ଗୁରୁପୂଜନ, ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ

ତାଳଚେର,୫।୯(ନି.ପ୍ର.):ଆମ ପ୍ରତିଭା ଆମ ପରିଚୟ ପରିବାର ପକ୍ଷରୁ ଗୁରୁପୂଜନ ଓ ପ୍ରତିଭା ସମ୍ମାନ ଉତ୍ସବ ସ୍ଥାନୀୟ ଅଫିସର୍ସ କ୍ଲବ ମଙ୍ଗଳମ ଦେଉଳ ବେଡାଠାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ମୁଖ୍ୟବକ୍ତା ଭାବେ ଅଧ୍ୟାପକ ବିରଞ୍ଚି ସାମଲ, ସମ୍ମାନିତ ଅତିଥି ଭାବରେ ଏମସିଏଲର ସିଏମଡି ବି.ଏନ ଶୁକ୍ଳା, ଜେନେରାଲ ମ୍ୟାନେଜର ଏମ.ଜି. ବ୍ରହ୍ମପୁରକାର, ଆର.ଭି ରିଞ୍ଜେ ପ୍ରମୁଖ ଏହି ଉତ୍ସବରେ ଯୋଗ ଦେଇଥିଲେ। ଗୁରୁ ଓ ଶିଷ୍ୟ ପରମ୍ପରା ଉପରେ ଅତିଥିମାନେ ଆଲୋକପାତ କରିଥିଲେ। ସଭାପତି ନିମାଇଁ ଚରଣ ପ୍ରଧାନ ଅଧ୍ୟକ୍ଷତା ଓ ସମ୍ପାଦକ ରମେଶ ବେହେରା ବିବରଣୀ ପାଠ କରିଥିଲେ।


All Right Reserved By Dharitri.Com

୭ମ ଅର୍ଥନୈତିକ ଗଣନା-୨୦୧୯ ଆରମ୍ଭ:ଠିକ୍‌ ତଥ୍ୟ ସଂଗ୍ରହରେ ହେବ ଆର୍ଥିକ ବିକାଶ

ଢେଙ୍କାନାଳ ଅଫିସ,୨୭ା୮ ଭାରତ ସରକାରଙ୍କ ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରାଳୟ ଦ୍ୱାରା ପରିଚାଳିତ ୭ମ ଅର୍ଥନୈତିକ ଗଣନା ୨୦୧୯ ସୋମବାର ପୂର୍ବାହ୍ନରେ ଜିଲା କାର୍ଯ୍ୟାଳୟ...

୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା

ବନ୍ତଳା,୩।୧(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ।...

ପ୍ଲାଷ୍ଟିକ୍‌ମୁକ୍ତ ଅଭିଯାନ: ବ୍ଲକ ପକ୍ଷରୁ ମନ୍ଦିରକୁ ଷ୍ଟିଲ୍‌ ଗ୍ଲାସ୍‌ ପ୍ରଦାନ

ବଅଁରପାଳ,୨।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଅନୁଗୋଳ ଲାୟନ୍ସ କ୍ଲବ ହାର୍‌ମୋନି ପକ୍ଷରୁ ବୁଧବାର ପ୍ଲାଷ୍ଟିକମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଏ ନେଇ କୁଲାଡ଼ ଶିବମନ୍ଦିର ଓ...

ମାଷ୍ଟର୍ସ ସେଫ୍‌ରେ ଅନୁଗୋଳର ଲଳନା ସ୍ମୃତିଶ୍ରୀ:ବିଚାରକଙ୍କ ମନ ଜିଣିଲା ‘କୁଟ୍ଟୁ-ଏ-ପାସ୍ତା’

ଅନୁଗୋଳ ଅଫିସ, ୧୭।୧୨ ଷ୍ଟାର ପ୍ଲସର ରିଏଲିଟି ଶୋ’ ମାଷ୍ଟର୍ସ ସେଫ୍‌ର ଶ୍ରେଷ୍ଠ ୧୫ ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି ଅନୁଗୋଳର ଲଳନା ସ୍ମୃତିଶ୍ରୀ ସିଂହ...

ହୃଦଘାତରେ ନାଲ୍‌କୋ କର୍ମଚାରୀ ମୃତ: ପରିବାରର ଜଣେ ସଦସ୍ୟଙ୍କୁ ନିଯୁକ୍ତି ଦାବି

ବଅଁରପାଳ,୧।୧୦(ଡି.ଏନ.ଏ.)- ନାଲ୍‌କୋ ସିପିପି ଅପରେସନ ବିଭାଗରେ ଚାକିରି କରିଥିବା ପ୍ରବୀଣ ବରାହ(୫୨) ମଙ୍ଗଳବାର ସକାଳେ ହୃଦଘାତରେ ପ୍ରାଣ ହରାଇଛନ୍ତି। ପ୍ରବୀଣଙ୍କ ଘର ଗୋତମରା ଗ୍ରାମରେ। ସେ...

ରାଇନାଳୀ ଗ୍ରାମରେ ହାତୀ ଉପଦ୍ରବ, ବ୍ୟାପକ ଫସଲ ନଷ୍ଟ

ବଇଣ୍ଡା,୧୫।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ହଣ୍ଡପା ରେଞ୍ଜ ରାଇନାଳୀ ଗ୍ରାମରେ ଗତ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ଫଳରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ନିକଟସ୍ଥ ଜଙ୍ଗଲରୁ...

ମହାରାଜା ବସ୍‌ ଦୁର୍ଘଟଣାକୁ ୩ ବର୍ଷ: ସମୟ ବିତିଛି, ସୁଧୁରିନି କିଛି

(ମନୋଜ କୁମାର ପ୍ରଧାନ) ମାଧପୁର, ୯ା୯:  ଅନୁଗୋଳ ଜିଲା ଆଠମଲ୍ଲିକଠାରେ ଘଟିଥିବା ମହାରାଜା ବସ୍‌ ଦୁର୍ଘଟଣାକୁ ପୂରିଛି ୩ ବର୍ଷ। ୨୦୧୬ ସେପ୍ଟେମ୍ବର ୯ରେ ପୁରୁଣାମାଣତ୍ରୀ ପୋଲ...

ନିର୍ବାହୀ ଯନ୍ତ୍ରୀଙ୍କୁ ଦାବିପତ୍ର: ଇକୋ ପାର୍କ ଉନ୍ନତୀକରଣ କରାଯାଉ

ଅନୁଗୋଳ ଅଫିସ, ୨୧।୯ – ଅନୁଗୋଳ ସହରରେ ଥିବା ଇକୋ ପାର୍କରେ ଏବେ ବିଭିନ୍ନ ସମସ୍ୟା ଦେଖିବାକୁ ମିଳୁଛି। ଏପରି କି ପାର୍କରେ ଥିବା ଆସୁଷଙ୍ଗିକ...

Leave a comment

Your email address will not be published. Required fields are marked *