Posted inଜାତୀୟ

ବିବାହ ଭୋଜିରେ ମିଳିଲାନି ନିମନ୍ତ୍ରଣ: ଆଦିବାସୀ ପରିବାରଙ୍କୁ ବାସନ୍ଦ କଲେ ଗ୍ରାମବାସୀ

ଜବଲପୁର,୧।୯: ମଧ୍ୟପ୍ରଦେଶ ଚରଗଓ୍ବାଁ ନିକଟରେ ଥିବା ସିଙ୍ଗୋରି ଜମୁନିୟାରେ ଘଟିଛି ଏକ ଅଭାବନୀୟ ଘଟଣା। ଗାଁରେ ବାସ କରୁଥିବା ଏକ ଆଦିବାସୀ ପରିବାର ଗାଁର କିଛି ଲୋକଙ୍କୁ ବିବାହ ଭୋଜି ପାଇଁ ନିମନ୍ତ୍ରଣ କରିଥିବାବେଳେ ଅନ୍ୟ କେତେକଙ୍କୁ ନିମନ୍ତ୍ରଣ କରି ନ ଥିଲେ। ଏଥିରେ ଉତ୍‌କ୍ଷୀପ୍ତ ହୋଇ ନିମନ୍ତ୍ରଣ ପାଇ ନ ଥିବା ଗ୍ରାମବାସୀ ଅପମାନ ବୋଧ କରି ସମ୍ପୃକ୍ତ ପରିବାରକୁ ବାସନ୍ଦ କରିଛନ୍ତି। ତୁଲାରାମ ଗୌଣ୍ଡଙ୍କ ସାନ ଭାଇ ବିବାହରେ ଏଭଳି ଘଟଣା ଘଟିଥିଲା। ବିବାହ ପରେ ଗ୍ରାମବାସୀ ତୁଲାରାମଙ୍କ ପରିବାରଙ୍କୁ ବାସନ୍ଦ କରିଛନ୍ତି। ଏନେଇ ତୁଲାରାମ ସ୍ଥାନୀୟ ଥାନା ଏବଂ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ତେବେ ଏପର୍ଯ୍ୟନ୍ତ ତାଙ୍କ ଉପରୁ ବାସନ୍ଦ ହଟି ନ ଥିବା ତୁଲାରାମ କହିଛନ୍ତି।


All Right Reserved By

କଙ୍ଗାରୁ କୋର୍ଟର ବିଚିତ୍ର ନିଷ୍ପତ୍ତି: ପୀଡ଼ିତାଙ୍କ ପବିତ୍ରତା ଲାଗି ଆମିଷ ଭୋଜି ଦାବି

ଭୋପାଳ,୧୬ା୬ : କଙ୍ଗାରୁ କୋର୍ଟ ବା ଖାପ୍‌ ପଞ୍ଚାୟତର କୌଣସି ଆଇନଗତ ବୈଧତା ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଏହାସତ୍ତ୍ୱେ କଙ୍ଗାରୁ କୋର୍ଟର ବର୍ବରତା...

ସ୍ତ୍ରୀଙ୍କୁ ମନାଇବା ପାଇଁ ଛାତିରେ ଟାଟୁ ଆଙ୍କିଲେ ସ୍ବାମୀ, ଲେଖିଲେ ଏମିତି କିଛି କଥା

ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ମନାଇବା ପାଇଁ ନିଜ ଶରୀରରେ ଟାଟୁ ଆଙ୍କି ସେଥିରେ ଏମିତି କିଛି ଲେଖିଛନ୍ତି, ଯାହା ଜାଣି ଆପଣ ବି କହିବେ ସ୍ବାମୀଙ୍କୁ...

ଝିଅ ପଢିବାକୁ ଚାହୁଁଥିବାରୁ ତାଙ୍କୁ ପିଟିପିଟି କେନାଲରେ ଫୋପାଡିଦେଲେ ପିତା

ଲକ୍ଷ୍ନୌ, ୧୬।୫: ଉତ୍ତର ପ୍ରଦେଶର ଶାହଜାହଁପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୧୫ବର୍ଷୀୟ ଝିଅ ପାଠପଢା ଜାରି ରଖିବାକୁ କହିବାରୁ ତାଙ୍କୁ ପିଟିପିଟି କେନାଲରେ...

ମୃତଦେହ ଦାହ ପାଇଁ ଚାଲିଥିଲା ପ୍ରସ୍ତୁତି, ହଠାତ୍‌ କୋକେଇରୁ ଉଠିପଡି ପାଣି ମାଗିଲେ ଯୁବକ

ଲକ୍ଷ୍ନୌ, ୧୫।୭: ଉତ୍ତର ପ୍ରଦେଶର ଅମିନାବାଦରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଡାକ୍ତରଖାନାରେ ମୃତ ଘୋଷିତ ହୋଇଥିବା ଜଣେ ଯୁବକ କୋକେଇରୁ ଉଠିପଡି...

ସ୍ତ୍ରୀଙ୍କୁ ଭରଣପୋଷଣ ଆଦେଶ ଦେଲେ ଅଦାଲତ: ୫ ବସ୍ତା କଏନ୍‌ ନେଇ କୋର୍ଟରେ ପହଞ୍ଚିଲେ ସ୍ବାମୀ

ରାୟପୁର,୨୦।୭: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା ପାଇଁ ଏକ ପରିବାର ଅଦାଲତଙ୍କ ରାୟ ପରେ ସ୍ବାମୀ କୋର୍ଟରେ ୫ ବସ୍ତା କଏନ୍‌ ନେଇ ପହଞ୍ଚିଛନ୍ତି। ଏଭଳି ଏକ...

ବାଚସ୍ପତି ନିର୍ବାଚନ ଲାଗି ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କ ରୁଦ୍ଧଦ୍ୱାର ବୈଠକ

ପୁଡୁଚେରୀ,୨।୬: ବାଚସ୍ପତି ନିର୍ବାଚନ ଲାଗି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଅଧ୍ୟକ୍ଷତାରେ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଛି। ଜୁନ୍‌ ୩ରେ ପୁଡୁଚେରୀ ବିଧାନସଭାରେ ବାଚସ୍ପତି...

କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛି: କୁମାରସ୍ବାମୀ

ବେଙ୍ଗାଲୁରୁ,୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ କହିଛନ୍ତି ସେ ତାଙ୍କ ମେଣ୍ଟ ସରକାରରେ ୧୪ ମାସ ପର୍ଯ୍ୟନ୍ତ କଂଗ୍ରେସ ପାଇଁ ଗୋଲାମ ଭଳି କାମ କରିଛନ୍ତି।...

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୮।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ସ୍ଥାନୀୟ ନୌଗାମ୍‌ ଶାହବାଦ୍‌ ଅଞ୍ଚଳରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *