ଡଙ୍ଗା ଓଲଟି ୭୬ ଜଣଙ୍କ ମୃତ୍ୟୁ…

ଆବୁଜା,୧୦।୧୦ : ନାଇଜେରିଆର ଆନମ୍ବ୍ରା ସହରରେ ଏକ ଡଙ୍ଗା ବୁଡ଼ି ଘଟଣାରେ ୭୬ ଜଣଙ୍କର ମୃତ୍ୟୁ ଘଟିଛି। କୁହାଯାଉଛି ଯେ ଡଙ୍ଗାରେ ସମୁଦାୟ ୮୫ ଜଣ ଥିଲେ। ବନ୍ୟା ଜଳ ସ୍ରୋତ ନିୟନ୍ତ୍ରଣ ହରାଇ ଡଙ୍ଗାଟି ଓଲଟି ପଡ଼ିଥିଲା। ନାଇଜେରିଆ ରାଷ୍ଟ୍ରପତି ମହମ୍ମଦୁ ବୁହାରୀ ଟୁଇଟ କରି ଏହି ଦୁର୍ଘଟଣାରେଦୁଃଖ ପ୍ରକାଶ କରିଛନ୍ତି।

ସରକାରଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର ଓ ପୁନରୁଦ୍ଧାର କାର୍ଯ୍ୟରେ ନାଇଜେରିଆର ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣ ଏବଂ ଜାତୀୟ ଜରୁରୀକାଳୀନ ପରିଚାଳନା ଏଜେନ୍ସିର କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଭବିଷ୍ୟତରେ ଏପରି ଘଟଣାକୁ ଯେଭଳି ରୋକାଯାଇପାରିବ ସେନେଇ ସୁରକ୍ଷା ପ୍ରୋଟୋକଲଗୁଡ଼ିକୁ ଯାଞ୍ଚ୍‌ କରିବାକୁ ରାଷ୍ଟ୍ରପତି ନିର୍ଦ୍ଦେଶ ଦେଇଛନ୍ତି।

ରାଷ୍ଟ୍ରପତି ବୁହାରୀ କହିଛନ୍ତି ଯେ ଡଙ୍ଗା ଦୁର୍ଘଟଣାରେ ଯାତ୍ରୀଙ୍କ ପାଇଁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲିପିନ୍ସରେ ୭.୦ ତୀବ୍ରତାର ଭୂକମ୍ପ

ମାନିଲା,୨୭ ।୭: ଫିଲିପିନ୍ସରେ ବୁଧବାର ସକାଳୁ ଏକ ବଡ ଧରଣର ଭୂକମ୍ପ ହୋଇଛି । ଭୂକମ୍ପ ୬ଟା ୨୩ ମିନିଟରେ ଅନୁଭୁତ ହୋଇଥିଲା । ଏହାର...

‘କଶ୍ମୀର ପ୍ରସଙ୍ଗକୁ ମିଳୁନି ସମର୍ଥନ’

ବନ୍‌,୧୮ା୧: ପାକିସ୍ତାନ ବିଶ୍ୱ ମଞ୍ଚଗୁଡ଼ିକରେ କଶ୍ମୀର ପ୍ରସଙ୍ଗକୁ ଯେତେ ଉଠାଇଲେ ବି ଏହାକୁ ଅନ୍ତର୍ଜାତୀୟ ସମୁଦାୟର ସମର୍ଥନ ମିଳୁନାହିଁ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଶୁକ୍ରବାର...

ଗୋଟିଏ ମିନିଟ୍‌ରେ ଜୀବନ ନେଇଯାଏ ଏହି ମଶା

ଚାଇନାର ସିଚୁଆନ୍‌ରେ ଦେଖାଯାଉଥିବା ଏକ ମଶାର ନାଁ ହେଉଛି ହୋଲୋରୁସିଆ ମିକାଡୋ। ଦୁନିଆରେ ଦେଖାଯାଉଥିବା ୩୫୦୦ ପ୍ରଜାତିର ମଶାଙ୍କ ମଧ୍ୟରୁ ଏହା ଗୋଟିଏ। ଦେଖିବାକୁ ଏହାର...

କାନାଡାରେ ଖଲିସ୍ତାନୀ ସମର୍ଥକଙ୍କ ଉପଦ୍ରବ, ମନ୍ଦିରରେ କଲେ ଭଙ୍ଗାରୁଜା

ସିଡନୀ,୧୫।୭: କାନାଡାର ଗ୍ରେଟର ଟରଣ୍ଟୋ(ଜିଟଇସି)ର ବ୍ରେମ୍ପଟନ ସହରରେ ଶ୍ରୀ ଭଗବତ ଗୀତା ପାର୍କରେ ଲାଗିଥିବା ସଙ୍କେତ ଚିହ୍ନକୁ ଶୁକ୍ରବାର ଭାଙ୍ଗି ଦିଆଯାଇଛି। ଗୋଟିଏ ବର୍ଷ ମଧ୍ୟରେ...

ରୁଷିଆ ସେନାଙ୍କ ହୋସ ଉଡାଉଛି ଆମେରିକା ଅସ୍ତ୍ର

କ୍ୱିଭ,୮ ।୪: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି । ଉଭୟ ଦେଶ ନିଜ ନିଜ ଜିଦରେ ଅଟଳ ରହିଛନ୍ତି । ଏପଟେ...

ମୋଦିଙ୍କୁ ସର୍ପ ଦଂଶନରେ ମାରିବାକୁ ଧମକ ଦେଲେ ପାକିସ୍ତାନୀ ପପ୍‌ ଗାୟିକା

ଇସ୍‌ଲାମାବାଦ,୪।୯: ଏବେ ସୋସିଆଲ ମିଡିଆରେ ଜଣେ ପାକିସ୍ତାନୀ ପପ୍‌ ଗାୟିକାଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଆଉ ଏହାକୁ ଦେଖି ଲୋକେ ହସି ହସି ବେଦମ୍‌...

ଓମିକ୍ରନ ନେଲାଣି ୧୨ ଜୀବନ

ଲଣ୍ଡନ,୨୦।୧୨: ବ୍ରିଟେନରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଓମିକ୍ରନରେ ଆକ୍ରାନ୍ତ ହୋଇ ବ୍ରିଟେନରେ ୧୨ଜଣଙ୍କ ସୋମବାର ମୃତ୍ୟୁ...

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପାଇଁ ଏହି ଦେଶରେ ରାଷ୍ଟ୍ରୀୟ ଶୋକ ପାଳନ

ଢାକା,୧।୯:ଭାରତ ରତ୍ନ ଏବଂ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତ ପରେ ଦେଶରେ ୭ ଦିନିଆ ଶୋକ ଘୋଷଣା କରାଯାଇଛି। ମଙ୍ଗଳବାର ଦିନ ଦିଲ୍ଲୀରେ ତାଙ୍କର...

Advertisement
Archives

Model This Week