ଛାତ୍ରଙ୍କଠାରୁ ୭୮ ହଜାର ନେଇଗଲେ ସାଇବର ଠକ

ଭୁବନେଶ୍ୱର,୫।୯ (ବ୍ୟୁରୋ):ରାଜଧାନୀରେ ପ୍ରତିଦିନ କେହି ନା କେହି ସାଇବର ଠକେଇର ଶିକାର ହେଉଛନ୍ତି। ଏଠାରେ ରହି ସିଭିଲ୍‌ ସର୍ଭିସ ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ର ସ୍ମାର୍ଟ ଓ୍ବାଚ୍‌ କିଣିବାକୁ ଯାଇ ସାଇବର ଠକଙ୍କ ଜାଲରେ ପଡିଛନ୍ତି। ସାଇବର ଠକମାନେ ତାଙ୍କଠାରୁ ୭୮ ହଜାର ଟଙ୍କା ଚଳୁ କରିଦେଇଛନ୍ତି। ଠକେଇର ଶିକାର ଛାତ୍ର ଜଣକ ହେଲେ ଭୁବନେଶ୍ୱର ଶାସ୍ତ୍ରୀନଗରରେ ରହୁଥିବା ନୟାଗଡ ଜିଲାର ପ୍ରଭାସ ମହାପାତ୍ର। ସାଇବର ଠକମାନେ ନିଜକୁ ସେନା କର୍ମଚାରୀ ପରିଚୟ ଦେଇ ନକଲି ଆଇକାର୍ଡ଼, ଆଧାର କାର୍ଡ ଦେଖାଇ କ୍ୟାଣ୍ଟିନରୁ ଛାତ୍ରଙ୍କୁ ଅତ୍ୟାଧୁନିକ ସ୍ମାର୍ଟ ଓ୍ବାଚ୍‌ ଦେବାକୁ କହିଥିଲେ। ଠକଙ୍କ କହିବାନୁସାରେ ପ୍ରଭାସ ଫୋନ ପେ’ରେ ଟଙ୍କା ପଠାଇଥିଲେ ମଧ୍ୟ ସ୍ମାର୍ଟଓ୍ବାଚ୍‌ ପାଇ ନ ଥିଲେ। ଏହାପରେ ପ୍ରଭାସ ଭୁବନେଶ୍ୱର ସାଇବର ଥାନାରେ ଏତଲା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri