କୋରାପୁଟ ଜିଲାରେ ୬୪୭.୪ ମିମି ବର୍ଷା ରେକର୍ଡ: କୋଟପାଡ ବ୍ଲକରେ ସର୍ବାଧିକ ୧୩୫ ମିମି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲାରେ ମଙ୍ଗଳବାର ୬୪୭.୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ା ସେଥିମଧ୍ୟରୁ ଜିଲାର କୋଟପାଡ଼ ବ୍ଲକରେ ସର୍ବାଧିକ ୧୩୫ ମିମି ବର୍ଷା ହୋଇଥିବା ବେଳେ ସେମିଳିଗୁଡ଼ା ବ୍ଲକରେ ୭୫ ମିମି, ନନ୍ଦପୁର ବ୍ଲକରେ ୪୯.୪ ମିମି, ପଟ୍ଟାଙ୍ଗି ବ୍ଲକରେ ୩୨. ୨ମିମି, ନାରାୟଣପାଟଣା ବ୍ଲକରେ ୨.୬ ମିମି, କୋରାପୁଟ ବ୍ଲକରେ ୪୦.୪ ମିମି, ଲମତାପୁଟ ବ୍ଲକରେ ୫୮.୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ସହ ଦଶମନ୍ତପୁର ବ୍ଲକରେ ୫ ମିମି, ଲକ୍ଷ୍ମୀପୁର ବ୍ଲକରେ ୧ ମିମି, ଜୟପୁର ବ୍ଲକରେ ୮୯.୬ ମିମି, ବନ୍ଧୁଗାଁ ବ୍ଲକରେ ୩ ମିମି, କୁନ୍ଦ୍ରା ବ୍ଲକରେ ୪୪ ମିମି, ବୋରିଗୁମ୍ମା ବ୍ଲକରେ ୬୪ ମିମି ବର୍ଷା ହୋଇଛି।
ସେହିପରି ବୈପାରିଗୁଡା ବ୍ଲକରେ ୫୧ମିମି ବର୍ଷା ହୋଇଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି।  ଏହା ସହ ମଙ୍ଗଳବାର ତେଲେଙ୍ଗିରି ଡ୍ୟାମ୍‌ରେ ଜଳସ୍ତର ୬୨୫.୬୦ ମିଟର ରହିଥିବାବେଳେ ତା’ର ବିପଦ ସଙ୍କେତ ଜଳସ୍ତର ହେଉଛି ୬୩୩ ମିଟର, କୋଲାବ ଡ୍ୟାମ୍‌ରେ ମଙ୍ଗଳବାର ଜଳସ୍ତର ୮୫୪ ମିଟର ରହିଥିବାବେଳେ ଡ୍ୟାମ୍‌ର ବିପଦ ସଙ୍କୁଳ ଜଳସ୍ତର ୮୫୮ ମିଟର ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।


All Right Reserved By Dharitri.Com

ଦ୍ୱିତୀୟ ଦିନରେ ଘରୋଇ ବସ ମାଲିକ ସଂଘର ବନ୍ଦ ପାଳନ: ହନ୍ତସନ୍ତ ଯାତ୍ରୀ

ବ୍ରହ୍ମପୁର ଅଫିସ,୨୭।୧୧-ହଲାଦିଆପଦରରୁ ଘରୋଇବସ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ଗଞ୍ଜାମ ଜିଲା ଘରୋଇ ବସ ମାଲିକ ସଂଘର ବନ୍ଦ ଡାକରା ବୁଧବାର ଦିତୀୟ...

ଚିକିଟିକୁ ଲେଉଟିଲେ ହାତୀପଲ

ଚିକିଟି,୧୯ା୧(ଡି.ଏନ.ଏ.)-ଗଜପତି ଜିଲାର ଲଖାରି ଜଙ୍ଗଲ ଛାଡି ଏଣେତେଣେ ବୁଲୁଥିବା ଏକ ହାତୀପଲ ପୁଣି ଏବେ ଚିକିଟି ଅଞ୍ଚଳକୁ ଫେରିଛନ୍ତି। ଶନିବାର ବିଳମି୍ବତ ରାତିରେ ଗୋବିନ୍ଦନଗର ଗ୍ରାମର...

କଂଗ୍ରେସ ଛାଡ଼ିଲେ ଡାକ୍ତର ଅଶ୍ୱିନୀ ପୂଜାହାରୀ

ଭୁବନେଶ୍ୱର, ସମ୍ବଲପୁର,୧।୭(ବ୍ୟୁରୋ):୨୦୧୯ ସାଧାରଣ ନିର୍ବାଚନରେ ସମ୍ବଲପୁର ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଡା. ଅଶ୍ୱିନୀ ପୂଜାହାରୀ ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି...

ଜଳ ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ: ଆଣ୍ଠୁଏ ପାଣିରେ ଯାତାୟାତ କରୁଛନ୍ତି ଛାତ୍ରୀଛାତ୍ର, ଶିକ୍ଷାବିତ୍‌

ନିରାକାରପୁର,୧୦ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ସରକାରୀ ଏକାଡେମୀ(ଉଚ୍ଚ ବିଦ୍ୟାଳୟ) ଏବେ ଜଳ ଘେର ମଧ୍ୟରେ ରହିଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ସୃଷ୍ଟିହୋଇଛି। ସୂଚନାଯୋଗ୍ୟ,...

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ

ମାଲକାନଗିରି,୧୭।୨(ଡି.ଏନ୍‌.ଏ): ମାଲକାନଗିରି ଜିଲା ଆଦର୍ଶ ଥାନା ଅନ୍ତର୍ଗତ ନୂଆଗୁଡ଼ା ଗ୍ରାମରେ ଜଣେ ବୃଦ୍ଧଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଉକ୍ତ ଗ୍ରାମର...

ବାତ୍ୟା କ୍ଷୟକ୍ଷତି ସମୀକ୍ଷା କଲେ ବିଧାୟକ

ଭୋଗରାଇ, ୧୧ା୧୧(ଡି.ଏନ.ଏ.)-ସାମୁଦ୍ରିକ ଝଡ଼ ‘ବୁଲବୁଲ ଶୁକ୍ରବାରଠାରୁ ଶନିବାର ରାତି ପର୍ଯ୍ୟନ୍ତ ବାଲେଶ୍ୱର ଉପକୂଳବାସୀଙ୍କ ଆଖିରୁ ନିଦ ଉଡ଼ାଇ ଦେଇଥିଲା। ଶନିବାର ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ପବନର...

କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ଦାବି: ମଧୁବାବୁଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା

ଭବାନୀପାଟଣା,୨୩।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଓକିଲ ସଂଘ ପକ୍ଷରୁ ପ୍ରତିମାସର ଶେଷ ସୋମବାର ସମସ୍ତ କୋର୍ଟ ବର୍ଜନ କରାଯିବା ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ...

ଡମ୍ପର ଧକ୍କାରେ ଜଣେ ମୃତ, ଜଣେ ଗୁରୁତର : ପ୍ରତିବାଦରେ ରାସ୍ତାରୋକୋ

ସିମୁଳିଆ,୨୮।୧(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ସିମୁଳିଆ ଥାନାଠାରୁ ୪କି.ମି. ଦୂର ୧୬ନଂ. ଜାତୀୟ ରାଜପଥର ତୁଳସୀ ଆଶ୍ରମ ନିକଟରେ ମଙ୍ଗଳବାର ଡମ୍ପର ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଥିବା...

Leave a comment

Your email address will not be published. Required fields are marked *