୭୬ ତମ ସ୍ବାଧୀନତା ଦିବସ, ରାଜଘାଟରେ ମହାତ୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮ : ଦେଶର ୭୬ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମାବାର ରାଜଘାଟେରେ ମହାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ଲାଲ୍‌ କିଲ୍ଲା ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି।

ସ୍ବାଧୀନତାର ଏହି ଅମୃତ ମହୋତ୍ସବରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତ୍ରିରଙ୍ଗା ରଙ୍ଗରେ ଦେଖିବାକୁ ମିଳିଛି। ସେ ଏକ ତ୍ରିରଙ୍ଗା ପଗଡି ପିନ୍ଧିଛନ୍ତି। ତାଙ୍କ ପଗଡିରେ ଗୈରିକ, ଧଳା ଏବଂ ସବୁଜ ରଙ୍ଗର ତିନୋଟି ରଙ୍ଗ ରହିଛି। ରାଜ ଘାଟ ପରେ ପ୍ରଧାନମନ୍ତ୍ରୀ ଲାଲ୍‌ କିଲ୍ଲାରେ ପହଞ୍ଚିଥିଲେ। ଏଠାରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା।

ଗତ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଗୈରିକ ପୋଷାକରେ ଦେଖିବାକୁ ମିଳିଥିଲା। ଏହାପୂର୍ବରୁ ସେ ଏହି ବିଶେଷ ଉତ୍ସବରେ ହଳଦିଆ, ଗୋଲାପୀ ଏବଂ ସୁନା ରଙ୍ଗର ପୋଷାକ ପିନ୍ଧିଥିଲେ। ପ୍ରଧାନମନ୍ତ୍ରୀ ପ୍ରତି ସ୍ବାଧୀନତା ଦିବସରେ ସେ ଏକ ସ୍ବତନ୍ତ୍ର ପ୍ରକାରର ପୋଷାକ ପିନ୍ଧିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri