ଜାପାନ ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଟୋକିଓ,୨।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜାପାନ ଗସ୍ତରେ ଯାଇ ସୋମବାର ଟୋକିଓରେ ପହଞ୍ଚିଛନ୍ତି। ଦୁଇଦେଶ ମଧ୍ୟରେ ସାମରିକ ସହଯୋଗ ବୃଦ୍ଧି ପାଇଁ ଜାପାନ ପ୍ରତିରକ୍ଷାମନ୍ତ୍ରୀ ତାକେସି ଇୱାୟାଙ୍କ ସହ ରାଜନାଥ ଆଲୋଚନା କରିଛନ୍ତି। ଦୁଇଦେଶ ମଧ୍ୟରେ ପ୍ରତିରକ୍ଷା ସମ୍ପର୍କ ବୃଦ୍ଧି ପାଇଥିବାରୁ ଉଭୟ ଦେଶ ସାମରିକ ସହଯୋଗକୁ ଶିଖରକୁ ନେଇଯିବାକୁ ସହମତ ହୋଇଛନ୍ତି।


All Right Reserved By Dharitri.Com

ଅଷ୍ଟ୍ରେଲିଆ ନିର୍ବାଚନ: ଭୋଟ ନ ଦେଲେ ଦେବାକୁ ପଡିବ ଏକ ହଜାର ଟଙ୍କା ଜରିମାନା

କାନବେରା,୧୮।୫: ଅଷ୍ଟ୍ରେଲିଆରେ ଶନିବାର ସାଧାରଣ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ତେବେ ୧୯୨୪ରୁ ସରକାର ଏଠାରେ ମତଦାନକୁ ଅନିର୍ବାଜ୍ୟ କରିବା ଫଳରେ ଏଠାରେ...

ମାସୁଦ୍‌ ଆଝାର ରୋଗଗ୍ରସ୍ତ: ଅସଗରଙ୍କ ନିର୍ଦ୍ଦେଶରେ ସଂଗଠନ ହେଉଛି ପରିଚାଳିତ

ଇସଲାମାବାଦ୍‌,୧୦।୯: ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ମୁଖ୍ୟ ମାସୁଦ୍‌ ଆଝାର ଦୀର୍ଘଦିନ ଧରି ରୋଗଗସ୍ତ ଅଛନ୍ତି। ସେଥିପାଇଁ ହୁଏତ ପାକିସ୍ତାନ ସରକାର ତାଙ୍କୁ ମୁକ୍ତ କରିଥିବା କୁହାଯାଉଛି।...

ଭୁଟାନ ଗସ୍ତରେ ପ୍ରଧାନମନ୍ତ୍ରୀ: ୧୦ ଏମ୍‌ଓୟୁ ସ୍ବାକ୍ଷର

ଥିମ୍ଫୁ,୧୮ା୮(ପି.ଟି.): ଭୁଟାନ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ତାଙ୍କ ପ୍ରତିପକ୍ଷ ଲୋଟେ ଶେରିଙ୍ଗ୍‌ଙ୍କ ସହ ଆଲୋଚନା...

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଜନତାଙ୍କ ପ୍ରଶ୍ନ: ବର୍ଦ୍ଧିତ ପେଟ୍ରୋଲ ଦର କ’ଣ ଆମ ପାଇଁ ଉପହାର

ଇସଲାମାବାଦ,୨।୮: ପାକିସ୍ତାନ ବେଳକୁ ବେଳ ଆର୍ଥିକ ସଙ୍କଟ ମଧ୍ୟକୁ ଚାଲି ଯାଉଥିବା ବେଳେ ପେଟ୍ରୋଲର ଦର ବୃଦ୍ଧି ଏବେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ଅଡୁଆରେ ପକାଇଛି।...

ପୃଥିବୀ ସାରା ଟୁଇଟର ଡାଉନ୍‌: ଟୁଇଟ୍‌ ଏବଂ ନୋଟିଫିକେଶନ୍‌ରେ ବିଳମ୍ବ

ଓ୍ବାଶିଂଟନ,୨।୧୦: ପୃଥିବୀ ସାରା ସୋସିଆଲ୍‌ ମିଡ଼ିଆ ସାଇଟ୍‌ ଟୁଇଟର ଡାଉନ୍‌ ହୋଇଯାଇଛି। ଫଳରେ ଟୁଇଟ୍‌ କରିବା ଏବଂ ନୋଟିଫିକେଶନ୍‌ରେ ବିଳମ୍ବ ହେଉଥିବା ବ୍ୟବହାରକର୍ତ୍ତାମାନେ ଅଭିଯୋଗ କରିଛନ୍ତି।...

ବିଶ୍ୱ ମ୍ୟାଲେରିଆ ଦିବସର ୨୪ ଘଣ୍ଟା ପୂର୍ବରୁ ପ୍ରଥମ ମ୍ୟାଲେରିଆ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଗଲା

ଜେନେଭା,୨୪।୪: ମ୍ୟାଲେରିଆ ରୋଗର ନିରାକରଣ ପାଇଁ ପ୍ରସ୍ତୁତ ହୋଇଥିବା ପ୍ରଥମ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଯାଇଛି। ଗତ ୩୦ ବର୍ଷ ଧରି ମ୍ୟାଲେରିଆ ପ୍ରତିଷେଧକ...

ଅଜ୍ଞାତ ବନ୍ଧୁକଧାରୀଙ୍କ ଗୁଳିରେ ୧୩ ମୃତ

ମିନାଟିଟଲାନ୍‌,୨୧ା୪(ଏଏଫ୍‌ପି): ମେକ୍ସିକୋର ଭେରାକ୍ରୁଜ୍‌ରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଗୁଳିମାଡରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସାଧାରଣ ନିରାପତ୍ତା ସେକ୍ରେଟେରିଏଟ୍‌ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବନ୍ଧୁକଧାରୀମାନେ ମିନାଟିଟଲାନ୍‌ସ୍ଥିତ...

ମକାକ୍ଷେତରେ ବିମାନ ଅବତରଣ

ମସ୍କୋ, ୧୭ା୮(ପି.ଟି.): ରୁଷିଆର ୟୁରାଲ ଏୟାରଲାଇନ୍ସ ଏ୩୨୧ ବିମାନ ୨୨୬ ଯାତ୍ରୀ ଓ ୭ କର୍ମଚାରୀଙ୍କୁ ନେଇ ଗୁରୁବାର ମସ୍କୋର ଝୁକୋଭସ୍କାୟା ବିମାନବନ୍ଦରରୁ କ୍ରିମିଆ ଅଭିମୁଖେ ଉଡ଼ାଣ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *