ନୂତନ ଶ୍ରେଣୀ ଗୃହ ଉଦ୍‌ଘାଟିତ

ଛେଣ୍ଡିପଦା,୨ା୯(ଡି.ଏନ.ଏ.)- ଛେଣ୍ଡିପଦା ବ୍ଲକ କୋଶଳା ପଞ୍ଚାୟତ ଶିମିଳିସାହି ପ୍ରାଥମିକ ବିଦ୍ୟାଳୟର ନବ ନିର୍ମିତ ଶ୍ରେଣୀ ଗୃହ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଗଣେଶ ପୂଜା ପାଳନ ଅବସରରେ ବିଧାୟକ ସୁଶାନ୍ତ କୁମାର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ସଭ୍ୟ ଭାସ୍କର ସାହୁ, ବରିଷ୍ଠ ନେତା ପ୍ରଦୀପ କୁମାର ସାହୁ, ଯୁବନେତା ସନ୍ତୋଷ କୁମାର ଦେହୁରୀଙ୍କ ସମେତ ପରିଚାଳନା କମିଟିର ସଦସ୍ୟ ତଥା ଶିକ୍ଷୟିତ୍ରୀ ଶିକ୍ଷକମାନେ ଉପସ୍ଥିତ ଥିଲେ। ସେହିପରି କୋଶଳା ପ୍ରାଥମିକ ବିଦ୍ୟାଳୟର ନବ ନିର୍ମିତ ଅତିରିକ୍ତ ଶ୍ରେଣୀଗୃହ ମଧ୍ୟ ଉଦଘାଟିତ ହୋଇଯାଇଛି।


All Right Reserved By Dharitri.Com

ଗୀତା ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଅଭିଯୁକ୍ତ ଗିରଫ, ବଳାତ୍କାର ପରେ କରାଯାଇଛି ହତ୍ୟା

ସମ୍ବଲପୁର,୮ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଠେଲକୋଲି ଥାନା ବୁଧିଆପାଲି ଗ୍ରାମସ୍ଥ ଏକ ବୁଦା ନିକଟରୁ ଝାରସୁଗୁଡା ଜିଲା ପ୍ରତ୍ରାପାଲି ଗ୍ରାମର ଗୀତା ମୁଣ୍ଡା(୨୮)ଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସୋମବାର...

ମାଈ ହାତୀର ଗଳିତ ମୃତଦେହ ଠାବ

ପରଜଙ୍ଗ ୧।୯(ଡି.ଏନ୍‌.ଏ.) – ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ସାଆନ୍ଦା ବିଟ୍‌ ଅଧୀନ ବସନ୍ତପଡ଼ା ଗ୍ରାମ ନିକଟ ବାଙ୍କଧରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଉପରମୁଣ୍ଡରେ ଥିବା...

ଫସଲ ଉଜାଡୁଛି ହାତୀପଲ: କ୍ଷତିପୂରଣ ନ ମିଳିବାରୁ ଜିଲାପାଳଙ୍କୁ ଫେରାଦ

ଖୋର୍ଦ୍ଧା ଅଫିସ,୨୭ା୯: ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଞ୍ଜର ଗୋଳବାଇଶାସନରେ ହାତୀପଲ ପ୍ରତିବର୍ଷ ଧାନ ଫସଲ ସମେତ ଅନ୍ୟ ଫସଲ ଖାଇବା ସହ ନଷ୍ଟ କରୁଛନ୍ତି। ହେଲେ...

୬ ମାସରେ ଗଲାଣି ୨୩୧ ଜୀବନ

ଛତ୍ରପୁର,୨୦ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି ା ଜିଲାରେ ଗତ ୬ ମାସ ମଧ୍ୟରେ ହୋଇଥିବା ୪୧୧ ଦୁର୍ଘଟଣାରେ ୨୩୧...

୮ ଦଫା ଦାବିରେ କେନ୍ଦୁଝର ଇପିଏଫ୍‌ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀଙ୍କ ଆନ୍ଦୋଳନ

କେନ୍ଦୁଝର,୨୮।୮(ସ୍ବ.ପ୍ର.): ବିଭିନ୍ନ ସମସ୍ୟାର ସମାଧାନ ସହ ୮ ଦଫା ଦାବିରେ କେନ୍ଦୁଝର ଜିଲା ଇପିଏଫ୍‌ କାର୍ଯ୍ୟାଳୟ ସମ୍ମୁଖରେ ଏହାର କର୍ମଚାରୀମାନେ ବୁଧବାର ଆନ୍ଦୋଳନରେ ବସିଛନ୍ତି। ବେତନର...

୫ମ ଦିବସୀୟ ନିଃଶୁଳ୍କ ଯୋଗ ଶିବିର ଉଦ୍‌ଯାପିତ; ଯୋଗ ଅଭ୍ୟାସରେ ରୋଗରୁ ମୁକ୍ତି ମିଳେ

ନୂଆପଡା ଅଫିସ/କୋମନା,୨୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ଗ୍ରାମରେ ପତଞ୍ଜଳୀ ଯୋଗ ସମିତି ଏବଂ ଅଭ୍ୟୁଦୟ ୟୁଥ କ୍ଲବ ମିଳିତ ଆନୁକୂଲ୍ୟରେ ଚାଲିଥିବା ପଞ୍ଚମ...

ସ୍ବେଚ୍ଛାସେବୀ, ଗଁ। ର ଲୋକ୍‌ ମିଶି ତିଆର କଲେ ରାସ୍‌ତା: ଅଭିଶାପ ପାଲଟିଛେ ଗଁବାସୀକର ଜୀବନ୍‌

ରେଙ୍ଗାଲି, ୨୭।୮ (ଡି.ଏନ୍‌.ଏ.): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଖିଣ୍ଡା ପଁଚେତ୍‌ ଅଧୀନ ବୁଧିଆପାଲି ଗଁାର ସ୍କୁଲକେ ସଂଯୋଗ କରୁଥିବାର ରାସ୍‌ତାକେ ମାତୃଭୂମୀ ସ୍ବେଚ୍ଛାସେବୀ ସଂଗଠନ...

ଯୁବକଙ୍କ ଉନ୍ମତ୍ତ କାଣ୍ଡ : ଧାରୁଆ ଅସ୍ତ୍ରରେ ୫ ଜଣଙ୍କୁ ମରଣାନ୍ତକ ଆକ୍ରମଣ

ବଡ଼ବିଲ,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଗାଢ଼ା ହଟିଂ ଅଞ୍ଚଳରେ ରହୁଥିବା ମନୋଜ ରାଜପୁତ ନାମକ ଯୁବକ ଶୁକ୍ରବାର ରାତିରେ ଗାଢ଼ା ହଟିଂ ଓ...

Leave a comment

Your email address will not be published. Required fields are marked *