ରାଜ୍ୟରୁ ଆଜି ୭୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୯୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୬ ଜଣ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୩ ଜଣ ଶିଶୁ ବି ଅଛନ୍ତି।

ଆଜି ସମ୍ବଲପୁରରୁ ସର୍ବାଧିକ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୩ ଏବଂ ସୁନ୍ଦରଗଡ଼ରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୧୦, ବରଗଡ଼ ୨, କଟକ ୨, ଗଞ୍ଜାମ ୧, ଜଗତସିଂହପୁର ୩, ଯାଜପୁର ୨, ଝାରସୁଗୁଡ଼ା ୧, କେନ୍ଦୁଝର ୧, କୋରାପୁଟ ୧,ମାଲକାନଗିରି ୧, ମୟୂରଭଞ୍ଜ ୨, ନବରଙ୍ଗପୁର ୧, ନୂଆପଡ଼ା ୧, ପୁରୀରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୯୫୫ରେ ପହଞ୍ଚିଥିବା ବେଳେ ୧୩,୨୫,୧୧ ଜଣ ସୁସ୍ଥ ହୋଇଛନ୍ତି। ୫୯୨ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ଟିକେଟ ଦେଲେ କେନ୍ଦ୍ରାପଡ଼ାରୁ ଲଢ଼ିବି: ସିପ୍ରା 

ଭୁବନେଶ୍ୱର,୧୮।୪: ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ...

ବିଜେଡିରେ ଯୋଗଦେବା ପରେ ଏମିତି କହିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ...

ଏପର୍ଯ୍ୟନ୍ତ ୩ ଦଳର ଘୋଷଣା ହୋଇନି ପ୍ରାର୍ଥୀ ତାଲିକା: ଜାଣନ୍ତୁ କେଉଁ ଦଳର କେତେ ଆସନ ଅଛି ବାକି

ଭୁବନେଶ୍ୱର,୧୮।୪: ରାଜ୍ୟରେ ୪ଟି ପର୍ଯ୍ୟାୟ ନିର୍ବାଚନ ପାଇଁ ଦିନକ ପରେ ଅର୍ଥାତ୍‌ ଏପ୍ରିଲ ୧୮ତାରିଖରୁ ପର୍ଯ୍ୟାୟକ୍ରମେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ଏହାପୂର୍ବରୁ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

ବିଜେଡିରେ ସାମିଲ ହେଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ...

ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍‌; ଜାଣନ୍ତୁ…

ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ...

ଦିନ ସାଢ଼େ ୧୧ଟାରେ ୪୦ ଟପିଲା ଭୁବନେଶ୍ବର ତାପମାତ୍ରା

ଭୁବନେଶ୍ୱର,୧୮।୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଭୟଙ୍କର ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ସକାଳ...

ବିଜେଡିକୁ ଶକ୍ତ ଝଟ୍‌କା: ଶଙ୍ଖ ଛାଡି ହାତ ଧରିଲେ ପୂର୍ବତନ ବିଧାୟକ ସିପ୍ରା ମଲ୍ଲିକ

ଭୁବନେଶ୍ୱର,୧୮।୪: ପୂର୍ବତନ ବିଜେଡି ବିଧାୟକ ସିପ୍ରା ମଲ୍ଲିକ ଗୁରୁବାର ଶଙ୍ଖ ଛାଡି ହାତ ଧରିଛନ୍ତି। ସେ କଂଗ୍ରେସ ଭବନରେ ପହଞ୍ଚି ଦଳରେ ଯୋଗ ଦେଇଛନ୍ତି। ସିପ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri