ଖାରବେଳ ଭବନରେ ଖୋଲିବ ଏଜି ଅଫିସ

ଭୁବନେଶ୍ୱର,୩।୯(ବ୍ୟୁରୋ): ନିକଟରେ ଉଦ୍‌ଘାଟନ ହୋଇଥିବା ଖାରବେଳ ଭବନରେ ରାଜ୍ୟ ସରକାର ଆଡଭୋକେଟ ଜେନେରାଲ(ଏଜି)ଙ୍କ ଅଫିସ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ହାଇକୋର୍ଟ ଠାରୁ ଆରମ୍ଭ କରି ସୁପ୍ରିମକୋର୍ଟରେ ଥିବା ମାମଲାଗୁଡିକର ପରିଚାଳନା ପାଇଁ ଉତ୍ତମ ସମନ୍ବୟ ରକ୍ଷା କରାଯାଇ ପାରିବ ବୋଲି ସରକାର ଚିନ୍ତା କରୁଛନ୍ତି। ଏ ନେଇ ପ୍ରକ୍ରିୟା ଆରମ୍ଭ କରିବାକୁ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି। ଏଠାରେ ସୂଚନା ଯୋଗ୍ୟ ରାଜ୍ୟ ସରକାର ସଚିବାଳୟ ବିଲ୍ଡିଂରୁ କେତେକ ବିଭାଗକୁ ଖାରବେଳ ଭବନକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନେଇଛନ୍ତି।


All Right Reserved By Dharitri.Com

ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ବେଳେ ସିରିଜ ଦୁର୍ଘଟଣା: ପୋଲିସ ପହଞ୍ଚିବା ପୂର୍ବରୁ ଅପହରଣକାରୀ ଫେରାର; ୨ କାର୍‌, ବନ୍ଧୁକ ସହ ମାରଣାସ୍ତ୍ର ଜବତ

ଭୁବନେଶ୍ୱର,୮।୬(ବ୍ୟୁରୋ): ସ୍ଥାନୀୟ ନୟାପଲ୍ଲୀ ଥାନା ସିଆର୍‌ପି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟବସାୟୀଙ୍କୁ ଅପହରଣ ଉଦ୍ୟମ ପଣ୍ଡ ହୋଇଛି। କେତେଜଣ ଦୁର୍ବୃତ୍ତ ଦୁଇଟି...

ଟ୍ରକ୍‌ ଧକ୍କାରେ ରେଳ ଫାଟକ ଭାଙ୍ଗିଲା: ଅଟକିରହିଲା ଗାଡିମୋଟର

ନିରାକାରପୁର,୨୩ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନରେ ଥିବା ନିରାକାରପୁର ଲେଭଲ କ୍ରସିଂ ଫାଟକ ଏକ ଟ୍ରକ୍‌ ଧକ୍କାରେ ଭାଙ୍ଗିଯାଇଛି। ଶୁକ୍ରବାର ସନ୍ଧ୍ୟାରେ ରାମେଶ୍ୱରରୁ ନିରାକାରପୁର ଆସୁଥିବା...

୮ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜଧାନୀରେ ପୁଣି ଲଜ୍ଜା। ଖଣ୍ଡଗିରି ଥାନା ଆଇଗଣିଆ ଅଞ୍ଚଳରେ ଥିବା ଏକ ବସ୍ତିରେ ଜଣେ ୮ବର୍ଷର ଶିଶୁ କନ୍ୟାଙ୍କୁ ଗଣବଳାକତ୍ାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା...

୫ ଦିନ ପରେ ବାଜିବ ରେଭେନ୍‌ଶା ରେଡ଼ିଓ: କଟକ ଶୁଣୁଥିଲା, ଏବେ ଭୁବନେଶ୍ୱର ଶୁଣିବ

କଟକ ଅଫିସ,୩୦ା୬: ଆଉ ୫ ଦିନ ପରେ ବାଜିବ ରେଭେନ୍‌ଶା ରେଡିଓ। ୪ବର୍ଷ ଧରି ଖତ ହୋଇ ପଡ଼ିବା ପରେ ଏବେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୁନଃକାର୍ଯ୍ୟକ୍ଷମ...

ନୀତି ପ୍ରଶାସକଙ୍କୁ ଭକ୍ତ ନିବାସ କର୍ମଚାରୀ ସଂଘର ଦାବିପତ୍ର: ଶ୍ରମ ଆଇନକୁ ଉଲ୍ଲଂଘନ କରୁଛି ଠିକା ସଂସ୍ଥା

ପୁରୀ ଅଫିସ, ୧୨।୧୦: ବିଭିନ୍ନ ଦାବି ନେଇ ଶୁକ୍ରବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି ଶ୍ରୀମନ୍ଦିର ଭକ୍ତ ନିବାସ କର୍ମଚାରୀ ସଂଘ। ପରେ...

ଅଖିଳ ଭାରତ ଡାକ ଭାରୋତ୍ତୋଳନ; ଯୁବକମାନେ ସକାରାତ୍ମକ ବିଶ୍ୱାସ ଜାଗ୍ରତ କରନ୍ତୁ : ରାଜ୍ୟପାଳ

ବ୍ରହ୍ମପୁର ଅଫିସ,୩୦ା୯-ସକାରାତ୍ମକ ଆତ୍ମବିଶ୍ୱାସ ଅସଫଳ କାର୍ଯ୍ୟକୁ ମଧ୍ୟ ସଫଳତାରେ ପରିଣତ କରିଥାଏ ା ନିଜ ଭିତରେ ଥିବା ସକାରାତ୍ମକ ବିଶ୍ୱାସ ଜାଗ୍ରତ କରିବା ଆବଶ୍ୟକ। ଯୁବକଙ୍କ...

ଓୟୁଏଟିରେ ର଼୍ୟାଗିଂ ଅଭିଯୋଗ

ଭୁବନେଶ୍ୱର,୧ା୫ (ବ୍ୟୁରୋ)- ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ହଷ୍ଟେଲରେ ର଼୍ୟାଗିଂ। ସିନିୟରଙ୍କ ର଼୍ୟାଗିଂର ଶିକାର ହୋଇଛନ୍ତି ଯୁକ୍ତ୩ ଏଗ୍ରୀକଲଚର ବିଭାଗର ପ୍ରଥମ ବର୍ଷର ଛାତ୍ର।...

ଓମ୍‌ଫେଡ୍‌ ଗୋଖାଦ୍ୟ ଦୁର୍ନୀତି: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୪।୧: ଓମ୍‌ଫେଡ୍‌ ଗୋଖାଦ୍ୟ ଦୁର୍ନୀତିର ସିବିଆଇ ତଦନ୍ତ କରାଯିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୋଗକାରୀଙ୍କ ଅର୍ଜିକୁ ଏତଲା ଭାବେ ଗ୍ରହଣ କରି ତଦନ୍ତ...

Leave a comment

Your email address will not be published. Required fields are marked *