ବଢୁଛି ଋଷିକୁଲ୍ୟାର ଜଳସ୍ତର: ଆତଙ୍କିତ ଅବସ୍ଥାରେ ୩ ପଞ୍ଚାୟତବାସୀ

ଶେରଗଡ଼,୬।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ତିନି ପଞ୍ଚାୟତ ପିତ୍ତଳ, ତହଁର, ବ୍ରାହ୍ମଣ ଦେଇ ଋଷିକୁଲ୍ୟା ନଦୀ ପ୍ରବାହିତ ହେଉଛି। ଏବେ ନଦୀର ଜଳସ୍ତର ବଢିବାରେ ଲାଗିଛି। ବ୍ରାହ୍ମଣଛାଇକୁ ସଂଯୋଗ କରୁଥିବା ଏକ ପୋଲର ତଳ ଭାଗକୁ ଲାଗି ଜଳ ପ୍ରବାହିତ ହେଉଛି। ଫଳରେ ଉକ୍ତ ୩ ପଞ୍ଚାୟତବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ସ୍ଥାନୀୟ ତହସିଲଦାର ଡ. ଦୟାସିନ୍ଧୁ ପରିଡା ଓ ରାଜସ୍ବ ନିରୀକ୍ଷକ ଘଟଣାସ୍ଥଳ ପରିଦର୍ଶନ କରିଥିବା ଜଣାପଡ଼ିଛି। ପାଣି ବଢିବା ଦ୍ୱାରା ତିନି ପଞ୍ଚାୟତର ସମସ୍ତ ଗ୍ରାମ ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି ହୋଇଛି।


All Right Reserved By Dharitri.Com

ଖଣି ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ

ଯୋଡ଼ା, ୮।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲାର ଖଣିଖାଦାନ ଭରା ଯୋଡା ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ଗ୍ରାହକ ହଇରାଣ ହେଉଛନ୍ତି। ଯୋଡା ସହରରେ ଥିବା...

ଶତବାର୍ଷିକୀରେ ନୀଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

ବାସୁଦେବପୁର,୨୫ା୫(ଡି.ଏନ୍‌.ଏ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାସୁଦେବପୁରର ପୂର୍ବତନ ବିଧାୟକ ସ୍ବର୍ଗତ ନୀଳମଣି ରାଉତରାୟଙ୍କର ଜନ୍ମ ଶତବାର୍ଷିକୀ ଉତ୍ସବ ରବିବାର ପାଳିତ ହୋଇଯାଇଛି। ସକାଳେ ବାସୁଦେବପୁରସ୍ଥିତ...

ଶ୍ରେଣୀଗୃହ ନାହିଁ, ବାରଣ୍ଡାରେ ଚାଲିଛି ପାଠପଢ଼ା

ଝରିଗାଁ,୧୦।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ ଗୋମିଓଡ଼ା ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ନ ଥିବାରୁ ବାରଣ୍ଡାରେ ପିଲାମାନେ ପାଠ ପଢୁଛନ୍ତି। ୧୯୮୦ ମସିହାରେ...

ପୁରୀରେ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଦିବାନା ବେହେରା ଗୁରୁତର; ପାଲଟା ଆକ୍ରମଣରେ ପୋଲିସ ଆହତ

ପୁରୀ ଅଫିସ,୨୫।୮: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ଆଶ୍ରମ ଛକରେ ଶନିବାର ବିଳମ୍ବିତ ରାତିରେ କୁମ୍ଭାରପଡା ଓ ବାସେଳି ସାହି ଥାନା ପୋଲିସ ପକ୍ଷରୁ...

କ୍ଷତିଗ୍ରସ୍ତ ଧାନଜମି ବୁଲି ଦେଖିଲେ କୃଷି ଅଧିକାରୀ

ଜୁନାଗଡ,୨୧।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଦକ୍ଷିଣ କେନାଲ ଅନ୍ତର୍ଗତ ଜୁନାଗଡ ବ୍ଲକ ତଳଜାରିଙ୍ଗ ପଞ୍ଚାୟତରେ କେନାଲ ପାଣି ତଳମୁଣ୍ଡରେ ପହଞ୍ଚି ପାରି ନ ଥିବାରୁ ରବିଧାନ...

ସ୍ବାଧୀନତା ସଂଗ୍ରାମରେ ଭଦ୍ରକର ରହିଛି ଅତୁଳନୀୟ ଅବଦାନ: ଜିଲାପାଳ

ଭଦ୍ରକ ଅଫିସ,୨୬।୧: ଭଦ୍ରକଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳନ କରାଯାଇଛି। ଭଦ୍ରକ ନେହେରୁ ଷ୍ଟାଡିୟମଠାରେ ଅନୁଷ୍ଠିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟଅତିଥି...

ପରୀକ୍ଷା ସରିବାର ୧୦ଦିନ ପରେ ମିଳିଲା ଆଡମିଟ କାର୍ଡ

ଲୋଇସିଂହା,୨୨।୧(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପରଧିଆପାଲି ପୋଷ୍ଟମାଷ୍ଟର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ପ୍ରତି ଖେଳ ଖେଳୁଥିବା ଅଭିଯୋଗ ହୋଇଛି। ପୋଷ୍ଟ ଅଫିସ ଅଧୀନ ପଣ୍ଡକିଟାଲ ଗାଁର...

ଥଇଥାନ ଯୋଜନା ନ ଥାଇ ଉଚ୍ଛେଦ

ଭଞ୍ଜନଗର,୨୧ା୧୧(ଡି.ଏନ.ଏ.)-ଭଞ୍ଜନଗର ସହର ମୁଖ୍ୟ ସଡ଼କରୁ ପ୍ରଶାସନ ପକ୍ଷରୁ ଉଠା ବ୍ୟବସାୟୀଙ୍କୁ ଉଚ୍ଛେଦ କରାଯାଉଛି। ଏହି ପ୍ରକ୍ରିୟା ବୁଧବାରଠାରୁ ଆରମ୍ଭ ହୋଇଛି। ଉଚ୍ଛେଦ ଦ୍ୱାରା ରାସ୍ତା ପ୍ରଶସ୍ତୀକରଣ...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *