୪୦୦ ମିଲିଲିଟର କ୍ଷୀରକୁ ୭୯୦ ଟଙ୍କା

କଲମ୍ବୋ,୨୪ା୩: ପଡ଼ୋଶୀ ଦେଶ ଶ୍ରୀଲଙ୍କା ଏବଂ ଚାଇନା ସମେତ ଅନେକ ଦେଶ ଋଣରେ ବୁଡ଼ି ଦେବାଳିଆ ଘୋଷିତ ହେବାକୁ ଯାଉଛନ୍ତି। ଫଳରେ ଦେଶରେ ମୁଦ୍ରାସ୍ଫୀତି ଲୋକଙ୍କୁ ଅନାହାର ଆଡ଼କୁ ଠେଲିଦେଉଛି। ଏପରିକି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ମୂଲ୍ୟ ଦିନକୁ ଦିନ ଅହେତୁକ ଭାବେ ବୃଦ୍ଧି ହୋଇଚାଲିଛି। ଶ୍ରୀଲଙ୍କାରେ ଏକ କିଲୋଗ୍ରାମ ଚିନିର ମୂଲ୍ୟ ୨୯୦ ଟଙ୍କା ଥିବା ବେଳେ ଚାଉଳ ୫୦୦ ଟଙ୍କା। ସେହିପରି ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ୪୦୦ ମିଲିଲିଟର କ୍ଷୀର ପାଇଁ ଲୋକଙ୍କୁ ୭୯୦ ଟଙ୍କା ଦେବାକୁ ପଡୁଛି।

ଶ୍ରୀଲଙ୍କାର ଲୋକେ ଭୋକ ଉପାସର ସମ୍ମୁଖୀନ ହେଉଥିବା କିଛି ପରିବାର ବେଆଇନ ଭାବେ ଭାରତ ଆସୁଛନ୍ତି। ସେ କହିଛନ୍ତି, ମତ୍ସ୍ୟଜୀବୀମାନେ ସେମାନଙ୍କୁ ଭାରତ ଆଣିବା ପରିବର୍ତ୍ତେ ତାଙ୍କଠାରୁ ୫୦ ହଜାରରୁ ୩ ଲକ୍ଷ ଟଙ୍କା ନେଇଥିଲେ। ମଙ୍ଗଳବାର ପ୍ରାୟ ୧୬ ଶ୍ରୀଲଙ୍କା ନାଗରିକ ସମୁଦ୍ର ଦେଇ ଭାରତରେ ପହଞ୍ଚିଥିଲେ।

ଏଥିମଧ୍ୟରେ ଏକ ଦମ୍ପତି ୪ ମାସର ଶିଶୁ ସହିତ ଭାରତ ଆସିଛନ୍ତି। ଅଧିକାରୀମାନେ ୨୪ ବର୍ଷୀୟ ଗଜେନ୍ଦ୍ର ଏବଂ ତାଙ୍କ ସ୍ତ୍ରୀ ୨୨ ବର୍ଷୀୟା ମାରି କ୍ଲାରିନ୍ସ ବୋଲି ଚିହ୍ନଟ କରିଛନ୍ତି। ଚାରି ମାସର ପୁଅ ନିଜାଥ ମଧ୍ୟ ତାଙ୍କ ସହିତ ଥିଲେ।

ଜାନୁୟାରୀ ୪/୫ରେ ଶ୍ରୀଲଙ୍କାର ବୈଦେଶିକ ମୁଦ୍ରା ଭଣ୍ଡାର ୭୦% ହ୍ରାସ ପାଇ ୨.୩୬ ବିଲିୟନ ଡଲାରରେ ପହଞ୍ଚିଛି। ଆସନ୍ତା ୧୨ ମାସ ମଧ୍ୟରେ ଶ୍ରୀଲଙ୍କାକୁ ୭.୩ ବିଲିୟନ ଡଲାର (ପ୍ରାୟ ୫୪,୦୦୦କୋଟି) ଘରୋଇ ଏବଂ ବୈଦେଶିକ ଋଣ ପରିଶୋଧ କରିବାକୁ ପଡ଼ିବ। ଏଥିରେ ମୋଟ୍‌ ଋଣ ପ୍ରାୟ ୬୮% ଚାଇନାର ଅଟେ। ଚାଇନାକୁ ୫ ବିଲିୟନ ଡଲାର ଦେବ ଶ୍ରୀଲଙ୍କା।

ଅନ୍ୟପକ୍ଷରେ ଗୁରୁତର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାକୁ ଭାରତ ସାହାଯ୍ୟର ହାତ ବଢ଼ାଇଛି। ପଡ଼ୋଶୀ ଦେଶକୁ ଭାରତ ୯୦୦ ମିଲିୟନ ଡଲାରରୁ ଅଧିକ ଋଣ ଦେବାକୁ ଘୋଷଣା କରିଛି। ଏହା ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ବୃଦ୍ଧି ଏବଂ ଖାଦ୍ୟ ଆମଦାନୀ କରିବାରେ ସାହାଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆମେରିକା-ଇରାନ ଯୁଦ୍ଧବିରତି ଶେଷ; ଏବେ ହର୍ମୁଜ ସହ ତୈଳ ବଜାର ଉପରେ ନଜର, ଭାରତ ପାଇଁ ଆଗାମୀ ୪୦ ଦିନ କାହିଁକି ଗୁରୁତ୍ୱପୂର୍ଣ୍ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୯।୭: ତିନି ସପ୍ତାହ ପୂର୍ବେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରତିଷ୍ଠିତ ଯୁଦ୍ଧବିରତି ଏବେ ଶେଷ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ କରିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri