ଛାବିରି ନଦୀରେ ଭାସିଯାଇ ବ୍ୟକ୍ତି ନିଖୋଜ : ଉଦ୍ଧାର କାର୍ଯ୍ୟ ଜାରି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକର ଡମ୍ବତୁରୁଜିଂ ଗ୍ରାମର ଚିନ୍ତାମଣି ମୁଦୁଲି (୪୫) ସୋମବାର ରାତିରେ ଛାବେରି ନଦୀରେ ଭାସିଯାଇଥିଲେ । ଏ ନେଇ ଖବର ପାଇ ଜିଲା ଜରୁରୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ନିଦ୍ଦେର୍ଶ କ୍ରମେ ବିସିଂପୁର ପୋଲିସ ଓ ବୋରିଗୁମ୍ମା ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଖୋଜା ଖୋଜି କରିଥିଲେ ମଧ୍ୟ ତାଙ୍କର ପତ୍ତା ମିଳି ନ ଥିଲା । ତେବେ ମଙ୍ଗଳବାର କୋରାପୁଟ ଓଡ୍ରାଫ ପକ୍ଷରୁ ନିଖୋଜ ଚିନ୍ତାମଣିଙ୍କ ଉଦ୍ଧାର କାର୍ଯ୍ୟ ଚାଲିଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି।


All Right Reserved By

ଗ୍ରାହକ ସେବା କେନ୍ଦ୍ରରେ ଟଙ୍କା ଆତ୍ମସାତ୍‌ ଘଟଣା:ସିଏସ୍‌ପି ମୁଖ୍ୟ ଗିରଫ

ନୂଆପଡା ଅଫିସ,୧୭ା୮ ଏସ୍‌ବିଆଇର ଗ୍ରାହକ ସେବା କେନ୍ଦ୍ରରେ ଚଞ୍ଚକତା କରି କୋଟି କୋଟି ଟଙ୍କା ଆତ୍ମସାତ କରାଯାଉଛି ା ଗ୍ରାହକଙ୍କ ଏପରି ଅଭିଯୋଗ ପରେ ଜଣେ...

୧୯ ଝନ୍‌ ଭୂମିହୀନ ପାଏଲେ ଘରଡ଼ିହ ପଟ୍ଟା

ବିନିକା, ୧୧।୭(ଡି.ଏନ୍‌.ଏ):  ସୁବର୍ଣ୍ଣପୁର ଜିଲା ବିନିକା ତହସିଲ ଅଧୀନ ୧୯ ଝନ୍‌ ଭୂମିହୀନ ହିତାଧିକାରୀକୁଁ ବସୁନ୍ଧରା ଯୋଜନାରେ ବୁଧୁବାର ଘରଡ଼ିହ ପଟ୍ଟା ଦିଆଯାଇଛେ। ଇ କାଯ୍‌କରମରେ...

ପାହାଡ଼ରେ ସିଡ୍‌ବଲ୍‌ ମାଧ୍ୟମରେ ହେବ ମଞ୍ଜି ରୋପଣ

ବ୍ରହ୍ମପୁର ଅଫିସ,୧୦ା୭-ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଗଞ୍ଜାମ ଜିଲା। କିନ୍ତୁ ଏବେ ଏହାର ସୌନ୍ଦର୍ଯ୍ୟ କ୍ରମଶଃ ହ୍ରାସ ପାଇବାକୁ ବସିଲାଣି। ପଥର, ମାଟି ସଂଗ୍ରହ ସମେତ ଅନ୍ୟାନ୍ୟ...

ପରଶାନକେ ଦୁଖିନୀ ମା’ର ଆକୁଲ ନିବେଦନ:ରାଜ୍‌ର ଉଚ ଚିକିତ୍ସାରେ ଟଁକା ବାଧକ୍‌

କଲମପୁର,୧୯।୭ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ମଣ୍ଡଳ ପଁଚେତ୍‌ ଅଧୀନ ଭାଟିଗଁାର ନିସାହା ବିଧବା ମରୁଆ ଝାଙ୍କର(୪୬)କଁର ସାନ ପୁଓ ରାଜ ଝାଙ୍କର(୬)। କେହେନ୍‌ସି...

ରାଶନ କାର୍ଡରେ ଆଧାର ସଂଯୋଗ : ବାଦ୍‌ ପଡ଼ିପାରନ୍ତି ୪୫ ହଜାର ହିତାଧିକାରୀ

ନୟାଗଡ଼ ଅଫିସ,୧୮।୯ : ନୟାଗଡ଼ ଜିଲାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍‌ (ଏନ୍‌ଏଫ୍‌ଏସ୍‌ଏ) ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫ୍‌ଏସ୍‌ଏସ୍‌)ରେ ରାଶନ ସାମଗ୍ରୀ ନେଉଥିବା...

କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗର ଚଢ଼ାଉ

ବାଲେଶ୍ୱର ଅଫିସ,୧।୬: ବାଲେଶ୍ୱର ସହରରେ ଥିବା ବିଭିନ୍ନ କୋଚିଂ ସେଣ୍ଟରରେ ଶନିବାର ପୂର୍ବାହ୍ନରେ ଫାୟାର ସେଫ୍ଟି ଯାଞ୍ଚ ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।...

ନାଳପାଣି ପିଉଛନ୍ତି ଲୋକେ : ପ୍ରଶାସନର ଦୃଷ୍ଟି ପଡ଼ିବ କେବେ?

କୋଳିମାଟି,୨୫ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନସ୍ଥ ବୁଢ଼ୀକୁଦ ପଞ୍ଚାୟତ ସିଙ୍ଗନାଳୀ ଝୁମକା ସାହିର ଲୋକମାନେ ନାଳରୁ ପାଣି ପିଉଥିବା ଦେଖିବାକୁ ମିଳିଛି। ଏଠାରେ ଆଦିବାସୀ...

ସେବା ସମବାୟ ସମିତିରେ ଅଚଳାବସ୍ଥା

ଖଇରା, ୨।୭(ଡି.ଏନ.ଏ.)-ଭଦ୍ରକ ଏଆରସିଏସ୍‌୍‌ (ଆସିଷ୍ଟାଣ୍ଟ ରେଜିଷ୍ଟର କୋ-ଅପରେଟିଭ ସୋସାଇଟି) ଅଧୀନରେ ଥିବା ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ମାଣିତ୍ରୀ ସେବା ସମବାୟ ସମିତିରେ ଅଚଳାବସ୍ଥା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *