Posted inଜାତୀୟ

ସଲିମ ଖାଁଙ୍କୁ ମିଳିଲା ମାଷ୍ଟର ଦିନାନାଥ ମଙ୍ଗେସକର ଆଓ୍ବାର୍ଡ

ମୁମ୍ବାଇ,୨୫।୪: ଭେଟେରାନ୍‌ ସ୍କ୍ରିନ୍‌ରାଇଟର ସଲିମ ଖାଁଙ୍କୁ ୭୭ତମ ମାଷ୍ଟର ଦିନାନାଥ ମଙ୍ଗେସକର ଆଓ୍ବାର୍ଡ ୨୦୧୯ ପ୍ରଦାନ କରାଯାଇଛି। ବୁଧବାର ମୁମ୍ବାଇଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଦ୍ୱାରା ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହାସହ ହେଲେନ୍‌ ଓ ମଧୁର ଭଣ୍ଡାରକରଙ୍କୁ ମଧ୍ୟ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି। ସଙ୍ଗୀତ, ନାଟକ, କଳା ଓ ସାମାଜିକ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ସାଧାରଣତଃ ଏହି ପୁରସ୍କାର ଦିଆଯାଇଥାଏ। ଫିଲ୍ମ ଟ୍ରେଡ୍‌ ଆନାଲିଶିଷ୍ଟ ତରନ ଆଦର୍ଶ ଟୁଇଟ୍‌ କରି ଏହା ଜଣାଇବା ସହ କିଛି ଫଟୋ ମଧ୍ୟ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ତୈଳ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ପେଟ୍ରୋଲ ଉପରେ ପ୍ରଥମ ଥର ପାଇଁ ଲାଗିବ…

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ (ATF) ରପ୍ତାନି ଉପରେ ଲାଗୁ ହେଉଥିବା ସ୍ପେଶାଲ ଆଡିସନାଲ ଏକ୍ସାଇଜ ଡ୍ୟୁଟି (SAED) ର ଦରରେ…

ଭୋଜଶାଳାରେ ସରସ୍ବତୀ ମନ୍ଦିର ଥିଲା: ହାଇକୋର୍ଟ

ଇନ୍ଦୋର,୧୬ା୫: ମଧ୍ୟପ୍ରଦେଶ ଧାର ଜିଲାରେ ଥିବା ବିବାଦୀୟ ଭୋଜଶାଳା କମ୍ପ୍ଲେକ୍ସ ଦେବୀ ସରସ୍ବତୀଙ୍କୁ ସମର୍ଥତ୍ତ ଏକ ମନ୍ଦିର ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଶୁକ୍ରବାର ଘୋଷଣା କରିଛନ୍ତି। ମସ୍‌ଜିଦ…

NEET ପେପର ଲିକ୍‌ ମାମଲାରେ CBIର ବଡ଼ କାର୍ଯ୍ୟାନୁଷ୍ଠାନ: ମାଷ୍ଟରମାଇଣ୍ଡ ପି.ଭି. କୁଲକର୍ଣ୍ଣି ଗିରଫ

ନୂଆଦିଲ୍ଲୀ/ପୁଣେ,୧୫।୫: NEET-UG 2026 ପ୍ରଶ୍ନପତ୍ର ଲିକ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (CBI)କୁ ଏକ ବଡ଼ ସଫଳତା ମିଳିଛି। ତଦନ୍ତକାରୀ ସଂସ୍ଥା ଏହି ସାରା ଘଟଣାର ମାଷ୍ଟରମାଇଣ୍ଡ…

ଇନ୍ଧନ ସଞ୍ଚୟ ଚାପ ମଧ୍ୟରେ ସୁପ୍ରିମକୋର୍ଟରେ ହେବ ଭର୍ଚୁଆଲ ଶୁଣାଣି

ନୂଆଦିଲ୍ଲୀ,୧୫।୫: ଶୁକ୍ରବାର ସୁପ୍ରିମକୋର୍ଟ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ଏକ ସର୍କୁଲାର ଅନୁଯାୟୀ, ସୁପ୍ରିମକୋର୍ଟ ହାଇବ୍ରିଡ କାର୍ଯ୍ୟ ମଡେଲ ବାଛିଛନ୍ତି, ବିବିଧ ଦିନ ଏବଂ ଆଂଶିକ କାର୍ଯ୍ୟ…

କେରଳ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ନାହିଁ ଥରୁର

ନୂଆଦିଲ୍ଲୀ,୧୫।୫: କେରଳର ନୂଆ ମୁଖ୍ୟମନ୍ତ୍ରୀ, ଭି.ଡି. ସତିସନ, ସୋମବାର (୧୮ ମଇ) ଶପଥ ଗ୍ରହଣ କରିବେ ବୋଲି ଆଶା କରାଯାଉଛି। ବ୍ୟାପକ ବିଚାର ବିମର୍ଶ ପରେ, କଂଗ୍ରେସ…

ଆର.ଜି କର ବଳାତ୍କାର ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ: ପୂର୍ବତନ ପୋଲିସ କମିଶନର ବିନୀତ ଗୋୟଲଙ୍କ ସମେତ ତିନି ଜଣ ଅଧିକାରୀଙ୍କୁ ନିଲମ୍ବନ

କୋଲକାତା,୧୫।୫: ବଙ୍ଗଳାରେ ନୂଆ ସରକାର ଗଠନ ହେବା ପରେ, ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ହାଇପ୍ରୋଫାଇଲ ଆର.ଜି. କର ମାମଲା ସମ୍ପର୍କରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri