Advertisement
Posted inରାଜ୍ୟ

ସୁସ୍ଥ ହେଲେ ୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୨: ଓଡ଼ିଶାରୁ ବୁଧବାର ୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟ ଏପର୍ଯ୍ୟନ୍ତ ସୁସ୍ଥ ହୋଇଥିବା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୨୪୩ରେ ପହଞ୍ଚିଛି। ବରଗଡ଼ରୁ ସର୍ବାଧିକ ୧୪, ଖୋର୍ଦ୍ଧାରୁ ୯, ମୟୁରଭଞ୍ଜରୁ ୭, ନୂଆପଡ଼ା ଓ ସମ୍ବୁଲପୁରରୁ ୬, ବାଲେଶ୍ୱର, ବଲାଙ୍ଗୀର, ଯାଜପୁର ଓ ସୁନ୍ଦରଗଡ଼ରୁ ୫, ଝାରୁସୁଗୁଡ଼ା ଓ ପୁରୀରୁ ୩, ଢେଙ୍କାନାଳ ଓ ସୋନପୁରରୁ ୨, ଅନୁଗୁଳ, କଟକ, କଳାହାଣ୍ଡି, ନୟାଗଡ଼ ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ-ପ୍ରଶାସନ ଯାଞ୍ଚ ଢିଲା: ୪ ଦିନିଆ ସଟ୍‌ଡାଉନ୍‌ ପରେ ବ୍ରହ୍ମପୁରରେ ଅସମ୍ଭାଳ ଭିଡ

ବ୍ରହ୍ମପୁର ଅଫିସ , ୧।୭ – ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ସେହିପରି...

ବିନା ହେଲ୍‌ମେଟ୍‌ରେ ବାଇକ୍‌ ରାଲି ଘଟଣା: ନୋଟିସ ପୂର୍ବରୁ ଦେଲେ ଜରିମାନା ୪୦ ବିଜେଡି କର୍ମୀ

ଭୁବନେଶ୍ୱର, ୭।୧(ବ୍ୟୁରୋ):ବିନା ହେଲ୍‌ମେଟ୍‌ରେ ରାଜଧାନୀରେ ବାଇକ୍‌ ରାଲି କରିଥିବା ଆଉ ୪୦ଜଣ ବିଜେଡି କର୍ମୀ ଜରିମାନା ଦେଇଛନ୍ତି। ସୋମବାର ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ...

ବିଜେଡି-ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ପଦ୍ମପୁର,୧୯।୧୧(ଡି.ଏନ.ଏ.): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ...

ସନ୍ଦେହ ବଢ଼ାଉଛି ବେହିସାବ ଖର୍ଚ୍ଚ

ଯାଜପୁର ଅଫିସ,୨୮ା୧୦: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବନ୍ୟା, ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ବାବଦ ପୁନରୁଦ୍ଧାର ଓ ଥଇଥାନ ରାଶିର ହିସାବ ତଥା ବିନିଯୋଗ...

ହିଙ୍ଗୁଳା ଲୋକ ମହୋତ୍ସବର ୨ୟ ସନ୍ଧ୍ୟା : କଳାକାରଙ୍କ ନୃତ୍ୟରେ ଝୁମିଲେ ଦର୍ଶକ

ତାଳଚେର, ୨୧ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଶନିବାର ଥିଲା ୨ୟ ସା। ହିଙ୍ଗୁଳା କ୍ଷେତ୍ର ମହାପ୍ରବନ୍ଧକ ପି.ବି....

ଗ୍ୟାସ୍‌ ପାଇପ୍‌ ବିଛା କାମରେ ବ୍ୟାସନଗର ସହର ଖିନ୍‌ଭିନ୍‌

ଯାଜପୁର ରୋଡ,୧୮ା୮(ଡି.ଏନ.ଏ.): ବ୍ୟାସନଗରରେ ସହରରେ ଭାରତ ଗ୍ୟାସ ପକ୍ଷରୁ ପାଇପ ପିଛା କାର୍ଯ୍ୟରେ ନିୟୋଜିତ ଠିକାସଂସ୍ଥାକୁ କଳା ତାଲିକାଭୁକ୍ତ କରିବାକୁ ପ୍ରଶାସନିକ ଚେତାବନୀ ଦିଆଯାଇଛି। କଳିଙ୍ଗନଗର...

ଆଜିଠୁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧।୧୧: ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ। ପର୍ଯ୍ୟଟକମାନେ ଆଜି ସକାଳ ୬ଟାରୁ ସକାଳ ୯ଟା ମଧ୍ୟରେ ବାରିପଦା ପଟୁ ପିଠାବଟା ଗେଟ୍‌ ଏବଂ...

ରାଜ୍ୟରେ ଖୋଲିପାରେ ମନ୍ଦିର, ସରକାରଙ୍କ ତତ୍ପରତା ପ୍ରକାଶ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ ମନ୍ଦିର ଖୋଲିବା ପାଇଁ ବ୍ୟବସ୍ଥା କରିବାକୁ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଆସନ୍ତା ୧୦ ଦିନ ଭିତରେ ରିପୋର୍ଟ...

Advertisement
Archives

Model This Week