ବୌଦ୍ଧ ଇଷ୍ଟଦେବୀ ମା’ ଭୈରବୀଙ୍କ ପୀଠରେ ନବାନ୍ନ ଲାଗି

ବୌଦ୍ଧ,୩।୯(ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାର ଭାଇଚାରାର ପର୍ବ ତଥା କୃଷିଭିତ୍ତିକ ପର୍ବ ନୂଆଁଖାଇ ପାଇଁ ଚଳଚଞ୍ଚଳ ହୋଇଉଠିଛି ବୌଦ୍ଧ ସହର। ମଙ୍ଗଳବାର ସକାଳ ୯ଟା ସମୟରେ ବିରାଟ ପଟୁଆର ସହ ମହାନଦୀରୁ ଜଳ ଆସିଥିଲା। ନବାନ୍ନ ଭୋଗ ପ୍ରସ୍ତୁତି ପରେ ଦିନ ୧୦ଟା ସମୟରେ ମା’ ଭୈରବୀଙ୍କଠାରେ ନବାନ୍ନ ଲାଗି ହେଇଛି। ମନ୍ଦିର ପୂଜା ନୀତି ଅନୁଯାୟୀ ମା’ଙ୍କଠାରେ ଭୋଗ ଲାଗିବା ପରେ ମନ୍ଦିର ପରିସରରେ ଲୋକମାନେ ଏକାଠି ମିଶି ନୂଆଁ ଖାଇଛନ୍ତି। ତେବେ ଏଥି ସହିତ ସନ୍ଧ୍ୟାରେ ନୂଆଁ ଖାଇ ଭେଟ୍‌ଘାଟ କାର୍ଯ୍ୟକ୍ରମ ରହିଛି।


All Right Reserved By

ବର୍ଷେ ପରେ ପ୍ରକାଶ ପାଇଲା ବିବିଏଲଏଲବି ପରୀକ୍ଷା ଫଳ

ବ୍ରହ୍ମପୁର ଅଫିସ,୨୭ା୬-ପ୍ରତିଶ୍ରୁତି ରଖିଲେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ା ଗତ ସୋମବାର ଗଞ୍ଜାମ ଆଇନ ମହାବିଦ୍ୟାଳୟର ବିବିଏଲଏଲବି ଛାତ୍ରୀଛାତ୍ର ବିଶ୍ୱବିଦ୍ୟାଳୟ ଘେରାଉ ବେଳେ ଦେଇଥିବା...

ଗୋଡ଼ଭଗାରେ ଏଟିଏମ୍‌ ଲୁଟ୍‌ ଉଦ୍ୟମ ବିଫଳ

ଅତାବିରା,୩।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଏଟିଏମ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌  ଭାଙ୍ଗିବାରେ ସଫଳ...

ବର୍ଜ୍ୟବସ୍ତୁ ସଂଗ୍ରହ କରିବ ଭ୍ରାମ୍ୟମାଣ ଭ୍ୟାନ୍‌

ଭଦ୍ରକ ଅଫିସ, ୨୨।୭ – ଭଦ୍ରକ ପୌରାଞ୍ଚଳ ଅନ୍ତର୍ଗତ ସମସ୍ତ ୱାର୍ଡରୁ ଏଣିକି ଦୁଇଟି ଭ୍ରାମ୍ୟମାଣ ଭ୍ୟାନ୍‌ ବର୍ଜ୍ୟବସ୍ତୁ ସଂଗ୍ରହ କରିବ। ଏଥିପାଇଁ ସୋମବାର ପୌରପାଳିକା...

ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ଆଇଏଏସ୍‌ ଅଫିସର ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ନୂୂଆ ଦାୟିତ୍ୱ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ସୋମବାର ନୂଆ ଦାୟିତ୍ୱ...

ଡାକ୍ତର ହେବ ତ ଏମିତି: ରାସ୍ତାରେ ଛଟପଟ ହେଉଥିବା ରୋଗୀଙ୍କୁ ନେଲେ ଡାକ୍ତରଖାନା, ଛୁଟୁଛି ପ୍ରଶଂସାର ସୁଅ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଡାକ୍ତର ଭଗବାନଙ୍କ ସମତୂଲ୍ୟ ବୋଲି କୁହାଯାଏ। ତେବେ ଅନେକ ସମୟରେ ଡାକ୍ତରଙ୍କ ଅବହେଳା କାରଣରୁ ରୋଗୀର ଜୀବନ ମଧ୍ୟ ଚାଲିଯାଏ। ହେଲେ ଏହାର ଏକ...

ଚାକିରି କରାଇଦେବାକୁ କହି ୮୪ ଲକ୍ଷ ଠକେଇ

ଭଦ୍ରକ ଅଫିସ, ୨୫।୭ – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବଂଶୀପାଟଣାସ୍ଥିତ ଏକ ସଂସ୍କୃତ ମହାବିଦ୍ୟାଳୟରେ ନିଯୁକ୍ତି କରାଇଦେବା ନାଁରେ ୮୪ ଲକ୍ଷ ଟଙ୍କା ଠକେଇ...

ବିଭିନ୍ନ ସମସ୍ୟାରେ ଚମ୍ପୁଆ ଉପଡାକଘର : ବଢ଼ୁଛି ଅସନ୍ତୋଷ

ଚମ୍ପୁଆ, ୧୬ା୬(ଡି.ଏନ୍‌.ଏ.)- ଚମ୍ପୁଆ ସଦର ମହକୁମାରେ ଥିବା ଉପଡାକଘରେ ଦୀର୍ଘଦିନ ଧରି ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ନୂତନ ପାସ୍‌ବହି ଖୋଲା ନ ଯାଇ ପଡିରହିଥିବା ଦେଖିବାକୁ...

ବେଉସା ପରିବା ବିକ୍ରି, ନିଶା ପାଲା ଗାୟକ

କେନ୍ଦୁଝର, ୩୦ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ)-ପାଲା ଗାୟକ ଭାବେ ସ୍ଥାନୀୟ ଗମ୍ଭାରିଆ ଗ୍ରାମର ଉମାକାନ୍ତ ପାତ୍ର ବେଶ୍‌ ପରିଚିତ। ପାଲା ହେଉଛି ତାଙ୍କର କଳା, କିନ୍ତୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *