ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୭ ଆକ୍ରାନ୍ତ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୭୭ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୪୬ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୧ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୦ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ୍‌ ଥିବା ନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୧୩,୩୫,୨୩୦କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୩,୨୫,୩୮୧ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ୫୯୭ ଆକ୍ଟିଭ୍‌ କେସ୍‌ ରହିଛି।

ଦେଖନ୍ତୁ କେଉଁ ଜିଲାରୁ କେତେ?


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି ଅମରନାଥ ଯାତ୍ରୀଙ୍କୁ ଲେଖିଲେ ଚିଠି, ୫ ପ୍ରତିଜ୍ଞା ନେବାକୁ କଲେ ଅନୁରୋଧ

ନୂଆଦିଲ୍ଲୀ,୩।୭: ଶୁକ୍ରବାର ଅମରନାଥ ଯାତ୍ରା ଆରମ୍ଭ ହୋଇଛି। ପ୍ରଥମ ଦଳରେ ଶହ ଶହ ତୀର୍ଥଯାତ୍ରୀ ‘ବାବା ବର୍ଫାନୀ’ଙ୍କ ଆଶୀର୍ବାଦ ନେବାକୁ ବାହାରିଛନ୍ତି। ଏହି ଅବସରରେ, ପ୍ରଧାନମନ୍ତ୍ରୀ ମୋଦି…

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ନିବେଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: କେବଳ ସୁଧରେ ହିଁ ହୋଇଯାଏ ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ନୂଆଦିଲ୍ଲୀ,୩।୭: ସୁରକ୍ଷିତ ଭବିଷ୍ୟତ ପାଇଁ ସଠିକ ସମୟରେ ସଠିକ ସ୍ଥାନରେ ଟଙ୍କା ନିବେଶ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ନିଶ୍ଚିତ କରେ ଯେ, ଆପଣଙ୍କୁ ଆର୍ଥିକ ଜରୁରୀକାଳୀନ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri