ରାଜ୍ୟରେ ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧ା୮(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୬୨ ଜଣ ରହିଛନ୍ତି। ସେହିପରି ଗଞ୍ଜାମରୁ ୧୩୯ ଜଣ , କଟକରୁ ୭୮, ସୁନ୍ଦରଗଡରୁ ୫୮, ଗଜପତିରୁ ୪୯, ଭଦ୍ରକରୁ ୩୩, କେନ୍ଦୁଝରରୁ ୩୧, ପୁରୀରୁ ୨୮, ନୟାଗଡ ୨୨, ରାୟଗଡାରୁ ୨୦, ବାଲେଶ୍ୱରରୁ ୨୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କୋରାପୁଟରୁ୧୮, ମାଲକାନଗିରିରୁ ୧୬, ନବରଙ୍ଗପୁରରୁ ୧୩, କନ୍ଧମାଳରୁ ୧୦, ସମ୍ବଲପୁରରୁ ୧୦, ଜୟପୁରରୁ ଓ କେନ୍ଦ୍ରାପଡାରୁ ୯ ଜଣ ଲେଖାଏ, ଜଗତସିଂହପୁରରୁ ୮, ବରଗଡରୁ ୭, ଢେଙ୍କାନାଳ ଓ ଝାରସୁଗୁଡାରୁ ୬ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ଠିକ ସେହିପରି ବଲାଙ୍ଗୀର ଓ କଳାହାଣ୍ଡିରୁ ଦୁଇ ଜଣ ଲେଖାଏ, ଅନଗୋଳରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri