Posted inଜାତୀୟ

ମାଓବାଦୀ ହିଂସାରେ ୭୭ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ,୨୧।୩ : ଗତ ଦଶନ୍ଧିରେ ନକ୍ସଲମାନଙ୍କ ଦ୍ୱାରା ହୋଇଥିବା ହିଂସା ୭୭ ପ୍ରତିଶତ ହ୍ରାସ ପାଇଥିବାବେଳେ ସୁରକ୍ଷା ବାହିନୀ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ ସଂଖ୍ୟା ୯୦ ପ୍ରତିଶତ ହ୍ରାସ ପାଇଛି। କେନ୍ଦ୍ର ସ୍ବରାଷ୍ଟରାଷ୍ଟ୍ର ମନ୍ତ୍ରୀ ନିତ୍ୟାନନ୍ଦ ରାୟ ସଂସଦରେ କହିଛନ୍ତି ୨୦୧୦ ମସିହାରେ ୯୬ ଟି ଜିଲାର ୪୬୫ ପୋଲିସ ଥାନାରେ ମାଓବାଦୀ ହିଂସା ରେକର୍ଡ ହୋଥିବାବେଳେ ୨୦୨୨ମସିହାରେ ୧୭୬ ଥାନାରେ ହିଂସା ରିପୋର୍ଟ କରାଯାଇଛି।

୨୦୧୦ରେ ମୋଟ ୧୦୦୫ ସୁରକ୍ଷା ବାହିନୀ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିବାବେଳେ ୨୦୨୨ମସିହାରେ ଏହା ୧୦ ପ୍ରତିଶତ କମିଛି। ଏପ୍ରିଲ ୨୦୧୮ ରେ ଏସଆରଇ ଜିଲା ସଂଖ୍ୟା ୧୨୬ ରୁ ୯୦ରେ ପହଞ୍ଚିଥିବାବେଳେ ଜୁଲାଇ ୨୦୨୧ ରେ ଏହା ୭୦କୁ ହ୍ରାସ ପାଇଛି।
୨୮ ଫେବୃଆରୀ ୨୦୨୩ ପର୍ଯ୍ୟନ୍ତ ଦିଲ୍ଲୀ ପୋଲିସ ସୂଚନା ଅନୁସାରେ ଗତ ଦୁଇ ବର୍ଷ ମଧ୍ୟରେ ନୂଆଦିଲ୍ଲୀରେ ଜନପ୍ରତିନିଧିଙ୍କ ବାସଭବନରେ ଆକ୍ରମଣର ଚାରିଟି ଘଟଣା
ରେକର୍ଡ କରାଯାଇଛି। ଏହିତ ମାମଲାରେ ୧୬ ଜଣଙ୍କୁ ଗିରଫ କରାଯାଇଛି। ଏନେଇ ଦୁଇଟି ମାମଲାରେ ଚାର୍ଜଶିଟ ଦାଖଲ କରାଯାଇଛି।
ହାଇଦ୍ରାବାଦ ଏମପି ତଥା ଏଆଇଏମଆଇଏମ ଅଧ୍ୟକ୍ଷ ଅସଦୁଦ୍ଦିନ ଓୱାଇସିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଲୋକସଭାରେ ଏହି ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?