ଗଞ୍ଜାମରେ ପୁଣି ୭୬ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧କୁ ବୃଦ୍ଧି

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ପୁଣି ୭୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଜିଲାରେ ବର୍ତ୍ତମାନ ସୁଦ୍ଧା ୧୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୫୯ ଜଣ ସୁସ୍ଥ ହୋଇଥିବା ବେଳେ ୪୦୩ଜଣ ଚିକିତ୍ସାଧୀନ ଅଛନ୍ତି। ୯ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ

ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ…

କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର…

ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ

ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ…

ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ

ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍‌ (ବିଜେଏମ୍‌ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ…

ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ…

ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା

ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri