କଟକ ସହରରୁ ଆଉ ୭୯ କରୋନା ପଜିଟିଭ ଚିହ୍ନଟ: ସ୍ଥାନୀୟ ସଂକ୍ରମିତ ୨୩

କଟକ ଅଫିସ, ୧୮।୮(ବ୍ୟୁରୋ): କଟକ ସରରରୁ ମଙ୍ଗଳବାର ୭୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ଜଣ କଣ୍ଟେନମେଣ୍ଟ ଜୋନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୨ ସରକାରୀ କ୍ୱାରାଣ୍ଟାଇନ, ୧୩ ହୋମ୍‌ କ୍ୱାରାଣ୍ଟାଇନ୍‌ ଓ ୨୩ ଲୋକାଲ କେସ୍‌ ରହିଛି। ଏ ନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ, ଆଜିସୁଦ୍ଧା ସିଏମ୍‌ସି ଅଞ୍ଚଳରୁ ୨୫୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଏବେ ୯୨୧ଜଣ ବିଭନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ରାଣୀ ପଣ୍ଡାଙ୍କ ୫୦ ହଜାର ଟଙ୍କା ଦାନ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। ଓଡ଼ିଶାରେ ତୃତୀୟ ପଜିଟିଭ ରୋଗୀ ଚିହ୍ନଟ ପରେ ରାଜ୍ୟବାସୀ ଭୟଭୀତ ହୋଇପଡ଼ିଛନ୍ତି। ଏଭଳି...

ଅଫ୍‌ଲାଇନରେ ହେବ ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ଟର୍ମ-୧

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ୍ସ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ଟର୍ମ-୧ ପରୀକ୍ଷା ଅଫ୍‌ଲାଇନ୍‌ରେ...

ପାରିବାରିକ କଳହରୁ ଠେଙ୍ଗାରେ ପିଟି ସ୍ତ୍ରୀକୁ ହତ୍ୟା

ପରଜଙ୍ଗ,୧୮।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗାଁର ସାନମସମସା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଠେଙ୍ଗାରେ ପିଟି ସ୍ତ୍ରୀକୁ ହତ୍ୟା କରିଛନ୍ତି ମଦ୍ୟପ...

ହିତେଶଙ୍କୁ ଶ୍ରେଷ୍ଠ ମ୍ୟୁଜିକାଲ ଚଳଚ୍ଚିତ୍ର ପୁରସ୍କାର

ଯାଜପୁରରୋଡ/ଯାଜପୁର ଅଫିସ,୯।୬: ଓରିଫାର୍ମିଂ ପକ୍ଷରୁ ଏପ୍ରିଲ ୨୮ରୁ ଜୁନ ୩ ପର୍ଯ୍ୟନ୍ତ ଅନ୍‌ଲାଇନରେ କୋଭିଡ-୧୯ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ରୋଡ୍‌ର...

ବେତାରସିଙ୍ଗିର ୩ ସାହି କଣ୍ଟେନ୍‌ମେଣ୍ଟ ଜୋନ୍‌: ଆଖପାଖ ୬ ଗ୍ରାମ ବଫର ଜୋନ୍‌

ବୁଗୁଡ଼ା,୧୬ା୬(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ବେତାରସିଙ୍ଗି ଗ୍ରାମର ହୋମ୍‌ କ୍ବାରାଣ୍ଟାଇନରେ ଥିବା ଜଣେ ଯୁବକଙ୍କର ଶନିବାର କରୋନା ରିପୋର୍ଟ ପଜିଟିଭ ଆସିଥିଲା। ଫଳରେ ଜିଲା ପ୍ରଶାସନ ସୋମବାର...

କରୋନା ରୋଗୀଙ୍କୁ କୁକୁର ସହ ତାଲା ପକାଇଲେ କର୍ମଚାରୀ

ଗାନ୍ଧିନଗର,୧୧।୭: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। କେତେକ ରାଜ୍ୟରେ କରୋନା ସଙ୍କଟର ଭୟଙ୍କର ପରିସ୍ଥିତି ଉପୁଜିଛି। ପ୍ରତିଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ...

ଚଳିତ ମାସରୁ ଆରମ୍ଭ ହେବ ସର୍ଭେ

ନବରଙ୍ଗପୁର, ୧୧।୧(ବି.ପ୍ର.):  ନବରଙ୍ଗପୁର ଜିଲାପାଳ କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ କୃଷି ଏବଂ...

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବାସଭବନକୁ ଧସେଇ ପଶିଲା ଛାତ୍ର କଂଗ୍ରେସ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ପାଇଁ ଗଣଶିକ୍ଷା ମନ୍ତ୍ରୀ ଦାୟୀ। ହେଲେ ତାଙ୍କୁ ମନ୍ତ୍ରିପଦରୁ ଏଯାବତ୍‌...

Advertisement
Archives

Model This Week