ଆଜି ଚିହ୍ନଟ ହେଲେ ୭୫୩ କରୋନା ଆକ୍ରାନ୍ତ, ରହିଛି ୩୧୯ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଧିରେ ଧିରେ କମିବାରେ ଲାଗିଛି କରୋନା ସଂକ୍ରମଣ। ରାଜ୍ୟରେ ରବିବାର ୭୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୪୩୪ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୧୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୦୮,୬୫୯ରେ ପହଞ୍ଚିଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳର ୪୭, ବାଲେଶ୍ୱରର ୩୨, ବରଗଡ଼ର ୩୧, ଭଦ୍ରକର ୧୭, ବଲାଙ୍ଗୀରର ୪୧, ବୌଦ୍ଧର ୧୨, କଟକର ୪୧, ଦେବଗଡ଼ର ୩, ଢ଼େଙ୍କାନାଳର ୧୧, ଗଜପତିର ୩, ଗଞ୍ଜାମର ୧୧, ଜଗତସିଂହପୁର ୨୬, ଯାଜପୁରର ୬, ଝାରସୁଗୁଡ଼ାର ୨୬, କଳାହାଣ୍ଡିର ୪୭, କନ୍ଧମାଳର ୧୦, କେନ୍ଦ୍ରାପଡ଼ାର ୨୬, କେନ୍ଦୁଝରର ୨୭, ଖୋର୍ଦ୍ଧାର ୭୪, କୋରାପୁଟର ୧୨, ମାଲକାନଗିରିର ୨, ମୟୂରଭଞ୍ଜର ୨୫, ନବରଙ୍ଗପୁରରେ ୧, ନୟାଗଡ଼ର ୬, ନୂଆପଡ଼ାର ୬୫, ପୁରୀର ୩୪, ରାୟଗଡ଼ାର ୫, ସମ୍ବଲପୁରର ୨୦, ସୋନପୁରର ୭, ସୁନ୍ଦରଗଡ଼ର ୭୫, ଷ୍ଟେଟ୍‌ ପୁଲର ୧୦ ଜଣ ଲେଖାଏ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri