ଶୁକ୍ରବାର ଓଡ଼ିଶା ଆସିବେ ଆମିକସ୍‌ କ୍ୟୁରୀ, ଅନୁଧ୍ୟାନ କରିବେ ପୁରୀ ସ୍ଥିତି

ପୁରୀ ଅଫିସ,୫।୯: ଶୁକ୍ରବାର ଆମିକସ୍‌ କ୍ୟୁରୀ ଓ ସଲିସିଟର ଜେନେରାଲ ଓଡ଼ିଶା ଆସିବେ। ପୂର୍ବରୁ ୭ ତାରିଖରେ ଆସିବାକୁ ସ୍ଥିର ହୋଇଥିବା ବେଳେ କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏନେଇ ଗୁରୁବାର ପୁରୀ ଅତିରିକ୍ତ ଜିଲାପାଳ ସୂଚନା ଦେଇଛନ୍ତି। ତେବେ ପୁରୀରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍ଥିତି ଅନୁଧ୍ୟାନ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


All Right Reserved By

ରାଜ୍ୟ ସରକାରଙ୍କୁ ପ୍ରଶ୍ନ କଲେ ମାନବାଧିକାର କମିଶନ: ୩ ମାସ ମଧ୍ୟରେ ଦୁର୍ଘଟଣା ଘଟିଲେ କିଏ ଦାୟୀ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ୍‌ ଲାଗୁ ହେବା ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଫଳରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟ୍ରାଫିକ୍‌ ଡକ୍ୟୁମେଣ୍ଟ...

ମତଦାନ ଲାଗି ସଚେତନ କଲେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୧ା୪(ବ୍ୟୁରୋ)- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଓ କଟକ ସମେତ ୬ ଲୋକ ସଭା କ୍ଷେତ୍ରରେ ଅନୁଷ୍ଠିତ...

ସିଂହଦ୍ୱାର ସମ୍ମୁଖରେ ସାଂସ୍କୃତିକ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ:ଘୋଡ଼ା ନାଚରେ କମ୍ପିଲା ବଡ଼ଦାଣ୍ଡ

ପୁରୀ ଅଫିସ, ୧୧ା୮: ସିଂହଦ୍ୱାର ସମ୍ମୁଖରେ ପୁଣି ଜମିଲା ରବିବାରିଆ ସକାଳ। ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତ ସାଉଣ୍ଟିଥିଲେ ନିଆରା ଅନୁଭୂତି। ଭାବ ଭକ୍ତିର...

୪୧ ଜଣ ସିଭିଲ ଜଜ୍‌ ନିଯୁକ୍ତ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ସୋମବାର ୪୧ଜଣଙ୍କୁ ସିଭିଲ୍‌ ଜଜ୍‌ ଭାବେ ନିଯୁକ୍ତ କରିଛନ୍ତି। ସେମାନେ ଓଡ଼ିଶା ଜୁଡିସିଆଲ ସର୍ଭିସ୍‌ ପରୀକ୍ଷା-୨୦୧୮ରେ ଉତ୍ତୀର୍ଣ୍ଣ ହୋଇଥିଲେ।...

ପୋତି ଦିଆଯାଉଛି ନଦୀ ଅବବାହିକା: ସଙ୍କୁଚିତ ହେଉଛି ଗଙ୍ଗୁଆ, ଝରିଆ ନଦୀ

ପୁରୁଣା ଭୁବନେଶ୍ୱର/ଜଟଣୀ, ୧୨।୧୦ (ଡି.ଏନ.ଏ.): ରାଜଧାନୀରେ ଜନସଂଖ୍ୟା ବଢୁଛି। ସେହି ଅନୁପାତରେ ଆବଶ୍ୟକ ସଂଖ୍ୟକ ଗୃହ ନିର୍ମାଣ ହେଉଛି। ବିଲଡରମାନେ ଗୃହ ପାଇଁ ସରକାରୀ କର୍ମଚାରୀଙ୍କୁ...

ତାତି କମିଲା: ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ହ୍ରାସ ପାଇଛି। ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌ ମୌସୁମୀଜନିତ ବର୍ଷା ଲାଗିରହିଛି। ଆସନ୍ତା ୭...

ରାଜନୈତିକ ଚାପରେ ଡ୍ରେନ ନିର୍ମାଣ: ଘଣ୍ଟାଏ ବର୍ଷାରେ ଘରେ ପଶିଲା ପାଣି

ଓଡ଼ଗାଁ,୮ା୮(ସ୍ବ.ପ୍ର.): ଓଡଗାଁ ଏନ୍‌ଏସି ମାନ୍ୟତା ପାଇବା ପରେ ବିଭିନ୍ନ ଓ୍ବାର୍ଡର ରାସ୍ତା ଓ ଡ୍ରେନ ନିର୍ମାଣ କରାଯାଇଥିଲା। ହେଲେ ଜରୁରୀ ଆବଶ୍ୟକତା ଥିବା ସ୍ଥାନକୁ ବାଦ୍‌ଦେଇ...

ଭାଙ୍ଗିଲା ସ୍କୁଲର ଛାତ: ବର୍ତ୍ତିଲେ ଛାତ୍ରୀଛାତ୍ର

ଦେବଗଡ଼,୨୪।୮(ଡି.ଏନ.ଏ): ତିଲେଇବଣି ବ୍ଲକ ଅଧିନ କଲଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଏକ ଅଘଟଣ ଘଟିଛି। ଶନିବାର ସକାଳୁଆ ସ୍କୁଲ ଥିବାରୁ ଶ୍ରେଣୀ ଗୃହରେ ପାଠପଢ଼ା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *