Posted inଜାତୀୟ

ଧୋତି କୁର୍ତ୍ତାରେ କ୍ରିକେଟ୍‌ ଖେଳ: ସଂସ୍କୃତରେ ହେଲା କମେଣ୍ଟ୍ରି

ପାଟନା,୧।୯: ବିହାର ଦରଭଙ୍ଗାଠାରେ ଏକ ନିଆରା କ୍ରିକେଟ୍‌ ଖେଳ ହୋଇଛି। ଏଥିରେ ଖେଳାଳିମାନେ ଧୋତି କୁର୍ତ୍ତା ପିନ୍ଧି ଖେଳିଛନ୍ତି। ଖେଳରେ କମେଣ୍ଟ୍ରି ସଂସ୍କୃତରେ କରାଯାଇଥିଲା। ସ୍ଥାନୀୟ କାମେଶ୍ୱର ସିଂ ଦରଭଙ୍ଗା ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି କ୍ରିକେଟ୍‌ ଖେଳର ଆୟୋଜନ କରାଯାଇଥିଲା। ଶିକ୍ଷକ ଏକାଦଶ ଏବଂ ଛାତ୍ର ଏକାଦଶ ମଧ୍ୟରେ ଏଥିରେ ମୁକାବିଲା ହୋଇଥିଲା। ୧୦ ଓଭର ବିଶିଷ୍ଟ ଏହି ମ୍ୟାଚ୍‌ ଦେଖିବାକୁ ବେଶ୍‌ ଜନସମାଗମ ହୋଇଥିଲା।


All Right Reserved By Dharitri.Com

ଏଣିକି ହେଲମେଟ୍‌ ନ ପିନ୍ଧିବା ଠାରୁ ମହଙ୍ଗା ପଡ଼ିବ ରାସ୍ତା ଉପରେ ଆବର୍ଜନା ଫୋପାଡିବା

ଲକ୍ଷ୍ନୌ,୨୩।୯: ନୂଆ ମୋଟରଯାନ ନିୟମ ଅନୁଯାୟୀ ଏବେ ଉଲ୍ଲଂଘନକାରଙ୍କର ଯେଉଁ ଚାଲାଣ କଟାଯାଉଛି ତା’ଠାରୁ ମହଙ୍ଗା ହେବ ରାସ୍ତାରେ ଆବର୍ଜନା ଫୋପାଡ଼ିବ। ଏହି ଜରିମାନା ବିଷୟରେ...

ଜୁଲାଇ ୧୮ରେ କୁମାରସ୍ବାମୀ ସରକାରଙ୍କ ଶକ୍ତିପରୀକ୍ଷା

ବେଙ୍ଗାଲୁରୁ,୧୫।୭: କର୍ନାଟକ ରାଜନୀତି ପୁଣି ରୋଚକ ମୋଡରେ ପହଞ୍ଚିଛି। ସୋମବାର ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀ ଏଚ.ଡି. କୁମାରସ୍ବାମୀଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥାପ୍ରସ୍ତାବ ଆଗତ କରିବା ପରେ...

ମହାରାଷ୍ଟ୍ର ପାଇଁ ଅଧିକ ଆଲୋଚନା ଆବଶ୍ୟକ

ନୂଆଦିଲ୍ଲୀ,୧୯ା୧୧(ପି.ଟି.)-ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅନିଶ୍ଚିତତାର ଅନ୍ତ ଘଟୁନାହିଁ। ଏନ୍‌ସିପି ନେତା ଶରଦ ପାଓ୍ବାର ସୋମବାର ସନ୍ଧ୍ୟାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ତାଙ୍କ ନୂଆଦିଲ୍ଲୀ...

ଦିଲ୍ଲୀ ଅଗ୍ନିକାଣ୍ଡ: ଫାୟାର ମ୍ୟାନ୍‌ ରାଜେଶ ଶୁକ୍ଳା ନିଆଁ ଭିତରୁ ୧୧ ଜଣଙ୍କ ଜୀବନ ବଞ୍ଚାଇଲେ

ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଝାନ୍ସୀ ରୋଡଠାରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୫୬ ଜଣ ଆହତ ହୋଇଛନ୍ତି। ଏହି ଘଟଣାରେ ନିଜ...

ଦୁଷ୍ୟନ୍ତଙ୍କ ପାଇଁ ଖୁସି ଖବର: ଅଜୟଙ୍କୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୬।୧୦: ହରିୟାଣାରେ ଭାଜପାକୁ ସମର୍ଥନ ଦେବାର ୨୪ ଘଣ୍ଟା ନ ପୁରୁଣୁ ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତଙ୍କ ପାଇଁ ଆସିଛି ଖୁସି ଖବର। ତିହାର...

ହେଲମେଟ୍‌ ନ ଥିଲେ ମିଳିବନି ପେଟ୍ରୋଲ: ଜୁନ୍‌ ୧ରୁ ନିୟମ ହେବ ଲାଗୁ

ନୋଏଡ଼ା,୧୫ା୫: ସଡ଼କ ଦୁର୍ଘଟଣା ରୋକିବା ପାଇଁ ଉତ୍ତରପ୍ରଦେଶ ନୋଏଡ଼ା ଏବଂ ଗ୍ରେଟର ନୋଏଡ଼ା ପ୍ରଶାସନ ପକ୍ଷରୁ ଏକ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏଣିକି ହେଲମେଟ୍‌...

ଧାରା ୩୭୦: ଯେ କୌଣସି ଭାରତୀୟ କଶ୍ମୀରରେ କିଣି ପାରିବେ ଜମି

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରେ ଏବେ ଧାରା ୩୭୦ ଓ ୩୫ଏ ହଟାଯିବାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପକ୍ଷରୁ ଅଧିସୂଚନା ଜାରି କରାଯାଇଛି। ଏହି ଧାରା ସମାପ୍ତ...

ଭୋପାଳ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଅନ୍ତିମ ସଂସ୍କାରରେ ସାମିଲ ହେଲେ ଦିଗ୍‌ବିଜୟ

ଭୋପାଳ, ୧୦।୬: ମଧ୍ୟପ୍ରଦେଶର କମଳାନଗରରେ ଜଣେ ନାବାଳିକାଙ୍କ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ଏଭଳି ଲଜ୍ଜାଜନକ ଘଟଣା ଯୋଗୁ ସାରା ଦେଶରେ ଚାଞ୍ଚଲ୍ୟ ଖେଳିଯାଇଥିବାବେଳେ...

Leave a comment

Your email address will not be published. Required fields are marked *