କୋରାପୁଟରେ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ : ପତାକା ଉତ୍ତୋଳନ କଲେ ରାଜ୍ୟକ୍ରୀଡ଼ା, ଯୁବସେବା ରାଷ୍ଟ୍ରମନ୍ତ୍ରୀ

କୋରାପୁଟ,୨୬।୧(ଅମିତାଭ ବେହେରା): କୋରାପୁଟ ପୋଲିସ ପ୍ୟାରେଡ ପଡିଆଠାରେ ୭୫ ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ରାଜ୍ୟକ୍ରୀଡ଼ା ଓ ଯୁବସେବା ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିଥିଲେ। ବିଭିନ୍ନ ସରକାରୀ ସଂସ୍ଥା ପକ୍ଷରୁ ପ୍ରଜ୍ଞାପନ ମେଢ ପ୍ରଦର୍ଶନ କରାଯାଇଥିଲା । କୃତୀ ପ୍ରତିଯୋଗୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦାରା ପୁରସ୍କୃତ କରାଯାଇଥିଲା। ଉତ୍ତମ କାର୍ଯ୍ୟ କରିଥିବା ଶ୍ରେଷ୍ଠ ସରକାରୀ କର୍ମଚାରୀଙ୍କୁ ମଧ୍ୟ ମୁଖ୍ୟ ଅତିଥିଙ୍କ ଦାରା ପୁରସ୍କୃତ କରାଯାଇଥିଲା। କୋରାପୁଟ ଜିଲାପାଳ ଅବଦ୍ଦାଲ ଏମ ଅଖତର ଓ ଏସ୍‌ପି ଅଭିନବ ସୋନକର ଉପସ୍ଥିତ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କୋରାପୁଟ ବିଧାୟକ ରଘୁରାମ ପଡାଲ, ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମିନା, ସତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝୀ,କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରାଜ୍ୟ ସୀସା ଯୋଗଦେଇ ପରିଚାଳନା କରିଥିଲେ।ଏହି ଅବସରରେ ପୋଲିସ ପ୍ୟାରେଡ ପଡିଆଠାରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri