କୀଟନାଶକ ପିଇ ମହିଳା ମୃତ, ପୋଲିସର ତଦନ୍ତ ଆରମ୍ଭ

କେନ୍ଦୁଝର,୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ସୁନାପେଣ୍ଠ ପଞ୍ଚାୟତ କଣ୍ଟୁଳା ଗ୍ରାମ ପଙ୍ଗାପଶି ସାହିରେ କୀଟନାଶକ ପିଇ ଶୁକ୍ରବାର ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସତ୍ୟ ମହାରଣାଙ୍କ ସ୍ତ୍ରୀ ସସ୍ମିତା(୨୪)।
ପ୍ରକାଶ ଯେ, ବୁଧବାର ସସ୍ମିତା ପରିବାର ସହ ଚିଲିକିଧରା ନିକଟସ୍ଥ ଗୋପିନାଥପୁର ଗ୍ରାମକୁ ଯାଇଥିଲେ। ରାତି ପ୍ରାୟ ୧୨ଟାରେ ସେମାନେ ଘରକୁ ଫେରିଥିଲେ। ପରଦିନ ସକାଳୁ ଅର୍ଥାତ୍‌ ଗୁରୁବାର ଘରେ କେହି ନ ଥିବାର ସୁଯୋଗ ନେଇ ସସ୍ମିତା କୀଟନାଶକ ଔଷଧ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ହରିଚନ୍ଦନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଛି। ସସ୍ମିତା ଓ ସତ୍ୟଙ୍କର ଦୁଇଟି ପୁଅ ଅଛନ୍ତି। ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତକରି ବ୍ୟବଚ୍ଛେଦ ନିମନ୍ତେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri