Posted inଜାତୀୟ

ପୁଲଓ୍ବାମା ଆକ୍ରମଣ: ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କଲା ସିଆର୍‌ପିଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୪।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରିପୋର୍ଟର ତଥ୍ୟ ପ୍ରକାଶ ପାଇଛି। ସିଆର୍‌ପିଏଫ୍‌ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କରାଯାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଫେବୃୟାରୀ ୧୪ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଭାରତୀୟ ସେନାର ୪୦ ଯବାନ ଶହୀଦ୍‌ ହୋଇଥିଲେ। ଏହି ଘଟଣାରେ ଗୋଇନ୍ଦା ବିଭାଗ ବିଫଳ ରହିଥିବା କୁହାଯାଇଛି। ତେବେ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟର ଏହା ବିପରୀତ ବୋଲି କୁହାଯାଉଛି। କେନ୍ଦ୍ର ସରକାରଙ୍କ ରିପୋର୍ଟରେ ଗୋଇନ୍ଦା ବିଭାଗ ଉପରେ ଦୋଷାରୋପ କରାଯାଇ ନ ଥିଲା। ସିଆର୍‌ପିଏଫ୍‌ ରିପୋର୍ଟ ପ୍ରକାଶ ପାଇବା ପରେ ଏବେ ପୁଣି ପୁଲଓ୍ବାମା ଆକ୍ରମଣକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


All Right Reserved By Dharitri.Com

କରୋନା ଭାଇରସ: ଚାଇନାକୁ ଯୋଗ ଶିଖାଇବାକୁ କହିଲେ ରାମଦେବ

ରାଞ୍ଚି,୭।୩: ଯୋଗଗୁରୁ ବାବା ରାମଦେବ ଶନିବାର ରାଞ୍ଚିରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ କରୋନା ଭାଇରସ ସଂକ୍ରମଣକୁ ନେଇ କିଛି କଥା କହିଛନ୍ତି। ସାରା...

୬୦ ଘଣ୍ଟା ପରେବି ବୋରଓ୍ବେଲରେ ଫସିଥିବା ଶିଶୁ ଜୀବିତ

ତ୍ରିଚି,୨୮।୧୦: ତାମିଲନାଡୁର ତ୍ରିଚିରେ ଜଣେ ୨ ବର୍ଷର ଶିଶୁ ବୋରଓ୍ବେଲ ମଧ୍ୟକୁ ଖସି ପଡିଥିଲେ। ଆଉ ୬୦ ଘଣ୍ଟା ପରେ ଅର୍ଥାତ୍‌ ରବିବାର ରାତି ପର୍ଯ୍ୟନ୍ତ...

ବିରୋଧୀ ଏକତାକୁ ଝଟକା

ନୂଆଦିଲ୍ଲୀ,୨୪-୫- :ଭାଜପାକୁ କ୍ଷମତାଠାରୁ ଦୂରେଇ ରଖିବା ଲାଗି ବିରୋଧୀ ଦଳଗୁଡିକ ପକ୍ଷରୁ ଶେଷ ପର୍ଯ୍ୟନ୍ତ ଉଦ୍ୟମ ଜାରି ରହିଥିଲା। ନିର୍ବାଚନ ପୂର୍ବରୁ ବିଭିନ୍ନ ମଞ୍ଚରେ କଂଗ୍ରେସ ସମେତ...

ଜି-୨୦ ସମ୍ମିଳନୀ ପାଇଁ ବଜେଟରେ ଶହେ କୋଟିର ପ୍ରସ୍ତାବ

ନୂଆଦିଲ୍ଲୀ,୧।୨: କିଛିଦିନ ହେବ ଦେଶ ମହଙ୍ଗା ମାଡରେ ଭାଙ୍ଗି ପଡିଥିବା ବେଳେ ଏବେ ସମସ୍ତଙ୍କ ନଜର ରହିଛି ଚଳିତ ବର୍ଷର ବଜେଟ ଉପରେ। କୃଷକ, ମଧ୍ୟବିତ୍ତ,...

ବିକ୍ଷୋଭକାରୀଙ୍କୁ ପୋଲିସ ଘଉଡ଼ାଇଲା

ନୂଆଦିଲ୍ଲୀ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଶନିବାର ଦିଲ୍ଲୀରେ ଶତାଧିକ ବିକ୍ଷୋଭକାରୀ ମହମବତି ଧରି ପ୍ରତିବାଦ କରୁଥିବାବେଳେ ବାରିକେଡ୍‌ ଡେଇଁବାକୁ ଉଦ୍ୟମ କରିବାରୁ ପୋଲିସ ସେମାନଙ୍କୁ...

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ୪ ବ୍ୟବସାୟୀଙ୍କ ଘରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨୮।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ଜମ୍ମୁ-କଶ୍ମୀରର ରବିବାର ୪ ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇଛି। ଏନ୍‌ଆଇଏ ପକ୍ଷରୁ ଉତ୍ତର କଶ୍ମୀରର ବାରମୁଳା ଜିଲାରେ ଏହି...

କେରଳରେ ଚିହ୍ନଟ ହେଲେ ପ୍ରଥମ କରୋନା ଭୂତାଣୁ ସଂକ୍ରମିତ

ନୂଆଦିଲ୍ଲୀ,୩୦।୧: କରୋନା ଭୂତାଣୁରେ ଆକ୍ରାନ୍ତ ଥିବା ପ୍ରଥମ ରୋଗୀ କେରଳର ବୋଲି ଚିହ୍ନଟ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି।...

ଲକ୍‌ଡାଉନ୍‌ରେ ଫସିଲା ପୁଅ: ୧୪୦୦କି.ମି. ସ୍କୁଟି ଚଳାଇ ଘରକୁ ଆଣିଲେ ମା’

ହାଇଦ୍ରାବାଦ,୧୦।୪: ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଥିବା ବେଳେ ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ବହୁ...

Leave a comment

Your email address will not be published. Required fields are marked *