୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ

କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ ବନ ମହୋତ୍ସବ ପାଳନ ହୋଇଯାଇଛି। ଏହି ଅବସରରେ ବିଭିନ୍ନ କିସମର ବୃକ୍ଷ ରୋପଣ କରାଯାଇଥିଲା। ଏଥିରେ ଅତିଥିଭାବେ ଅମର ଯୁକ୍ତତିନି ମହାବିଦ୍ୟାଳୟ ଅଧ୍ୟକ୍ଷ ନବୀନ ପଧାନ, ଜାତୀୟ ସେବା ଯୋଜନା ଅଧିକାରୀ ରାଜେନ୍ଦ୍ର ଗହୀର, ଅଧ୍ୟାପିକା ସସ୍ମିତା ସାହୁ, ଅଧ୍ୟାପକ ରବିନ ନନ୍ଦ, ନରେଶ ବିଶି, ଡିଇଓ ହୃଦାନନ୍ଦ ସାହୁ,କେସିଙ୍ଗା ବନ ବିଭାଗ ବନରକ୍ଷୀ ଅମିତଚକ୍ର ବର୍ତ୍ତୀ, ବନରକ୍ଷୀ ସପ୍ନା କିଷାନ, ବନରକ୍ଷୀ ରାଜଲଷ୍ମୀ ପଧାନ, ପ୍ରକୃତି ବନ୍ଧୁ ସନତ କୁମାର ସାହୁଙ୍କ ସମେତ ମହାବିଦ୍ୟାଳୟର ଅଧ୍ୟାପକ, ସମସ୍ତ କର୍ମଚାରୀ, ଏନଏସଏସର କୋଦଣ୍ଡ ବଗର୍ତ୍ତୀ, ଯଯାତି ସାହୁ, ରମାକାନ୍ତ ସାହୁ, ଶୋଭା ସାହୁ ପ୍ରମୂଖ ଛାତ୍ରୀଛାତ୍ରମାନେ ଯୋଗଦେଇ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri