Posted inରାଜ୍ୟ

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୨ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୭ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ୍‌ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୪୫୪କୁ ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୬୦୬ ଆକ୍ଟିଭ୍‌ କେସ୍‌ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା…

ଏଲନ ମସ୍କଙ୍କୁ ଶକ୍ତ ଝଟକା: ହାତରୁ ଗଲା…

ନ୍ୟୁୟର୍କ,୨୫।୬: ଦୁନିଆର ପ୍ରଥମ ଟ୍ରିଲିୟନେୟାର (Trillionaire) ଭାବେ ଏଲନ ମସ୍କଙ୍କ ସଂକ୍ଷିପ୍ତ ସମୟ ଶେଷ ହୋଇଯାଇଛି। ସ୍ପେସଏକ୍ସ (SpaceX – SPCX) ଏବଂ ଟେସଲା (Tesla –…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ…

ପିଲାଙ୍କୁ ମିଳିବ ସ୍କୁଲ ବ୍ୟାଗ୍‌, ଏହି ଶ୍ରେଣୀରୁ…

ଭୁବନେଶ୍ୱର,୨୫ା୬: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍‌। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍‌ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri