ଆଜି ରାଜ୍ୟରୁ ୭୬୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ସୋମବାର ରାଜ୍ୟରୁ ୭୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୧,୬୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୪୩ ଜଣ ଚିହ୍ନଟ ହୋଇଥିବା ବେଳେ ୩୧୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୮୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୭ ଏବଂ ବାଲେଶ୍ୱରରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୬,ବରଗଡ଼ ୧୮, ଭଦ୍ରକ ୮, ବଲାଙ୍ଗୀର ୨, ବୌଦ୍ଧ ୧, ଦେବଗଡ଼ ୧୨, ଢେଙ୍କାନାଳ ୧୨, ଗଜପତି ୨, ଗଞ୍ଜାମ ୩, ଜଗତସିଂହପୁର ୧୮, ଯାଜପୁର ୩୫, ଝାରସୁଗୁଡ଼ା ୧, କନ୍ଧମାଳ ୩, କେନ୍ଦ୍ରାପଡ଼ା ୧୫, କେନ୍ଦୁଝର ୫, ମାଲକାନଗିରି ୨, ମୟୂରଭଞ୍ଜ ୨୪, ନବରଙ୍ଗପୁର ୧, ନୟାଗଡ଼ ୧୨, ପୁରୀ ୧୩, ରାୟଗଡ଼ା ୫, ସମ୍ବଲପୁର ୨୦, ସୋନପୁରରୁ ୧ ଏବଂ ସୁନ୍ଦରଗଡ଼ରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬୪।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୦୧,୬୯୮ରେ ପହଞ୍ଚିଥିବା ବେଳେ ୯,୮୫,୩୦୨ଜଣ ସୁସ୍ଥ ହୋଇଛନ୍ତି। ୮୯୧୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨୯ରୁ ବଦଳିଯିବ ଏହି ୫ ରାଶିଙ୍କ ଭାଗ୍ୟ: ହେବ ଧନ ବର୍ଷା, ବ୍ୟାପାର-କ୍ୟାରିୟରରେ…

ଜୁଲାଇ ୨୯ରେ ଧନ, ସୁଖ ଏବଂ ବୈଭବର କାରକ ଗ୍ରହ ଶୁକ୍ର ଏବଂ ସାହସ, ଶକ୍ତି ତଥା କର୍ମର କାରକ ଗ୍ରହ ମଙ୍ଗଳ ପରସ୍ପରଠାରୁ ୯୦ ଡିଗ୍ରୀ…

ଜଳମଗ୍ନ ବାଂଶପାଳ BEOଙ୍କ କାର୍ଯ୍ୟାଳୟ: ଆଣ୍ଠୁଏ ପାଣିରେ ଚାଲିଛି ସରକାରୀ କାମ, ନଷ୍ଟ ହେଉଛି ପିଲାଙ୍କ ବହି

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ (BEO) କାର୍ଯ୍ୟାଳୟ ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଜଳମଗ୍ନ ଅବସ୍ଥାରେ ରହିଛି। କାର୍ଯ୍ୟାଳୟ ପରିସରରେ…

ଇରାନର ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ ପରେ ଟ୍ରମ୍ପଙ୍କ କଡ଼ା ଚେତାବନୀ, ସବୁ ଶେଷ…

ଓ୍ବାଶିଂଟନ,୨୯।୭: ଆମେରିକା ଏବଂ ସାଉଦି ଆରବ ଦ୍ୱାରା ଇରାକ ଉପରେ ହୋଇଥିବା ଆକ୍ରମଣରେ ଛଅ ଜଣ ଇରାନୀ ପରାମର୍ଶଦାତାଙ୍କ ମୃତ୍ୟୁ ହୋଇଥିଲା । ଏହା ପୂର୍ବରୁ, ଇରାନ…

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri