ୟୁକ୍ରେନ୍‌ରୁ ଫେରିଲେ ଆଉ ୭୭ ଓଡ଼ିଆ ଛାତ୍ରୀଛାତ୍ର

ଭୁବନେଶ୍ୱର,୭।୩(ବ୍ୟୁରୋ): ୟୁକ୍ରେନ୍‌ରୁ ଆଉ ୭୭ ଜଣ ଓଡ଼ିଆ ଛାତ୍ରୀଛାତ୍ର ସୋମବାର ଫେରିଛନ୍ତି । ଦିଲ୍ଲୀରୁ ସ୍ବତନ୍ତ୍ର ଏୟାର ଏସିଆ ବିମାନ ଯୋଗେ ଛାତ୍ରୀଛାତ୍ରମାନେ ଆସି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ପହଞ୍ଚିଛନ୍ତି । ଭାରତ ସରକାରଙ୍କ ଅପରେସନ ଗଙ୍ଗା ଦ୍ୱାରା ସେମାନେ ସୁରକ୍ଷିତ ଭାବେ ୟୁକ୍ରେନ୍‌ରୁ ଭାରତ ଫେରୁଛନ୍ତି। ବର୍ତ୍ତମାନ ସୁଦ୍ଧା ୨୭୭ ଜଣ ଛାତ୍ରଛାତ୍ରୀ ୟୁକ୍ରେନରୁ ଓଡ଼ିଶାକୁ ଫେରିଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

୨ୟ କରୋନା ରୋଗୀ ଏମ୍‌ସର କିଛି କର୍ମଚାରୀଙ୍କ ସଂସ୍ପର୍ଶରେ ଆସିବା ପ୍ରସଙ୍ଗ: ପ୍ରଭାବିତ ବ୍ୟକ୍ତି ପର୍ଯ୍ୟବେକ୍ଷଣରେ ଥିବା କହିଲେ ବାଗ୍‌ଚୀ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ୨ୟ କରୋନା ରୋଗୀ ଏମ୍‌ସର କିଛି ଷ୍ଟ୍ରାଫ୍‌ଙ୍କ ସଂସ୍ପର୍ଶରେ ଆସିଥିବା ନେଇ ଚର୍ଚ୍ଚା ହେଉଛି। ଏ ନେଇ ଶୁକ୍ରବାର ଗୀତଗୋବିନ୍ଦ ସଦନରେ...

କରୋନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ସମୁଦାୟ ମୃତ୍ୟୁ ସଂଖ୍ୟା ୮୦୪୦ରେ ପହଞ୍ଚିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ଯାଜପୁର ଜିଲାପାଳଙ୍କ ଉପରେ ଲୋକାୟୁକ୍ତ କ୍ଷୁବ୍ଧ

ଯାଜପୁର ଅଫିସ,୨୨।୨: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବିଭିନ୍ନ କଳାପଥର ଖାଦାନଗୁଡିକର ଏରିଆ ଚିହ୍ନଟ କରି ପିଲର ପୋତାରେ ଆର୍ଥିକ ଅନିୟମିତତା ଅଭିଯୋଗ ଉପରେ...

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସଡ୍‌

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ୍‌ ୨୦୨୧ ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୩୪୮ ନମ୍ବର ରଖି ଦିଲ୍ଲୀର ମ୍ରିଦୁଲ ଅଗ୍ରଓ୍ବାଲ ଟପ୍‌ ରାଙ୍କରେ ଅଛନ୍ତି। ମହିଳା...

ରାଜ୍ୟରେ ଆଜି ରେକର୍ଡ: ୮୬୮୧ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୮,୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି...

ସୁରକ୍ଷିତ ହେଲେ ବଢ଼ିବ ସୁନାମ

ଢେଙ୍କାନାଳ ଅଫିସ, ୯।୬ ଗୌରବମୟ ଇତିହାସର ମୂକସାକ୍ଷୀ ବୀରାଶାଳ ଏୟାରଷ୍ଟ୍ରିପ୍‌। ସତୁରି ଦଶକରେ ପରିକଳ୍ପନା କରାଯାଇଥିବା ଏହି ଏୟାରଷ୍ଟ୍ରିପ୍‌ ପୂର୍ଣ୍ଣାଙ୍ଗ ରୂପ ପାଇଥିଲା ୨୦୧୯ରେ। ସୋମବାର...

ନିରପେକ୍ଷ ନିଷ୍ପତ୍ତି ନିଅ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୪।୩(ବ୍ୟୁରୋ): ଲୋକମାନଙ୍କ ସହ ସିଧାସଳଖ କଥା ହେବା, ସହୃଦୟତାର ସହ ସେମାନଙ୍କ କଥା ଶୁଣିବା ଏବଂ ନିରପେକ୍ଷ ଭାବେ ନିଷ୍ପତ୍ତି ନେଇ କାର୍ଯ୍ୟ କରିବା ପାଇଁ...

ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଡାକ୍ତରୀ ଛାତ୍ରୀଙ୍କ ମୃତଦେହ

ବଲାଙ୍ଗୀର ଅଫିସ,୭ା୧୦: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜର ତୃତୀୟ ବର୍ଷର ଜଣେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ଘଟଣା ଜଣାପଡ଼ିବା...

Advertisement
Archives

Model This Week