ଆଜି ରାଜ୍ୟରେ ୭୫୭ ପଜିଟିଭ୍‌ ଚିହ୍ନଟ: ବୌଦ୍ଧରେ ଶୂନ, ବାକି ୨୯ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୦ ତଳେ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟର ୨୯ ଜିଲାରୁ ୭୫୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୬ ଜଣ ଚିହ୍ନଟ ହୋଇଥିବା ବେଳେ ୩୨୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ବୌଦ୍ଧ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ ରହିଥିବା ବେଳେ ବାକି ୨୯ଟି ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ ରହିଥିବା ଜଣାପଡ଼ିଛି। ଅନୁଗୋଳରୁ ସର୍ବାଧିକ ୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୭୦ ଏବଂ କଟକରୁ ୬୭ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ବାଲେଶ୍ୱର ୩୪, ବରଗଡ଼ ୧୨, ଭଦ୍ରକ ୧୯, ବଲାଙ୍ଗୀର ୩୫, ଦେବଗଡ଼ ୧, ଢେଙ୍କାନାଳ ୯, ଗଜପତି ୧, ଗଞ୍ଜାମ ୧୩, ଜଗତସିଂହପୁର ୪୨, ଯାଜପୁର ୨୭, ଝାରସୁଗୁଡ଼ା ୨୫, କଳାହାଣ୍ଡି ୩୭, କନ୍ଧମାଳ ୪, କେନ୍ଦ୍ରାପଡ଼ା ୨୯, କେନ୍ଦୁଝର ୨୬, କୋରାପୁଟ ୮ ମାଲକାନଗିରି ୮, ମୟୂରଭଞ୍ଜ ୪୩, ନବରଙ୍ଗପୁର ୧୦, ନୟାଗଡ଼ ୬, ନୂଆପଡ଼ା ୪୧, ପୁରୀ ୯, ରାୟଗଡ଼ା ୪, ସମ୍ବଲପୁର ୩୫, ସୋନପୁର ୧ ଏବଂ ସୁନ୍ଦରଗଡ଼ରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୫୪୫ରେ ପହଞ୍ଚିଥିବା ବେଳେ ୩,୦,୨୭୯୬ ଜଣ ସୁସ୍ଥ ହୋଇଛନ୍ତି। ୮୦୮୮ ଜଣ ଚିକିତ୍ସିତ ହେଉଛନ୍ତି। ୧୬୦୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?