନେ ଯେତିକି...

ଶୋପିଆନରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ୨ ଆତଙ୍କବାଦୀ ମୃତ

ଶୋପିଆନ,୧୧।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାର ଅଓ୍ବନିରା ଅଞ୍ଚଳରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ...

ସାମ୍ନାକୁ ଆସିଲା ରାଫାଲ ଆର୍‌ବି-୦୦୨ର ପ୍ରଥମ ଫଟୋ

ନୂଆଦିଲ୍ଲୀ,୧୦।୧୦: ଯୁଦ୍ଧ ବିମାନ ରାଫାଲ ଆର୍‌ବି-୦୦୧ ପ୍ରାନ୍ସ ପକ୍ଷରୁ ଭାରତକୁ ହସ୍ତଗତ କରାଯିବାର ଗୋଟିଏ ଦିନ ପରେ ଆଉ ଏକ ରାଫାଲ ବିମାନର ଫଟୋ ଜାରି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *