Posted inଜାତୀୟ

ସ୍ବାଧୀନତା ଦିବସରେ ପଞ୍ଜାବରେ ଖୋଲିବ ୭୬ ନୂଆ ମୋହଲା କ୍ଲିନିକ…

ଚଣ୍ଡିଗଡ଼,୧୨।୮ : ସ୍ବାଧୀନତା ଦିବସର ୭୬ ତମ ବାର୍ଷିକୀ ଅବସରରେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ସରକାର ରାଜ୍ୟରେ ଆଉ ୭୬ ମୋହଲା କ୍ଲିନିକ ଖୋଲିବେ । ଏଥି ସହ ୪୦ ଟି ସରକାରୀ ଡାକ୍ତରଖାନାର ମଧ୍ୟ ନବୀକରଣ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ଡ. ବଲବୀର ସିଂ କହିଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୮୩ ଟି ମୋହଲା କ୍ଲିନିକ ଚାଲୁଛି। ନୂଆ କ୍ଲିନିକ ସହିତ ରାଜ୍ୟର ମୋହଲା କ୍ଲିନିକର ସଂଖ୍ୟା ୬୫୯କୂ ବୃଦ୍ଧି ପାଇବ।

ବଲବୀର ସିଂ କହିଛନ୍ତି ଅଗଷ୍ଟ ୧୪ ରେ ସିଏମ ମାନ ନୂତନ ମୋହଲା କ୍ଲିନିକର ଉଦଘାଟନ କରିବେ। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୩୫ ଲକ୍ଷରୁ ଅଧିକ ଲୋକ ଆମ ଆଦମୀ ପାର୍ଟି ଦ୍ୱାରା ସ୍ଥାପିତ କ୍ଲିନିକର ଲାଭ ଉଠାଇଛନ୍ତି।

ଆମ ଆଦମୀ ପାର୍ଟି ପ୍ରଥମେ ଦେଶର ରାଜଧାନୀ ଦିଲ୍ଲୀରେ ମୋହାଲା କ୍ଲିନିକ ଆରମ୍ଭ କରିଥିଲା। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସରକାରଙ୍କ ଏହି ପଦକ୍ଷେପକୁ ବହୁ ପ୍ରଶଂସା କରାଯାଇଥିଲା। ଏହା ପରେ ପଞ୍ଜାବରେ ସରକାର ଗଠନ କରିବା ପରେ ଆମ ଆଦମୀ ପାର୍ଟି ମଧ୍ୟ ଏଠାରେ ମୋହାଲା କ୍ଲିନିକ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri