ଖାଲଖମା ରାସ୍ତା: ମରାମତି ଦାବି

ଚନ୍ଦ୍ରଗିରି,୩।୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ମାଣିକପୁର ଇନ୍ଦିରା ଆବାସ ହନୁମାନ ମନ୍ଦିର ସମ୍ମୁଖ ବୁଲାଣିଆ ରାଜରାସ୍ତା ବର୍ଷାରେ ଧୋଇହୋଇ ଖାଲଖମା ହୋଇଯାଇଛି। ଅନ୍ୟପଟେ ଉକ୍ତ ରାସ୍ତା ପାର୍ଶ୍ୱରେ ଡ୍ରେନେଜ୍‌ ବ୍ୟବସ୍ଥା ନ ଥିବାରୁ ପାଣି ଜମି ରହୁଥିବା ଅଭିଯୋଗ ହୋଇଛି। ଗଞ୍ଜାମ-ଗଜପତିକୁ ସଂଯୋଗ କରୁଥିବା ଏହି ମୁଖ୍ୟ ରାସ୍ତା ଉପରେ ଶହଶହ ଲୋକ ନିର୍ଭର କରୁଥିବା ବେଳେ ରାସ୍ତାର ଏଭଳି ପରିସ୍ଥିତି ଅନେକ ସମୟରେ ଦୁର୍ଘଟଣାର କାରଣ ପାଲଟୁଛି। ଉକ୍ତ ରାସ୍ତା ମରାମତି ସହ ଡ୍ରେନେଜ୍‌ ବ୍ୟବସ୍ଥା ପାଇଁ ସାଧାରଣରେ ଦାବି ହୋଇଛି।


All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ :ଦୁଇ ପୁଅ ସହ ବାପାଙ୍କ ଜୀବନ ଗଲା

ଖୋର୍ଦ୍ଧା ଅଫିସ,୨୮ା୮:କୋଲକାତା-ଚେନ୍ନାଇ୧୬ନଂ. ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧା ଛକ ନିକଟରେ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୧୦ଟାରେ ଏକ ଅଣ୍ଡା ବୋଝେଇ ଟ୍ରକ୍‌ ଧକ୍କାରେ ୩ଜଣ ବାଇକ୍‌...

ସରକାରୀ ପୋରଛାହନ୍‌ ଅଭାବ୍‌: ବୁଡ଼ବାର ଉପରେ ଲୋକ୍‌କଳା ସଂଚାର

  ଜାମଟିକ୍ରା, ୨୦।୮ (ଡି.ଏନ୍‌.ଏ.): ଭାରତୀୟ କଳା, ସଂସ୍କୃତି, ପରବ୍‌ ପରବାନୀ ବିଶ୍ୱରେ ଗୁଟେ ଅଲଗ୍‌ ପରିଚଏ ସୁରୁଷ୍‌ଟି କରିଛେ। ହେଲେ ଆଏଜ୍‌କାଲି ବିଦେଶୀ ସଂସ୍କୃତି...

ଦଲାଲ୍‌ଙ୍କ କବ୍‌ଜାରେ ଜିଲା ମୁଖ୍ୟ ଚିକିତ୍ସାଳୟ : ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ

ନୟାଗଡ଼ ଅଫିସ,୩୦ା୯: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। ଶନିବାର ରାତିରେ ଜଣେ ମହିଳା ପିଲା ଚୋରି...

ଚମ୍ପୁଆ ବିଧାୟିକାଙ୍କ ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ: ତାଲା ପଡ଼ିଥିବା ଦେଖି ବିରକ୍ତି ପ୍ରକାଶ

ଯୋଡ଼ା,୧୨।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ରବିବାର ଅପରାହ୍ନ ପ୍ରାୟ ୩ଟାରେ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ଅଚାନକ ଗସ୍ତ କରିଥିଲେ।...

ପଁଚେତ୍‌ରୁ ବ୍ଲକ ତକ୍‌ ଗୁହାରି କରି ନିରାଶ: ଆବାସ ଯୋଜନାରୁ ବଁଚିତ୍‌ ଟିକ ହରିଜନ

ଭବାନୀପାଟଣା/କଲମପୁର,୧୯।୬(ଡି.ଏନ.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ଅସାହାମାନକର ଲାଗି ଭିନେ ଭିନେ ଯୋଜନା ତିଆର କରି ଥଇଥାନ କରୁଛନ୍‌। ଇଥିରଲାଗି ସର୍ଭେ କରି...

ଦାଉ ସାଧ୍‌ଲା ବରଷା: ବାସହୀନ ହେଲେ ମା’ବାପ୍‌ ଛେଉଁଡ୍‌ କୁବେର

ଲାଠୋର, ୧୧ା୯ (ଡି.ଏନ୍‌.ଏ.): ଗଲା କେତେଦିନ ଧରି ହେଇଥିବାର ଲଘୁଚାପ ବରଷାରେ ବଲାଙ୍ଗୀର ଜିଲାରେ ବହୁତ୍‌ ଲୁକ୍‌କର କ୍ଷୟକ୍ଷତି ହେଇଛେ। ସେନ୍‌ତା ଜିଲାର ଖପ୍ରାଖୋଲ ବ୍ଲକ...

ଖମନଖୋଲରେ ମାଓବାଦୀ ପୋଷ୍ଟର

ବାଲିଗୁଡା,୨୦ା୧୦(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ବାଲିଗୁଡା ଥାନା ଖମନଖୋଲ ଛକ ଓ ଅନ୍ୟ କେତେକ ସ୍ଥାନରେ ଶନିବାର ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। ଏଥିରେ ପୋଲିସ ପ୍ରଶାସନ...

ରେଞ୍ଚ ମେଡିକାଲରେ ବ୍ୟାପକ ଅବ୍ୟବସ୍ଥା: ପ୍ରତିବାଦରେ ଅଞ୍ଚଳବାସୀଙ୍କ ଧାରଣା

ନିମାପଡ଼ା,୫।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ରେଞ୍ଚ ଡାକ୍ତରଖାନାରେ ବ୍ୟାପକ ଅବ୍ୟବସ୍ଥା ପ୍ରତିବାଦ ଓ ୮ ଦଫା ଦାବିରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଲୋକେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *