Posted inଜାତୀୟ

ନୂଆ ଟ୍ରାଫିକ୍‌ ନିୟମ ନେଇ ବିବାଦ: ପଶ୍ଚିମବଙ୍ଗ, ରାଜସ୍ଥାନ, ମଧ୍ୟପ୍ରଦେଶ ଲାଗୁ କରିବାକୁ ମନା କଲେ

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ୧ରୁ ସାରା ଦେଶରେ ନୂଆ ଟ୍ରାଫିକ୍‌ ନିୟମ ଲାଗୁ ହୋଇଛି। ମୋଟର ବାହନ ସଂଶୋଧନ ଅଧିନିୟମ ଅନୁସାରେ ୬୩ ନୂଆ ନିୟମ ଲାଗୁ କରାଯାଇଛି। ତେବେ ଏଥିରେ ଜରିମାନା ୧୦ଗୁଣା ବଢ଼ାଯାଇଥିବାରୁ ଏହାକୁ ଲାଗୁ କରିବାକୁ ପଶ୍ଚିମବଙ୍ଗ, ରାଜସ୍ଥାନ, ମଧ୍ୟପ୍ରଦେଶ ଆଦି ରାଜ୍ୟ ମନା କରିଛନ୍ତି। ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାର ଏହାକୁ ଲାଗୁ କରାଇବାକୁ ମନା କରିଥିବାବେଳେ ମଧ୍ୟପ୍ରଦେଶର କମଳନାଥଙ୍କ ସରକାର ଏବଂ ରାଜସ୍ଥାନର ଅଶୋକ ଗେହଲଟ୍‌ ସରକାର ଏହାକୁ ଗ୍ରହଣ କରିବାକୁ ମନା କରିଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜାରି ରହିଛି।


All Right Reserved By

ଜୟ ଶ୍ରୀରାମ କହିବାକୁ ବାଧ୍ୟକଲେ: ମୁସଲିମ୍‌ ଯୁବକଙ୍କୁ ପିଟି ମାରିଦେଲେ

ଷଢ଼େଇକଳା,୨୪ା୬: ଝାଡ଼ଖଣ୍ଡର ଷଢ଼େଇକଳା ଖରସୁଆଁ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଶତାଧିକ ଗ୍ରାମବାସୀ ଚୋରି ସନ୍ଦେହରେ ଜଣେ ମୁସଲିମ୍‌ ଯୁବକଙ୍କୁ ଧରି ‘ଜୟ ଶ୍ରୀରାମ’...

ଧାରା ୩୭୦କୁ ନେଇ ଦ୍ୱନ୍ଦ୍ୱରେ କଂଗ୍ରେସ: ମୋଦି ସରକାରଙ୍କ ପ୍ରଶଂସା କରିବ ନା ସମାଲୋଚନା

ନୂଆଦିଲ୍ଲୀ,୬।୮: ସୋମବାର ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ପରେ ଏହା ମୋଦି ସରକାରଙ୍କ ଏକ ଐତିହାସିକ ପଦକ୍ଷେପ ବୋଲି ଆଲୋଚନା ହୋଇଥିଲା।...

୮ ଲଶ୍କର ସହଯୋଗୀ ଗିରଫ

ଶ୍ରୀନଗର,୧୧ା୯ (ପି.ଟି./ଆଇଏଏନ୍‌ଏସ୍‌): ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି)ର ୮ ସହଯୋଗୀ ମଙ୍ଗଳବାର କଶ୍ମୀରରୁ ଗିରଫ ହୋଇଛନ୍ତି। ସେମାନେ ବାରାମୁଲା ଜିଲାର ସୋପୋରରେ ଆତଙ୍କବାଦୀଙ୍କ ଛତ୍ରଛାୟା...

ଏଥର ଜନ୍ମଦିନ ପାଳିବେ ନାହିଁ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୯।୬: ବିହାରରେ ମସ୍ତିଷ୍କ ଜ୍ୱରରେ ୧୩୦ ଶିଶୁ ମୃତ୍ୟୁବରଣ କଲେଣି। କେବଳ ବିହାରରେ ନୁହେଁ, ଏହି ଘଟଣାରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି।...

ଫ୍ରାନ୍ସ୍‌-ସୌଦି-ବାହାରିନ୍‌ ଗସ୍ତରେ ମୋଦି: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ

ନୂଆଦିଲ୍ଲୀ,୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଫ୍ରାନ୍ସ୍‌-ସୌଦି-ବାହାରିନ୍‌ ଗସ୍ତରେ ଯାଇଛନ୍ତି। ସେ ପ୍ରଥମେ ଫ୍ରାନ୍ସ ଗସ୍ତ କରିବେ। ଏହା ପରେ ସୌଦି ଏବଂ ବାହାରିନ୍‌ ଗସ୍ତରେ...

ପଶ୍ଚିମବଙ୍ଗରେ ପ୍ରଚାର ଶେଷ:ବଳ କଷିଲେ ମୋଦି, ଦିଦି

କୋଲ୍‌କାତା/ମଉ,୧୭।୫:ପଶ୍ଚିମବଙ୍ଗରେ ୭ଟି ଯାକ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ହେଉଛି। ରାଜ୍ୟର ୪୨ ଆସନ ମଧ୍ୟରୁ ୩୩ଟିରେ ମତଦାନ ଶେଷ ହୋଇଥିବାବେଳେ ରବିବାର ଶେଷ ପର୍ଯ୍ୟାୟରେ...

ପ୍ରେମ ବିବାହ କରିବାରୁ ଝିଅ-ଜ୍ୱାଇଁଙ୍କୁ ଗୁଳି ମାରିଲେ ପରିବାର ଲୋକେ

ଜଳନ୍ଧର,୧୫।୯: ପଞ୍ଜାବର ତରନତାରନରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିବାରୁ ଝିଅ-ଜ୍ୱାଇଁଙ୍କୁ ଗୁଳି ମାରିଛନ୍ତି ଯୁବତୀଙ୍କ ପରିବାର ଲୋକେ। ଫଳରେ ଦୁଇଜଣଙ୍କ ମୃତ୍ୟୁ...

ପୂଜାରେ ଫ୍ୟାଶନ

ଶାରଦୀୟ ଦୁର୍ଗାପୂଜା ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି ପର୍ବ। ମା’ଙ୍କୁ ସ୍ବାଗତ କରିବାକୁ ଚାରିଆଡେ ଚାଲିଛି ସଜବାଜ। ପୂଜାମଣ୍ଡପଗୁଡିକ ନିଜକୁ ପ୍ରସ୍ତୁତ କରିନେଇଥିବା ବେଳେ ଘରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *