ପ୍ରତିଶ୍ରୁତି ପାଇ ଆନ୍ଦୋଳନରୁ ହଟିଲେ ଛାତ୍ରୀଛାତ୍ର, ଅଭିଭାବକ

ଭୋଗରାଇ,୬।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଜନାର୍ଦ୍ଦନ ହାଇସ୍କୁଲରେ ପ୍ରଧାନ ଶିକ୍ଷକଙ୍କ ବଦଳି ବାତିଲ ସହିତ ଅନ୍ୟାନ୍ୟ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଛାତ୍ରୀଛାତ୍ର, ଅଭିଭାବକମାନେ ଶୁକ୍ରବାର ପୂର୍ବାହ୍ନରୁ ବିଦ୍ୟାଳୟ ସମ୍ମୁଖରେ ଅନଶନରେ ବସି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଖବରପାଇ ବିଇଓ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ସମାଧାନର ସୂତ୍ର ନ ବାହାରିବାରୁ ସେଠାରୁ ସେ ଫେରିଯାଇଥିଲେ। ତେବେ ପୁନର୍ବାର ବିଇଓ ପୋଲିସ ସହ ପହଞ୍ଚି ପ୍ରତିଶ୍ରୁତି ଦେବା ପରେ ଅପରାହ୍ନରେ ଆନ୍ଦୋଳନ ହଟିଛି।


All Right Reserved By Dharitri.Com

ପେଟ୍ରୋଲ୍‌ପମ୍ପରୁ ୨ଲକ୍ଷ ୭୦ହଜାର ଟଙ୍କା ଲୁଟ

ପୁରୁଷୋତ୍ତମପୁର,୨୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଲୁଟେରାମାନେ ଦିନକୁ ଦିନ ସକ୍ରିୟ ହୋଇ ଗୋଟିଏ ପରେ ଗୋଟିଏ ଲୁଟ୍‌ପାଟ ଚଳାଇଛନ୍ତି। ସହର ଉପକଣ୍ଠରେ ଥିବା...

ଦେଢ଼ମାସର ପୁଅକୁ ଶ୍ୱାସରୁଦ୍ଧ କରି ହତ୍ୟା: ଅଭିଯୁକ୍ତ ବାପ ଗିରଫ

ଭଦ୍ରକ ଅଫିସ, ୯।୯- ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗେଲଟୁଆ ନୂଆକଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ରକରି ଟୁବୁ ମୁଣ୍ଡା ନାମକ...

ଛାତ୍ର ସଂସଦ ନିର୍ବାଚନ ବାତିଲକୁ ବିରୋଧ: କମାପାଲିଠାରେ ଏଆଇଡିଏସ୍‌ଓର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୩।୮- ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ବାତିଲ ଘୋଷଣା କରାଯାଇଛି। ଏହାକୁ ଏଆଇଡିଏସ୍‌ଓ ତରଫରୁ ବିରୋଧ କରାଯାଇଛି।...

ସାନଖେମୁଣ୍ଡିରେ ଶାନ୍ତିଶୃଙ୍ଖଳା ସହ ମତଦାନ

ଦିଗପହଣ୍ଡି,୧୮।୪(ଡି.ଏନ.ଏ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ଅଧିନ ଗୌତମୀ ଗଁ।ର ମତଦାନ କେନ୍ଦ୍ର-୨୪୩ରେ ଗୁରୁବାର ସକାଳୁ ମତଦାନ ଆରମ୍ଭ ହୋଇଛି। ସମୁଦାୟ ୮୬୩ ଭୋଟରମାନେ...

ବେଆଇନ ବାଲି ଚାଲାଣ: ୨ ଗାଡ଼ି ଜବତ

ଆନନ୍ଦପୁର, ୭।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ପଞ୍ଚୁପଲ୍ଲୀଠାରେ ବୈତରଣୀ ନଦୀରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିବା ବେଳେ ପ୍ରଶାସନ ପକ୍ଷରୁ ୨ଟି...

ଅଧାରେ ଶ୍ରେଣୀଗୃହ, ବାରଣ୍ଡାରେ ପଢୁଛନ୍ତି ପିଲା

ବୋରିଗୁମ୍ମା,୩୧ା୧(ଡି.ଏନ୍‌.ଏ.) – ବୋରିଗୁମ୍ମା ବ୍ଲକର ୩୦ଟି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ଖୋଲିବା ପାଇଁ ଲକ୍ଷ୍ୟ ରହିଥିଲା। ସେହି ଅନୁସାରେ ନୂଆ ଉଚ୍ଚ ବିଦ୍ୟାଳୟ ନିର୍ମାଣ ନ...

ପୁରୁଣା ବାରିପଦା କଲେଜରେ ଉତ୍ତେଜନା

କୁଆମରା ୪।୨(ଡିଏନଏ)- ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ମନୋଜ କୁମାର ସାହୁଙ୍କୁ ନେଇ କଲେଜର ସୋମବାର...

ବେଆଇନ କରତ କଳ ଉପରେ ଚଢ଼ାଉ, ଯନ୍ତ୍ରାଂଶ ଜବତ

ବ୍ରହ୍ମଗିରି,୧୨।୯(ଡି.ଏନ.ଏ.)- ବ୍ରହ୍ମଗିରି ଅଞ୍ଚଳରେ ଦିନକୁ ଦିନ ବେଆଇନ କରଳ କଳଗୁଡିକ ବଢ଼ି ଚାଲିଛି। ଏଗୁଡିକୁ ଜବତ କରିବା ପାଇଁ ବନ ବିଭାଗ ବହୁ ଚେଷ୍ଟା କରୁଥିଲେ...

Leave a comment

Your email address will not be published. Required fields are marked *