Posted inUncategorized

ଇନସୁଲିନ୍‌ସ୍ତରକୁ ସ୍ବାଭାବିକ କରେ ଏହି ପାଣି …

ପ୍ରତିଦିନ ସକାଳେ ଜୁଆଣି ପାଣିରେ ଲେମ୍ବୁ ରସ ମିଶାଇ ପିଇଲେ ଅନେକ ଉପକାର ମିଳିଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ସ୍ବାଭାବିକ ହୋଇ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଇନସୁଲିନ୍‌ କ୍ଷରଣକୁ ସ୍ବାଭାବିକ କରିଥାଏ। ଫଳରେ ଡାଇବେଟିସ୍‌ ସମସ୍ୟା ସହଜରେ ଦୂର ହୋଇଥାଏ। ନିୟମିତ ଜୁଆଣି ପାଣି ପିଇଲେ ମେଦବହୁଳତା ମଧ୍ୟ ଦୂର ହୋଇଥାଏ। ଏହା ଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ।


All Right Reserved By Dharitri.Com

Posted inUncategorized View All

ସିଦ୍ରିଆ ସମାଜକୁ ମିଳିବ ଅଧିକାର

ସୋନପୁର/ବିନିକା,୧୯।୧(ନି.ପ୍ର./ଡି.ଏନ୍‌.ଏ.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଞ୍ଚାୟତ ଅନ୍ତର୍ଗତ ଜାମପାଲି ଗାଁର କେନାଲ ପଡା, ଟାଙ୍ଗର ପଡା ଓ ଜଙ୍ଗଲ ପଡାରେ ବହୁ ବର୍ଷ...

ଟାଇଫଏଡ୍‌ ରୋଗୀଙ୍କ ପାଇଁ ଉପକାରୀ ଗାଜର ରସ

ଟାଇଫଏଡ୍‌ ଏକ ବିପଦଜନକ ଜ୍ୱର। ଏପରି ସ୍ଥିତିରେ କିଛି ବିଶେଷ କଥା ଉପରେ ଧ୍ୟାନ ରଖିଲେ ନା କେବଳ ଏଥିରୁ ରକ୍ଷା ପାଇ ପାରିବେ, ଏହାର...

ଶ୍ରୀନଅରରେ ଗଜପତିଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ, ୧୩ା୧:ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ଶ୍ରୀନଅରଠାରେ ରବିବାର ସନ୍ଧ୍ୟାରେ ସମ୍ପନ୍ନ ହୋଇଛି। ଏଥିରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସୀ...

ସଙ୍ଗୀତା ସିଂଦେଓଙ୍କୁ ପାର୍ଲାମେଣ୍ଟରେ ଆକ୍ରମଣ

ନୂଆଦିଲ୍ଲୀ,୪ା୩(ଆଇଏଏନ୍‌ଏସ୍‌): ବଲାଙ୍ଗୀରର ଭାଜପା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓଙ୍କୁ ଲୋକ ସଭାରେ ଆକ୍ରମଣ ହୋଇଥିବା ସେ ମଙ୍ଗଳବାର ଅଭିଯୋଗ କରିଛନ୍ତି। ଗୃହକାର୍ଯ୍ୟ ଚାଲିଥିବାବେଳେ ଦୁଇଜଣ କଂଗ୍ରେସ...

ମଧୁମେହର କାରଣ ଓ ନିରାକରଣ

ମଧୁମେହ, ପ୍ରମେହ ରୋଗମାନଙ୍କ ମଧ୍ୟରୁ ଗୋଟିଏ। ଏହା ମେଟାବୋଲିଜିମ୍‌ ସମ୍ବନ୍ଧୀୟ ବିକାର; ଯେଉଁଥିରେ କାର୍ବୋହାଇଡ୍ରେଟ୍‌, ପ୍ରୋଟିନ୍‌, ବସା, ଖଣିଜଲବଣ ଓ ପାଣି ଶରୀରରେ କୌଣସି ପ୍ରକାର...

ଟିକସ ବିଶାରଦରୁ ପ୍ରଧାନମନ୍ତ୍ରୀ

ବ୍ୟକ୍ତିତ୍ୱ/ଶିବ ପ୍ରସାଦ ପୁହାଣ ଜଣେ ଜଣାଶୁଣା ଅର୍ଥନୀତିଜ୍ଞ ତଥା ରାଜନେତା ମିଖାଇଲ ମିଶୁଷ୍ଟିିନ ନିକଟରେ ରୁଷିଆର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଛନ୍ତି। ବିଶ୍ୱର ସାମ୍ପ୍ରତିକ ପରିସ୍ଥିତିରେ...

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, ମାଲିକ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୬ା୧- କନ୍ଧମାଳ ଜିଲାରେ ଗଞ୍ଜେଇ ଚୋରା ଚାଲାଣ କାରବାର ବେଧଡକ ଚାଲିଛି। ପୋଲିସକୁ ଚକ୍‌ମା ଦେଖାଇବାକୁ ଚାଲାଣକାରୀମାନେ ବିଭିନ୍ନ ପନ୍ଥା ଅବଲମ୍ବନ କରୁଛନ୍ତି। ଗଞ୍ଜେଇ...

ଜାହ୍ନବୀଙ୍କ ଜିମ୍‌ ଲୁକ୍‌

ଜିମ୍‌ ସେଣ୍ଟର ବାହାରେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କୁ ସ୍ପଟ୍‌ କରାଯାଇଛି। ସେ ଧଳା ରଙ୍ଗର ଏକ କ୍ରପ୍‌ ଟପ୍‌ ଏବଂ ଛୋଟ ପ୍ୟାଣ୍ଟ ପିନ୍ଧିଛନ୍ତି। ଜାହ୍ନବୀଙ୍କ...

Leave a comment

Your email address will not be published. Required fields are marked *