କଳାହାଣ୍ଡିରେ ୭୭ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ :  ଯୋଗଦେଲେ ଜଙ୍ଗଲ, ପରିବେଶ ମନ୍ତ୍ରୀ

ଭବାନୀପାଟଣା,୨୬।୧( ଉତ୍ତମ କୁମାର ଦାଶ ): କଳାହାଣ୍ଡିରରେ ସୋମବାର ୭୭ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଭବାନୀପାଟଣା ରିଜର୍ଭ ପଡିଆଠାରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଜିଲାବାସୀଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଥିଲେ॥
ମନ୍ତ୍ରୀ ଖୁଣ୍ଟିଆ ଜିଲାର ବିକାଶ ପାଇଁ ଆମ ସରକାର ସବୁବେଳେ ତତ୍ପର ବୋଲି ମତବ୍ୟକ୍ତ କରିବା ସହ ଜିଲାର ଏତିହ୍ୟ, କଳା ନେଇ ମଧ୍ୟ ମତ ବ୍ୟକ୍ତ କରିଥିଲେ । ଉତ୍ସବରେ ଅନ୍ୟତମ ଅତିଥି ଭାବରେ ଲୋକସଭା ଏମ୍‌ପି ମାଳବିକା ଦେବୀ, ଜିଲାପାଳ ପାୱାର ସଚିନ ପ୍ରକାଶ,  ଜିଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବର କୋଣ୍ଡା ପ୍ରମୁଖ ଯୋଗଦେଇ ପ୍ୟାରେଡରେ ମଧ୍ୟ ଅଭିବାଦନ ଗ୍ରହଣ କରିଥିଲେ। .େତେ୍େତେ
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

ଐତିହାସିକ ବାଣିଜ୍ୟ ଚୁକ୍ତି ପୂର୍ବରୁ ଇୟୁ ମୁଖ୍ୟଙ୍କ ବଡ଼ ବୟାନ, “ସଫଳ ଭାରତ ବିଶ୍ୱକୁ ରଖିବ ସ୍ଥିର”

ନୂଆଦିଲ୍ଲୀ ,୨୬ା୧: ୟୁରୋପୀୟ ସଂଘ ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର ଲେୟେନ୍ ଭାରତର ଆର୍ଥିକ ସ୍ଥିତିକୁ ନେଇ ବଡ ବୟାନ ଦେଇଛନ୍ତି। ସୋମବାର ସେ କହିଛନ୍ତି ଯେ,…

ନବ ନିର୍ମିିତ ଖେଳ ପଡ଼ିଆ ଉଦ୍‌ଘାଟନ କଲେ ମନ୍ତ୍ରୀ

କେସିଙ୍ଗା,୨୬।୧(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନବ ନିର୍ମିତ ଖେଳ ପଡିଆକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

‘ଅପରେସନ୍ ସିନ୍ଦୂର’: ଭାରତୀୟ ବାୟୁସେନାର ପ୍ରଭାବ ଦେଖି ଅସ୍ତ୍ରବିରତି ପାଇଁ ବାଧ୍ୟ ହୋଇଥିଲା ପାକିସ୍ତାନ

ନୂଆଦିଲ୍ଲୀ,୨୬।୧: ୨୦୨୫ ମେ ମାସରେ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ୮୮ ଘଣ୍ଟିଆ ଯୁଦ୍ଧ ଉପରେ ବଡ ଖୁଲାସା ହୋଇଛି। ସୁଇଜରଲ୍ୟାଣ୍ଡର ପ୍ରତିଷ୍ଠିତ ସାମରିକ ଥିଙ୍କ୍…

ଦିଗପହଣ୍ଡିରେ ସାଧାରଣତନ୍ତ୍ର ଦିବସ: ବିଧାୟକ କଲେ ବହୁମୁଖୀ ଭବନ ଉଦ୍‌ଘାଟନ

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ପୁରପଲ୍ଲୀରେ ସୋମବାର ୭୭ ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ଭାରତ ହେବ ବାଲ୍ୟ ବିବାହମୁକ୍ତ

ଦିଗପହଣ୍ଡି,୨୬।୧(ଅଶେଷନାଥ ମିଶ୍ର): ରାଜ୍ୟ ଆଇନସେବା ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ଥିବା ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ସୋମବାର…

ଚାରିଧାମର ଏହି ମନ୍ଦିରରେ ଲାଗିଲା କଟକଣା: ଅଣ-ହିନ୍ଦୁଙ୍କ ପ୍ରବେଶ ମନା

ନୂଆଦିଲ୍ଲୀ,୨୬।୧: ଉତ୍ତରାଖଣ୍ଡର ପବିତ୍ର ଚାରିଧାମ ମଧ୍ୟରୁ ଅନ୍ୟତମ ଗାଙ୍ଗୋତ୍ରୀ ଧାମରେ ଏଣିକି ଅଣ-ହିନ୍ଦୁମାନେ ପ୍ରବେଶ କରିପାରିବେ ନାହିଁ। ଶ୍ରୀ ଗାଙ୍ଗୋତ୍ରୀ ମନ୍ଦିର କମିଟି ପକ୍ଷରୁ ରବିବାର ଏହି…

ସାଧାରଣତନ୍ତ୍ର ଦିବସକୁ ଭୁଲିଗଲେ ପୋଷ୍ଟ ଅଫିସ, ବ୍ୟାଙ୍କ ଅଧିକାରୀ-କର୍ମଚାରୀମାନେ

ପୁରୁଷୋତ୍ତମପୁର,୨୬।୧(ସବିତା ମିଶ୍ର):ସାରାଦେଶର ପୁରପଲ୍ଲୀରେ ପବିତ୍ର ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳନ ହେଉଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରହିଥିବା ପୋଷ୍ଟ ଅଫିସ, ଇଣ୍ଡିଆନ ଓଭରସିଜ୍‌ ବ୍ୟାଙ୍କରେ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri