Posted inଜାତୀୟ

ଖାରଜ ହେଲା ହନିପ୍ରିତଙ୍କ ଜାମିନ ଆବେଦନ

ଚଣ୍ଡିଗଡ,୪।୯: ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମ ସିଂଙ୍କ ମୁଖ୍ୟ ସହଯୋଗୀ ଥିବା ହନିପ୍ରିତଙ୍କ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୭ରେ ରାମ ରହିମ ଗିରଫ ହେବା ପରେ ପଞ୍ଚକୁଲା(ହରିୟାଣା)ରେ ହିଂସା ବାତାବରଣ ସୃଷ୍ଟି ହୋଇଥିଲା। ଆଉ ଏହାକୁ ଉସକାଇଥିବା ଅଭିଯୋଗ ହୋଇଥିଲା ହନିପ୍ରିତଙ୍କ ନାଁରେ।


All Right Reserved By Dharitri.Com

ଯେଉଁଠି ଜନ୍ମ ନିଅନ୍ତି କେବଳ ଯାଆଁଳା ସନ୍ତାନ

ଯାଆଁଳା ପିଲାଙ୍କ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ହେଲେ କେରଳର ମଲ୍ଲମପୁର ଜିଲା କୋଡିନ୍ନା ଗାଁ ସବୁଠାରୁ ନିଆରା। ଏଠାରେ ଅଧିକାଂଶ ମାଆଙ୍କର ଜମଜ...

୭ ଭାରତୀୟ ଧୀବରଙ୍କୁ ଗିରଫ କଲା ଶ୍ରୀଲଙ୍କା ନୌସେନା

ରାମେଶ୍ୱରମ୍‌,୧୩।୮: ଶ୍ରୀଲଙ୍କା ନୌସେନା ପକ୍ଷରୁ ୭ ଜଣ ଭାରତୀୟ ଧୀବରଙ୍କୁ ଗିରଫ କରାଯାଇଛି। ସେମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗ ଶ୍ରୀଲଙ୍କା...

ଟ୍ରମ୍ପ-ମୋଦିଙ୍କ ରୋଡ ଶୋ’ରେ ହାଇଟେକ୍‌ ସିକ୍ୟୁରିଟି: ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ ମିଳିଲାନି ଅନୁମତି!

ଅହମଦାବାଦ,୨୧।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁଜରାଟ ଅହମଦାବଦରେ ଅନୁଷ୍ଠିତ ରୋଡ ଶୋ’କୁ ନେଇ ଆସୁଛି ନୂଆ...

ସରକାରୀ ବାସଭବନ ଛାଡିଲେ ଗୋଗୋଇ

ନୂଆଦିଲ୍ଲୀ,୨୧।୧୧: ସୁପ୍ରିମ୍‌କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ନଭେମ୍ବର ୧୭ରେ ଅବସର ଗ୍ରହଣ କରିଥିଲେ। ସରକାରୀ ବାସଭବନରେ ରହିବା ପାଇଁ ତାଙ୍କୁ ଏକ ମାସ...

ଭାଜପା ସହ ମେଣ୍ଟ କରିବାର ପ୍ରଶ୍ନ ଉଠୁନି: ଶରଦ ପାଓ୍ବାର

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ଭାଜପା ଏବଂ ଏନସିପି ବିଧାୟକ ଅଜିତ ପାୱାରଙ୍କ ସମର୍ଥନରେ ସରକାର ଗଢ଼ିବା ପରେ ଏବେ ସମସ୍ତଙ୍କ ନଜର ବିଧାନସଭାର ଆସ୍ଥା ଭୋଟ ଉପରେ।...

ପୃଥକ ଭାବେ ରାଜ୍ୟପାଳଙ୍କୁ ସାକ୍ଷାତ୍‌ କରିପାରନ୍ତି ଭାଜପା-ଶିବସେନା

ମୁମ୍ବାଇ,୨୮।୧୦: ମହାରାଷ୍ଟ୍ରରେ ନୂଆ ସରକାର ଗଠନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ଅଙ୍କ କଷା ଛିଡିପାରୁ ନାହିଁ। ଉଭୟଙ୍କ ମଧ୍ୟରେ ମେଣ୍ଟ...

ବାଚସ୍ପତିଙ୍କ କୋର୍ଟରେ ବଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୮ା୭: କର୍ନାଟକରେ ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ମେଣ୍ଟର ବିଧାୟକମାନେ ଇସ୍ତଫା ଦେବା ପରେ ତେରମାସିଆ ସରକାର ଉପରେ ଘନକଳାବାଦଲ ଉଠିଛି।...

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ବିଶ୍ୱଭୂଷଣ ହରିଚନ୍ଦନ

ବିଜୟଓ୍ବାଡ଼ା,୨୪।୭: ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ବୁଧବାର ବିଶ୍ୱଭୂଷଣ ହରିଚନ୍ଦନ ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ହାଇକୋର୍ଟ କାର୍ଯ୍ୟନିର୍ବାହୀ ବିଚାରପତି ସି. ପ୍ରବୀନ୍‌ କୁମାର ପଦ ଓ...

Leave a comment

Your email address will not be published. Required fields are marked *