Posted inଜାତୀୟ

ବିଚାର ବିଭାଗୀୟ ହାଜତରେ କମଲନାଥଙ୍କ ଭଣଜା

ନୂଆଦିଲ୍ଲୀ,୩।୯: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ତଥା ବ୍ୟବସାୟୀ ରତୁଲ ପୁରୀଙ୍କୁ ଦିଲ୍ଲୀର ଏକ କୋର୍ଟ ସେପ୍ଟେମ୍ବର ୧୭ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଦେଇଛନ୍ତି। ବ୍ୟାଙ୍କ ଋଣ ଜାଲିଆତିରେ ସଂପୃକ୍ତ ଓ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ତାଙ୍କ ମାମଲାର ଯାଞ୍ଚ କରୁଛି। ଏନେଇ ଅଗଷ୍ଟ ୨୦ରେ ଇଡି ପକ୍ଷରୁ ଗିରଫ କରାଯାଇଥିଲା।


All Right Reserved By Dharitri.Com

୬୦ ବର୍ଷ ବୟସରେ ବିବାହ କଲେ କଂଗ୍ରେସ ନେତା ମୁକୁଲ

ନୂଆଦିଲ୍ଲୀ,୯।୩: ରାଜସ୍ଥାନର କଂଗ୍ରେସ ମହାସଚିବ ମୁକୁଲ ଓ୍ବାସନିକ ୬୦ ବର୍ଷ ବୟସରେ ବିବାହ କରି ଆସିଛନ୍ତି ଚର୍ଚ୍ଚାକୁ। ବିଶେଷ ସୂତ୍ରରୁ ମିଳିଥିବା ଏକ ସୂଚନା ଅନୁଯାୟୀ...

ଭାରତୀୟ ରାଜନୀତିରେ ଅଟଳ-ଆଡଭାନୀଙ୍କ ପରେ ମୋଦି-ଶାହଙ୍କ ଯୋଡିକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୫: ବିଶିଷ୍ଟ ବ୍ୟକ୍ତିତ୍ୱର ଅଧିକାରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀ ଓ ତାଙ୍କ ସହଯୋଗୀ ଲାଲକୃଷ୍ଣ ଆଡଭାନୀଙ୍କ ଯୋଡି ପରେ ଏବେ ଆଉ ଏକ ଯୋଡି...

ମହଙ୍ଗା ପଡ଼ିଲା ଚଳନ୍ତା କାର୍‌ରେ ଷ୍ଟଣ୍ଟ କରିବା

ମୁମ୍ବାଇ,୧୦।୬: ଖାର୍‌ ପୋଲିସ ଷ୍ଟେଶନ ଅନ୍ତର୍ଗତ କାର୍ଟର ରୋଡରେ ରାତିରେ ଚଳନ୍ତା କାର୍‌ରେ ଷ୍ଟଣ୍ଟ କରିବା ୩ ଜଣ ଯୁବକଙ୍କୁ ମହଙ୍ଗା ପଡିଛି। ଚଳନ୍ତା କାର୍‌ର...

ହସ୍ପିଟାଲରେ କମଲ ନାଥ

ଭୋପାଳ,୨୨।୬: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଶନିବାର ସକାଳେ ହମିଦିଆ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଙ୍ଗୁଳିରେ ଯନ୍ତ୍ରଣା ଅନୁଭବ କରିବାକୁ ତାଙ୍କୁ ହସ୍ପିଟାଲ ଯିବାକୁ...

ଉତ୍ତରପ୍ରଦେଶରେ ଆସନ୍ତା ୫୦ ବର୍ଷ ଧରି ଆସିବ ଭାଜପା ସରକାର: କେଶବ ପ୍ରସାଦ ମୌର୍ଯ୍ୟ

ଲକ୍ଷ୍ନୌ,୮।୧୦: ଉତ୍ତରପ୍ରଦେଶରେ ଆସନ୍ତା ୫୦ ବର୍ଷ ପର୍ଯ୍ୟନ୍ତ ଭାଜପା ସରକାର ଆସିବ ବୋଲି ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ କହିଛନ୍ତି। ପୂର୍ବରୁ ଅଖିଳେଶ ଯାଦବ...

ମନକୁ ହାଲକା କରେ ଏହି ଥେରାପି…

ସୁଗନ୍ଧର ପ୍ରଭାବ ସିଧାସଳଖ ମସ୍ତିଷ୍କ ଉପରେ ପଡ଼ିଥାଏ। ଏହାଦ୍ୱାରା ବହୁ ଉପକାର ହୋଇଥାଏ। ଏହି ପଦ୍ଧତିକୁ ଏରୋମା ଥେରାପି କୁହାଯାଏ। ଏହା ମାନସିକ ଅବସାଦ ଦୂର...

ପିଞ୍ଜରାରେ ବନ୍ଦ ଥିବା ୧୩ ଶୁଆଙ୍କୁ ଧରି କୋର୍ଟରେ ପହଞ୍ଚିଲା ପୋଲିସ

ନୂଆଦିଲ୍ଲୀ,୧୭।୧୦: ନୂଆଦିଲ୍ଲୀର ପଟିଆଲା ହାଉସ କୋର୍ଟରେ ବୁଧୁବାର ଏକ ଅଜବ ଘଟଣା ଦେଖିବାକୁ ମିଳିଥିଲା। ପିଞ୍ଜରାରେ ବନ୍ଦ ଥିବା ୧୩ ଶୁଆଙ୍କୁ ଧରି କୋର୍ଟରେ ପହଞ୍ଚିଥିଲା...

କଂଗ୍ରେସ ସହ ମେଣ୍ଟକୁ ନେଇ ପ୍ରତିକ୍ରିୟା ରଖିଲେ କୁମାରସ୍ବାମୀ: କହିଲେ, ‘ପ୍ରତିଟି ମୁହୂର୍ତ୍ତ ଯନ୍ତ୍ରଣାରେ ବିତୁଛି’

ବେଙ୍ଗାଲୁର,୧୯।୬: କର୍ନାଟକରେ କଂଗ୍ରେସ ଓ ଜେଡିଏସ୍‌ ମଧ୍ୟରେ ଲାଗି ରହିଥିବା ବିବାଦ ବୁଧବାର ପୁଣି ଥରେ ସାମ୍ନାକୁ ଆସିଛି। ଏହାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଚ୍‌.ଡି....

Leave a comment

Your email address will not be published. Required fields are marked *