Posted inଜାତୀୟ

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୭।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର କ୍ରିଷ୍ଣା ଘାଟି ସେକ୍ଟରେ ଶନିବାର ସକାଳେ ପାକିସ୍ତାନ ପୁଣି ଥରେ ଅସ୍ତ୍ରବିରିତି ଉଲ୍ଲଂଘନ କରିଛି। ହେଲେ ଏହାର କଡା ଜବାବ ଦେଇଛି ଭାରତୀୟ ସେନା। ଏପର୍ଯ୍ୟନ୍ତ ଏଥିରେ ମୃତାହତଙ୍କର କୌଣସି ସୂଚନା ମିଳିନାହିଁ। ସୂଚନାଯୋଗ୍ୟ, ଗତ ସପ୍ତାହରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ଜଣେ ଯବାନ ଶହୀଦ ହୋଇଥିଲେ।


All Right Reserved By Dharitri.Com

ଦାରିଦ୍ର୍ୟ ଯୋଗୁ ନିଜ ପିଲାଙ୍କୁ ବନ୍ଧା ରଖି ଋଣ ଆଣୁଛନ୍ତି ଲୋକେ

ଶିବପୁରୀ,୯।୮: ଉତ୍ତର ପ୍ରଦେଶ ଶିବପୁରୀ ଜିଲାର ମୁଧେନି ଗାଁରେ ଦାରିଦ୍ର୍ୟତାର ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି। ଏହି ଗାଁର ଲୋକେ ମେଷପାଳକଙ୍କ ପାଖରେ ନିଜ...

ବନ୍ୟାରେ ଫଶିଲା ଜାଗୁଆର କାର: କମ୍ପାନୀକୁ ଟ୍ରଲ କଲେ ଲୋକେ

ମୁମ୍ବାଇ,୬।୯: ବନ୍ୟା ଯୋଗୁ ବେହାଲ ହୋଇପଡ଼ିଛି ମାୟାନଗରୀ। ମୁମ୍ବାଇ ଓ ମହାରାଷ୍ଟ୍ରର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଛି। ବର୍ଷା ଯୋଗୁ ସହର ଏବେ ପାଣି ଘେରରେ...

ମହାରାଷ୍ଟ୍ର ଭାଜପାରେ ଫାଟ ଆଶଙ୍କା: ପଙ୍କଜା ମୁଣ୍ଡେ ସୋସିଆଲ୍‌ ମିଡ଼ିଆରେ ଶକ୍ତି ପ୍ରଦର୍ଶନର ଦେଲେ ସଙ୍କେତ

ମୁମ୍ବାଇ,୧।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଶାସନ ଆରମ୍ଭ ହୋଇଛି। ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଠନ କରିଛନ୍ତି। ତେବେ ଏହାକୁ ନେଇ ରାଜ୍ୟ ଭାଜପାରେ ଆଗାମୀ...

ମଦ୍ରାସାରେ ଗୋମାତାଙ୍କ ସେବା କରନ୍ତି ଶିକ୍ଷାର୍ଥୀ

ମଧ୍ୟପ୍ରଦେଶ ରାଜଧାନୀ ଭୋପାଳକୁ ଲାଗି ରହିଥିବା ତୁମଡା ଗାଁରେ ଗଢି ଉଠିଥିବା ଦାରୁଲ ଉଲୁମ ହୁସେନିୟା ମଦ୍ରାସା ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। ଏଠାରେ...

ବଳାତ୍କାର ପରେ ଗୁଳି: ଜାଳିଦେଲେ ଯୁବତୀଙ୍କ ମୃତଦେହ

ବକ୍ସର, ୪ା୧୨ : ହାଇଦ୍ରାବାଦରେ ଜଣେ ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ପରେ ପୋଡ଼ିମାରିଦେବା ଘଟଣାକୁ ନେଇ ଦେଶବ୍ୟାପୀ ନିଆଁ ଜଳୁଥିବାବେଳେ ବିହାରର ବକ୍ସର ଜିଲା ଅନ୍ତର୍ଗତ...

ଅସୁସ୍ଥତା ପାଇଁ ଲକ୍ଷ୍ନୌ ଗଲେ ଚିନ୍ମୟାନନ୍ଦ

ଶାହାଜହାନପୁର,୨୩।୯: ଯୌନ ନିର୍ଯ୍ୟାତନା ମାମଲାରେ ଜେଲ୍‌ରେ ଥିବା ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ସରସ୍ବତୀଙ୍କ ସ୍ବାସ୍ଥ୍ୟ ବିଗିଡି ଯିବାରୁ ତାଙ୍କୁ ଲକ୍ଷ୍ନୌ...

ତ୍ରୟମ୍ବକେଶ୍ୱର ମନ୍ଦିରରେ ପଶିଲା ବନ୍ୟାଜଳ

ନାସିକ,୪।୮: ମହାରାଷ୍ଟ୍ରରେ ଚଳିତ ବର୍ଷ ବନ୍ୟାରେ ସ୍ଥିତି ଗମ୍ଭିର ହୋଇଛି। ଏଠାକାର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ମୁମ୍ବାଇ ସହର ଏବେବି ଜଳବନ୍ଦୀ ହୋଇ...

ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୮।୪: ଜମ୍ମୁ-କଶ୍ମୀର ଶ୍ରୀନଗରର ଛାନପୋରା ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ୨ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ବଡଗାମ୍‌ରୁ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିବା କୁହାଯାଉଛି।...

Leave a comment

Your email address will not be published. Required fields are marked *