ଅଙ୍ଗନଓ୍ବାଡି କର୍ମୀଙ୍କ ସିଡିପିଓ ଅଫିସ ଘେରାଉ

ଲୋଇସିଂହା,୬।୯(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସିଡିପିଓ ଜ୍ୟୋତିର୍ମୟୀ ନାଏକ ଜନୈକ କର୍ମୀଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ଶୁକ୍ରବାର ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ ସିଡିପିଓ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସଂଘ ସଭାନେତ୍ରୀ ରୋହିନୀ ବିଶିଙ୍କ ନେତୃତ୍ୱରେ କର୍ମୀମାନେ ଏକାଠିହୋଇ ଦୃଢ ପ୍ରତିବାଦ କରିବା ସହ ସିଡିପିଓଙ୍କ ବଦଳି ଦାବି କରିଛନ୍ତି।


All Right Reserved By

ଠାକୁରାଣୀ ଯାତ୍ରା ଲାଗି ପୁରୁଷୋତ୍ତମପୁର ଉତ୍ସବମୁଖର

ପୁରୁଷୋତ୍ତମପୁର,୨୮।୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁରରେ ଚାଲିଥିବା ପଞ୍ଚ ଠାକୁରାଣୀଙ୍କ ଦ୍ୱିବାର୍ଷିକ ଯାତ୍ରା ମଙ୍ଗଳବାର ୧୬ଦିନରେ ପହଞ୍ଚତ୍ଛି। ପ୍ରତ୍ୟେକଦିନ ସନ୍ଧ୍ୟାରେ ମା’ ପଞ୍ଚ ଠାକୁରାଣୀ (କନକା, କାଳୁଆ, ତାରା ତାରିଣୀ,...

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା କଟକଣା : ଭକ୍ତଙ୍କୁ ଜରିମାନା, ସେବକଙ୍କୁ ମାଫ୍‌

ପୁରୀ ଅଫିସ,୧୨ା୮ : ପାନ, ଗୁଟ୍‌ଖା ଖାଇ କେହି ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା ମନ୍ଦିର କର୍ମଚାରୀ କାହାରିକୁ...

ପ୍ରଧାନ ଶିକ୍ଷକ ନିୟମିତ ସ୍କୁଲ ନ ଆସିବା ଘଟଣା: ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ ମାଗିଲେ ବିଇଓ; ଧରିତ୍ରୀ ପ୍ରଭାବ

ଭବାନୀପାଟଣା,୨୮।୮(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ସିନ୍ଦିପଦର ପଞ୍ଚାୟତ ବାର୍ଷିକୋଣା ନୂତନ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ରୋହିତ ମାଝି ନିୟମିତ ସ୍କୁଲ ଆସୁ ନ...

କମୁନି ଚଳନ୍ତା ଟ୍ରେନରୁ କୋଇଲା ଚୋରି

ଭଦ୍ରକ ଅଫିସ, ୨୮।୬ – ଭଦ୍ରକ-ଧାମରା ରେଳପଥରେ ଚଳନ୍ତା ଟ୍ରେନରୁ କାଇଲା ଚୋରି କମୁନି। ଏହି କୋଇଲା ଚୋରା ଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି।...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ବେଖାତିର: ବାଇକ୍‌ ଚାଳକଙ୍କୁ ଜରିମାନା ୧୮,୫୦୦ ଟଙ୍କା

ବେତନଟୀ,୧୧ା୯(ଡି.ଏନ୍‌.ଏ.)- ନୂଆ ମୋଟରଯାନ ଆଇନ ଅନୁଯାୟୀ ଜରିମାନା ଆଦାୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ପାଇଁ କୋହଳ କରିଛନ୍ତି। ମାତ୍ର ଏହି ଘୋଷଣାର ଦିନକ...

ଏନଏସିର ପଲିଥିନ ଚଢ଼ାଉ ଅଭିଯାନ

ବିଜେପୁର, ୧୨।୬ (ଡି.ଏନ.ଏ): ବିଜେପୁର ଏନଏସି ପକ୍ଷରୁ ବୁଧବାର ସ୍ଥାନୀୟ ସହରର ବ୍ୟବସାୟିକ ପ୍ରତିଷ୍ଠାନରେ ପଲିଥିନ ଚଢ଼ାଉ କରାଯାଇଥିଲା । ଏଥିରେ ୧୦ କେଜି ଓଜନର...

ବ୍ଲାକରୋଜ ବୁଡ଼ିକୁ ୧୦ବର୍ଷ : ଶୀତଳଭଣ୍ଡାରରେ ସିବିଆଇ ତଦନ୍ତ

ପାରାଦୀପ,୯।୯(ସ୍ବ.ପ୍ର.): ପାରାଦୀପ ବନ୍ଦର ଇତିହାସରେ କଳଙ୍କର ଛାପ ଛାଡ଼ିଥିବା ଏମ୍‌ଭି ବ୍ଲାକରୋଜ ବୁଡ଼ି ଘଟଣାକୁ ସୋମବାର ୧୦ବର୍ଷ ପୂରିଛି। ଏହି ୧୦ବର୍ଷ ମଧ୍ୟରେ ମଙ୍ଗୋଲିଆର ସେହି...

ମହାନଗରରେ ଟ୍ରାଫିକ ସମସ୍ୟା

ବ୍ରହ୍ମପୁର ଅଫିସ,୧୩ା୫-ବ୍ରହ୍ମପୁର ମହାନଗର ନିଗମରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହେଉଛି। ବିଭିନ୍ନ ସମୟରେ ପ୍ରଶାସନିକସ୍ତରରେ ଆଲୋଚନା ହୋଇ ଟ୍ରାଫିକ୍‌ ସମସ୍ୟା ସୁଧାରିବାକୁ ନିଷ୍ପତ୍ତି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *