ପିଜିରେ ଉତ୍ତୀର୍ଣ୍ଣ ହେଲେ ୭୭ ବର୍ଷିୟ ଅବସରପ୍ରାପ୍ତ ଶିକ୍ଷକ

ସୋନପୁର,୩।୭(ନି.ପ୍ର.): ଦୃଢ ଇଚ୍ଛାଶକ୍ତି ଥିଲେ ସଫଳ ହେବାକୁ କେହି ରୋକି ପାରିବେ ନାହିଁ। ଏହା ପ୍ରମାଣ କରି ଦେଖାଇଛନ୍ତି ଅବସରପ୍ରାପ୍ତ ଶିକ୍ଷକ ରମେଶ ପ୍ରସାଦ ନାୟକ। ୭୭ ବର୍ଷ ବୟସରେ ସେ ପାଠ ପଢି ଓଡ଼ିଆରେ ପୋଷ୍ଟ ଗ୍ରାଜୁଏଟ ଡିଗ୍ରୀ (ପିଜି) ହାସଲ କରିଛନ୍ତି।

ରମେଶଙ୍କ ଘର ବୌଦ୍ଧ ଜିଲା ପଦରପଡ଼ାରେ। ସେ କଣ୍ଟାମାଳ ବ୍ଲକ ବିଳାସପୁର ଜନତା ହାଇସ୍କୁଲରେ ଶିକ୍ଷକତା କରୁଥିଲେ। ୨୦୦୨ରେ ଶେଷ ହୋଇଥିଲା ତାଙ୍କର ୩୨ ବର୍ଷ ଚାକିରି। ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ପରୀକ୍ଷା ଦେଇ ତାଙ୍କୁ ଏହି ସଫଳତା ମିଳିଛି। ରମେଶ ପିଜିରେ ଉତ୍ତୀର୍ଣ୍ଣ ହୋଇଥିବା ଶନିବାର ଜଣାପଡିବା ପରେ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି। ପାଠ ପଢିବା ଓ ପରୀକ୍ଷାରେ ସଫଳତା ପାଇଁ ବୟସ ପ୍ରତିବନ୍ଧକ ନୁହଁ। ଦୃଢ ଇଚ୍ଛାଶକ୍ତି ହିଁ ସଫଳତା ଦେଇଥାଏ ବୋଲି ନାୟକ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ବ୍ରହ୍ମାନନ୍ଦ

ପୁରୀ ଅଫିସ, ୧୧ା୭: ଘୋଷଯାତ୍ରା ଏବଂ ବାହୁଡ଼ାଯାତ୍ରା ସମୟରେ ଅନେକ ସାମାଜିକ ଅନୁଷ୍ଠାନ ସଚେତନତା ବାର୍ତ୍ତ ପ୍ରଦାନ କରିଥାନ୍ତି। ଶରଧାବାଲିରେ ଗୁରୁବାର ପରିବେଶ ଓ ଘରଚଟିଆର...

ପଥର କ୍ୱାରୀରେ ଚଢ଼ାଉ: ବିସ୍ଫୋରକ ଜବତ, ୩ ଗିରଫ

ଗୁଣପୁର,୨୪।୯(ଡି.ଏନ୍‌.ଏ.)- ପଥର ଫୁଟାଇବା ପାଇଁ ବେଆଇନଭାବେ ବିସ୍ଫୋରକ ବ୍ୟବହାର କରାଯାଉ ଥିଲା। ଗୁଣପୁର ପୋଲିସ ଖବର ପାଇ ସନ୍ନ୍ୟାସୀପୁରସ୍ଥିତ ଏକ ପଥର କ୍ୱାରୀରେ ଚଢ଼ାଉ କରି...

ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର(ବ୍ୟୁରୋ)/ରୋମ,୨୨।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବିଶ୍ୱର ସର୍ବପୁରାତନ ସହର ରୋମରେ ପୋପଙ୍କୁ ଭେଟଛନ୍ତି। ରୋମ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ପୋପ ଫ୍ରାନ୍‌ସିସ୍‌ଙ୍କୁ ଭେଟିଛନ୍ତି। ଦେଶର...

ଗୋପାଳ ଭଲ

ଭୁବନେଶ୍ୱର,୨୮ା୨(ବ୍ୟୁରୋ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ପୋଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ନିଜର କାର୍ଯ୍ୟଦକ୍ଷତା ଯୋଗୁ ଚାକିରି କାଳ ମଧ୍ୟରେ ବହୁବାର ପୁରସ୍କୃତ...

ଦାବି ପୂରଣ ନ ହେଲେ ଆନ୍ଦୋଳନ

ଭଦ୍ରକ ଅଫିସ,୧୩।୨: ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନ ଭଦ୍ରକ ଜିଲା ଶାଖାର ବାର୍ଷିକ ଜିଲା ସମ୍ମିଳନୀ...

ଓଡ଼ିଶାରେ ସଂକ୍ରମଣ ହାର ସର୍ବନିମ୍ନ: ପ୍ରତି ୧୦୦ ନମୁନାରେ ୧.୦୮% ପଜିଟିଭ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ମହାମାରୀ କରୋନା ପାଇଁ ସାରା ଭାରତ ବର୍ତ୍ତମାନ ଲକ୍‌ଡାଉନରେ ରହିଛି। ଏହାସତ୍ତ୍ୱେ ଦେଶରେ ଦିନକୁ ଦିନ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।...

ବାହାର ଲୋକଙ୍କୁ ସରଣ୍ଡା ମନା: ୩ଟି ରାସ୍ତା ସିଲ୍‌କଲେ ଗ୍ରାମବାସୀ

ସରଣ୍ଡା,୩୦।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ସଂକ୍ରମଣକୁ ରୋକିବା ପାଇଁ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଚକୁଳି ପଞ୍ଚାୟତ ବରଗଡ଼ ଜିଲା ସରଣ୍ଡା ଗ୍ରାମବାସୀ ସୋମବାରଠାରୁ ଗ୍ରାମକୁ ସଂଯୋଗ...

ଫାଷ୍ଟ ଫୁଡ୍‌ ଦୋକାନ ଆଳରେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି

ଭୁବନେଶ୍ୱର,(ବ୍ୟୁରୋ)/ବୌଦ୍ଧ,୨୦ା୩(ସ୍ବ.ପ୍ର.):ଫାଷ୍ଟଫୁଡ୍‌ ଦୋକାନ ଆଳରେ ଚଳାଇଥିଲେ ବନ୍ୟପ୍ରାଣୀଙ୍କ ଚମଡ଼ା ବିକ୍ରି କାରବାର। ଖବର ପାଇ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌)ରବିବାର ରାତିରେ ବୌଦ୍ଧ ଜିଲା ହରଭଙ୍ଗା...

Advertisement
Archives

Model This Week