Posted inଜାତୀୟ

ଏନ୍‌ଡିଏ ନେତାଙ୍କ ପାଇଁ ରାତ୍ରଭୋଜିର ଆୟୋଜନ କଲେ ଶାହ

ନୂଆଦିଲ୍ଲୀ,୨୦।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ଏନ୍‌ଡିଏ ନେତାଙ୍କ ପାଇଁ ମଙ୍ଗଳବାର ଏକ ରାତ୍ରଭୋଜିର ଆୟୋଜନ କରିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶାହ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ଗୋଟିଏ ଦିନ ଆଗରୁ ନ୍ୟାଶନାଲ ଡେମୋକ୍ରାଟିକ୍‌ ଆଲାଏନ୍ସ(ଏନ୍‌ଡିଏ)ର ନେତାମାନଙ୍କୁ ନେଇ ରାତ୍ରଭୋଜନ କରିବା ସହ ଗୁରୁତ୍ୱପୂର୍ଣ୍ଣ କଥା ଆଲୋଚନା କରିବେ ବୋଲି ଅନୁମାନ କରାଯାଉଛି।


All Right Reserved By

ମେଡିକାଲ ବଣ୍ଡ୍‌କୁ ସୁପ୍ରିମକୋର୍ଟଙ୍କ ସମର୍ଥନ

ନୂଆଦିଲ୍ଲୀ,୨୨ା୮ : ପୋଷ୍ଟ-ଗ୍ରାଜୁଏଟ୍‌ ମେଡିକାଲ ପାଠ୍ୟକ୍ରମ ଏବଂ ସୁପର ସ୍ପେଶିଆଲିଟି ପାଠ୍ୟକ୍ରମରେ ନାମଲେଖା ପାଇଁ ବାଧ୍ୟତାମୂଳକ ବଣ୍ଡ୍‌ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ରିଟ୍‌...

ବରିଷ୍ଠ ନେତାଙ୍କୁ ଫେରାଇ ଆଣିବାକୁ ଉଦ୍ୟମ

ଲକ୍ଷ୍ନୌ,୩ା୬(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି (ଏସ୍‌ପି)ର ପରାଜୟ ପରେ ଦଳ ଶିକ୍ଷାଲାଭ କରିଛି। ଏବେ ଭାଇ ଶିବପାଲ୍‌ ଯାଦବଙ୍କ ସମେତ ବରିଷ୍ଠ ନେତାମାନଙ୍କୁ ଦଳକୁ ଫେରାଇ...

ଅର୍ଥାଭାବ ଯୋଗୁ ଲିଭ୍‌ଇନ୍‌ରେ ୫୦ ବର୍ଷ ରହିବା ପରେ ବିବାହ କଲେ ବୃଦ୍ଧାବୃଦ୍ଧ

ଉଦୟପୁର, ୨୮।୫: ଅର୍ଥାଭାବ ଯୋଗୁ ଦୀର୍ଘ ୫୦ ବର୍ଷ ଲିଭ୍‌ଇନ୍‌ରେ ରହିବା ପରେ ବୃଦ୍ଧାବୃଦ୍ଧ ବୋହୂପୁଅ ଏବଂ ନାତୁଣୀନାତିଙ୍କ ଉପସ୍ଥିିତିରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।...

ପାକିସ୍ତାନରୁ ଆସିଥିଲା ଜର୍ଜିଆ ବିମାନ: ଗୋଡ଼ାଇ ଧରିଲା ସୁଖୋଇ

ନୂଆଦିଲ୍ଲୀ/ଜୟପୁର,୧୧ା୫(ପି.ଟି.): ବାୟୁସୀମା ଲଙ୍ଘି ପାକିସ୍ତାନରୁ ଭାରତ ପଟକୁ ଚାଲିଆସିଥିବା ଜର୍ଜିଆର ଏକ ବିମାନକୁ ଶୁକ୍ରବାର ଭାରତୀୟ ବାୟୁସେନା (ଆଇଏଏଫ୍‌)ର ସୁଖୋଇ ଯୁଦ୍ଧବିମାନ ଗୋଡ଼େଇ ଧରିଛି। ରାଜସ୍ଥାନର...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୧ କୋଟି ଯୁବକଙ୍କ ପାଇଁ ଆସିବ ସ୍କିଲ ଯୋଜନା

ନୂଆଦିଲ୍ଲୀ, ୫।୭: ଶିକ୍ଷା ପାଇଁ ଚଳିତ ବଜେଟରେ କେନ୍ଦ୍ର ସରକାର ନୂଆ ଯୋଜନାମାନ ଆପଣାଇଛନ୍ତି। ବଜେଟ୍‌ ମୁଖ୍ୟାଂଶ -ଉଚ୍ଚଶିକ୍ଷା ପାଇଁ ୪୦୦ କୋଟିର ବ୍ୟୟ ବରାଦ,...

ସଡ଼କ ଦୁର୍ଘଟଣାରେ ଶିଶୁ କଳାକାର ମୃତ

ମୁମ୍ବାଇ: ‘ସଙ୍କଟମୋଚନ ହନୁମାନ’ ଓ ‘ସସୁରାଲ ସିମର କା’ ଭଳି ପ୍ରମୁଖ ସିରିୟଲରେ କାମ କରିଥିବା ଟେଲି ଶିଶୁ କଳାକାର ଶିବଲେଖ ସିଂହଙ୍କ ଏକ ସଡ଼କ...

ଦିଲ୍ଲୀ କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀର କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ ଫର୍ଣ୍ଣିଚର ମାର୍କେଟରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ସକାଳେ ଉକ୍ତ ମାର୍କେଟରେ ଲାଗିଥିବା...

ଆଗ୍ରା ଜେଲ୍‌କୁ ଗଲେ ୩୦ ଆତଙ୍କବାଦୀ

ଆଗ୍ରା,୯।୮(ଆଇଏଏନ୍‌ଏସ୍‌):୩୦ କଶ୍ମୀରୀ ଆତଙ୍କବାଦୀଙ୍କୁ ଗୁରୁବାର ଅପରାହ୍ନରେ ଆଗ୍ରା ଜେଲ୍‌କୁ ନିଆଯଇଛି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଆଗ୍ରାସ୍ଥିତ ଖେରିଆ ବିମାନବନ୍ଦରକୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *