Posted inରାଜ୍ୟ

ସୁସ୍ଥ ହେଲେ ୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୩।୨ : ଓଡ଼ିଶାରେ ମଙ୍ଗଳବାର ୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କୋଭିଡ୍‌-୧୯ରେ ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ୩,୩୪,୨୪୩ରେ ପହଞ୍ଚିଛି। ବରଗଡ଼ରୁ ୧୪, ଖୋର୍ଦ୍ଧରୁ ୯, ମୟୁରଭଞ୍ଜରୁ ୭, ସମ୍ବଲପୁର ଓ ନୂଆପଡ଼ାରୁ ୬, ବାଲେଶ୍ୱର, ବଲାଙ୍ଗୀର, ଯାଜପୁର ଓ ସୁନ୍ଦରଗଡ଼ରୁ ୫, ଝାରୁସୁଗୁଡ଼ା ଓ ପୁରୀରୁ ୩, ଢେଙ୍କାନାଳ ଓ ସୋନପୁରରୁ ୨, ଅନୁଗୁଳ, କଟକ, କଳାହାଣ୍ଡି, ନୟାଗଡ଼ ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?