ପଞ୍ଚାୟତକୁ ୮,୯୨୩.୮ କୋଟିର କରୋନା ଅନୁଦାନ…

ନୂଆଦିଲ୍ଲୀ, ୯।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୫ଟି ରାଜ୍ୟର ବିଭିନ୍ନ ଗ୍ରାମ ପଞ୍ଚାୟତକୁ ୮,୯୨୩.୮ କୋଟିର ଅନୁଦାନ ଘୋଷଣା କରିଛନ୍ତି। ଏନେଇ ଅର୍ଥମନ୍ତ୍ରଣାଳୟର ଅର୍ଥ ବିଭାଗ ପକ୍ଷରୁ ଶନିବାର ଘୋଷଣା କରାଯାଇଛି। ଏସମ୍ପର୍କରେ ରବିବାର ଅର୍ଥନ୍ତ୍ରଣାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। କରୋନା ଅନୁଦାନ ଜିଲା, ବ୍ଲକ୍‌ ତଥା ଗ୍ରାମପଞ୍ଚାୟତସ୍ତରରେ କାର୍ଯ୍ୟକାରୀ ହେବ। ଏହା ୨୦୨୧-୨୨ ବର୍ଷର ଅନ୍‌ଟାଇଡ୍‌ ଗ୍ରାଣ୍ଟ୍‌ର ପ୍ରଥମ କିସ୍ତି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୧୫ତମ ଅର୍ଥ କମିଶନଙ୍କ ଅନୁସାରେ ଏହି ଅନୁଦାନ ଜୁନ୍‌ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଥାନ୍ତା। ତେବେ କରୋନା ମହାମାରୀର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଶୀଘ୍ର ଅନୁଦାନ ଯୋଗାଇ ଦେବାକୁ ଅର୍ଥ ମନ୍ତ୍ରଣାଳୟ ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri