Posted inଜାତୀୟ

ଉନ୍ନାଓ ପୀଡିତାଙ୍କ ବୟାନ ରେକର୍ଡ କଲା ସିବିଆଇ

ନୂଆଦିଲ୍ଲୀ,୨।୯: ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧିନ ଥିବା ଉନ୍ନାଓ ବଳାତ୍କାର ପୀତାଙ୍କ ବୟାନ ସିବିଆଇ ରେକର୍ଡ କରିଥିବା ସୂଚନା ମିଳିଛି। ଗୁରୁତର ଥିବା ପୀଡିତା ଆଇସିୟୁରେ ଚିକିତ୍ସିତ ହେଉଥିବା ବେଳେ ରବିବାର ତାଙ୍କୁ ସାଧାରଣ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ତାଙ୍କ ସ୍ବାସ୍ଥ୍ୟରେ ସୁଧାର ଆସୁଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଥିବାରୁ ଏବେ ସିବିଆଇ ତାଙ୍କ ବୟାନ ରେକର୍ଡ କରିଥିବା କୁହାଯାଉଛି। ସୂଚନାଯୋଗ୍ୟ, ଗତ ଜୁଲାଇରେ ଉନ୍ନାଓ ବଳାତ୍କାର ପୀଡିତା ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଅବସ୍ଥାରେ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ଚିକିତ୍ସିତ ହେଉଛନ୍ତି।


All Right Reserved By Dharitri.Com

ଲୋକ ସଭା ନିର୍ବାଚନ ପ୍ରଚାର ସାରି କେଦାରନାଥ ଦର୍ଶନ କଲେ ମୋଦି

ଡେରାଡୁନ,୧୮।୫: ଆସନ୍ତା ୧୯ରେ ହେବାକୁ ଥିବା ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ପ୍ରଚାର ଚାଲିଛି। ପ୍ରାୟ ସବୁ ହେଭିଓ୍ବେଟ୍‌ ରାଜନେତାମାନେ ପ୍ରଚାର କାର୍ଯ୍ୟ ସାରି...

ମଧ୍ୟସ୍ଥତା ବାଧ୍ୟତାମୂଳକ ହେଉ: ସିଜେଆଇ

ନୂଆଦିଲ୍ଲୀ,୯ା୨(ପି.ଟି.): କୌଣସି ମକଦ୍ଦମା ଚଳାଇବା ପୂର୍ବରୁ ଏହାର ସମାଧାନ ମଧ୍ୟସ୍ଥତା ମାଧ୍ୟମରେ କରାଇବା ଆବଶ୍ୟକ। ଏଥିପାଇଁ ବିସ୍ତୃତ ଆଇନ ଆଣିବାର ସମୟ ଆସିଛି ବୋଲି ଭାରତର...

ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାରୀ ନିଯୁକ୍ତି ଯୋଜନା: ପେଶା ଛାଡ଼ିବାକୁ ମନା କଲେ ଭିକାରି

ଲକ୍ଷ୍ନୌ,୨୬।୬: ଉତ୍ତରପ୍ରଦେଶର ଲକ୍ଷ୍ନୌ ନଗର ନିଗମ ପକ୍ଷରୁ ଭିକ୍ଷାବୃତ୍ତି କରୁଥିବା ଲୋକଙ୍କ ପାଇଁ ସରକାରୀ ନିଯୁକ୍ତି ଯୋଜନା କରାଯାଇଛି। ତେବେ ଏହି ଯୋଜନା ଅନ୍ତର୍ଗତ ଚାକିରି...

ଅଲଓ୍ବର ପୀଡ଼ିତାଙ୍କୁ ରାଜସ୍ଥାନ ପୋଲିସରେ ମିଳିବ ନିଯୁକ୍ତି

ଜୟପୁର,୧୯।୫: ରାଜସ୍ଥାନ ଅଲଓ୍ବର ପୀଡ଼ିତାଙ୍କୁ ପୋଲିସରେ ନିଯୁକ୍ତି ମିିଳିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଉଛି। କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୀଡ଼ିତାଙ୍କ ସହିତ...

କର୍ନାଟକ ଉପନିର୍ବାଚନ: ୬୭% ମତଦାନ

ବେଙ୍ଗାଲୁରୁ, ୬।୧୨(ଆଇଏଏନ୍‌ଏସ୍‌):କର୍ନାଟକର ୧୫ ବିଧାନସଭା ଆସନ ଲାଗି ଗୁରୁବାର କଡ଼ା ସୁରକ୍ଷା ମଧ୍ୟରେ ଭୋଟଗ୍ରହଣ କରାଯାଇଥିବାବେଳେ ମତଦାନ ହାର ୬୭ ପ୍ରତିଶତ ହୋଇଥିବା ଜଣାପଡ଼ିଛି। ସବୁଠାରୁ...

ରାଜକ୍ଷମା ଆବେଦନକୁ ଫେରାଇ ନେବାକୁ ଚାହୁଁଛନ୍ତି ନିର୍ଭୟା ମାମଲାର ଅଭିଯୁକ୍ତ

ନୂଆଦିଲ୍ଲୀ,୭।୧୨: ଦେଶର ବହୁ ଚର୍ଚ୍ଚିତ ନିର୍ଭୟା ଗଣ ବଳାତ୍କାର ମାମଲାର ଅଭିଯୁକ୍ତ ବିନୟ ଶର୍ମା ରାଷ୍ଟ୍ରପତିଙ୍କ ନିକଟକୁ ପଠାଯାଇଥିବା କ୍ଷମା ଆବେଦନକୁ ଖୁବଶୀଘ୍ର ଫେରାଇ ନେବା...

ଭାଜପାକୁ କଡ଼ା ସମାଲୋଚନା କଲେ ଆଦିତ୍ୟ

ମୁମ୍ବାଇ,୨୮।୧୨: ସରକାର ଗଠନ ପାଇଁ କିଛି ଦିନ ଧରି ମହାରାଷ୍ଟ୍ରରେ ରାଜନୈତିକ ଡ୍ରାମା ଚାଲିଥିଲା। ଏହାର ଅନ୍ତ ପରେ ଠାକରେ ପରିବାରର ଇତିହାସ ଭାଙ୍ଗି ଶିବସେନା...

ନୂଆ ଶିକ୍ଷାନୀତି କାର୍ଯ୍ୟକାରୀ ଲାଗି ବୈଠକ: ପାଣ୍ଠି ପ୍ରସଙ୍ଗ ଉଠାଇଲେ ରାଜ୍ୟ

ନୂଆଦିଲ୍ଲୀ,୭ା୧୦(ପି.ଟି.): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପ୍ରସ୍ତାବିତ ନୂତନ ଶିକ୍ଷାନୀତି କାର୍ଯ୍ୟକାରିତା ଲାଗି ବିଭିନ୍ନ ରାଜ୍ୟ ପାଣ୍ଠି ପ୍ରସଙ୍ଗ ଉଠାଇଛନ୍ତି। ସରକାରଙ୍କ ଚିଠା ନୀତିରେ...

Leave a comment

Your email address will not be published. Required fields are marked *