Posted inଜାତୀୟ

୮୦ ବର୍ଷର ଆଇନ ଲଢ଼େଇ ପରେ ତିରୁପତି ଦେବସ୍ଥାନମ୍‌ ଟ୍ରଷ୍ଟକୁ ମିଳିଲା ୧୮୮ ଏକର ଜମି

ତିରୁପତି,୭।୯: ଆନ୍ଧ୍ରପ୍ରଦେଶରେ ଥିବା ତିରୁପତି ତିରୁମାଲା ଦେବସ୍ଥାନମ୍‌ ଟ୍ରଷ୍ଟ୍‌କୁ ୮୦ ବର୍ଷ ଆଇନ ଲଢ଼େଇ ପରେ ସଫଳତା ମିଳିଛି। ଟ୍ରଷ୍ଟକୁ ୧୮୮ ଏକର ଏବଂ ୩୨ ସେଣ୍ଟ୍‌ ଜମିର ମାଲିକାନା ମିଳିଛି। ଏହି ଜମିର ଦାମ୍‌ ହଜାରେ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ୧୯୪୦ରେ ଏନେଇ ତଲ୍ଲପକା ଅନାମଚାର୍ଯ୍ୟଙ୍କ ବଂଶଧରଙ୍କ ପକ୍ଷରୁ ଚିନ୍ତାନାଚେନୁ ଅଞ୍ଚଳରେ ଥିବା ଏହି ଜମି ଲାଗି ଅଭିଯୋଗ କରାଯାଇଥିଲା।


All Right Reserved By

ସୁଧୁରୁନି କଶ୍ମୀର ସ୍ଥିତି

ଶ୍ରୀନଗର,୩ା୧୦(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୫୯ଦିନରେ ପହଞ୍ଚତ୍ଥିଲେ ହେଁ ଏପର୍ଯ୍ୟନ୍ତ ଉପତ୍ୟକାର ସ୍ଥିତି ସୁଧୁରିନାହିଁ। ବୁଧବାର ସକାଳେ...

ପ୍ରଥମଥର ନୂଆବୋହୂ ହାତ ରନ୍ଧା ଖାଇ ଡାକ୍ତରଖାନାରେ ପୂରା ପରିବାର

ଲକ୍ଷ୍ନୌ,୬।୮:ଉତ୍ତର ପ୍ରଦେଶର ମୁରାଦାବାଦ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ପରେ ନୂଆବୋହୂର ହାତରନ୍ଧା ପ୍ରଥମଥର ଖାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି ପୂରା ପରିବାର। ଖାଦ୍ୟରେ ନିଶା...

ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ଶପଥ ନେଲେ ଆନନ୍ଦିବେନ

ଲକ୍ଷ୍ନୌ,୨୯।୭: ଉତ୍ତର ପ୍ରଦେଶ ରାଜ୍ୟପାଳ ଭାବେ ସୋମବାର ଶପଥ ନେଇଛନ୍ତି ଅନନ୍ଦିବେନ୍‌ ପଟେଲ। ରାଜ ଭବନ ପରିସରରେ ହାଇକୋର୍ଟ ମୁଖ୍ୟ ବିଚାରପତି ଗୋବିନ୍ଦ ମାଥୁର ତାଙ୍କୁ...

ଋଣ ଭାର ସହି ନ ପାରି କୋଲ୍ଡ ଡ୍ରିଙ୍କସ୍‌ରେ ଜହର ମିଶାଇ ପିଇଲେ ପରିବାର ସଦସ୍ୟ: ୩ ଜଣଙ୍କ ମୃତ୍ୟୁ

ଭୋପାଳ,୨୫।୫: ଋଣ ଭାର ସହି ନ ପାରି ଜହର ମିଶା କୋଲ୍ଡ ଡ୍ରିଙ୍କସ୍‌ ପିଇ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶ...

୩ ଦିନ ପର୍ଯ୍ୟନ୍ତ ନିସ୍ତାର ନାହିଁ

ମୁମ୍ବାଇ,୨୯।୬: ଲଗାଣ ବର୍ଷାରେ ବେହାଲ୍‌ ହୋଇଥିବା ମାୟାନଗରୀକୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ନିସ୍ତାର ନାହିଁ। କାରଣ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ସୋମବାର...

୩୬ବର୍ଷ ପରେ ବୃଦ୍ଧାଶ୍ରମରେ ହେଲା ମିଳନ

ଥିରୁଭାନନ୍ତପୁରମ୍‌,୨୬।୯:କେରଳର ବୃଦ୍ଧାଶ୍ରମରେ ଏକ ନିଆରା ମିଳନ ଘଟିଛି। ୩୬ ବର୍ଷ ପରେ ଜଣେ ବୃଦ୍ଧ ଦମ୍ପତିଙ୍କ ବୃଦ୍ଧାଶ୍ରମରେ ପରସ୍ପରକୁ ଅଚାନକ ଭେଟିଛନ୍ତି। ୬୫ ବର୍ଷ ପୂର୍ବେ...

୧୪୪ ଆସନ ନ ମିଳିଲେ ଭାଜପା ସହ ମେଣ୍ଟ କରିବନି ଶିବସେନା

ମୁମ୍ବାଇ,୧୯।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସବୁ ରାଜନୈତିକ ଦଳ ଏହାକୁ ନେଇ ପ୍ରସ୍ତୁତି ଆରମ୍ଭ କରି ସାରିଲେଣି। ଏମିତିକି ପ୍ରାୟ ସବୁ...

ଅଶାନ୍ତ ପଶ୍ଚିମବଙ୍ଗ: ଟିଏମ୍‌ସି-କଂଗ୍ରେସ ମୁହାଁମୁହିଁ; ୩ ମୃତ

କୋଲକତା,୧୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନା ଧରୁନି। ଶନିବାର ମୁର୍ଶିଦାବାଦ୍‌ରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ କଂଗ୍ରେସ ଦଳ ସଦସ୍ୟ ମୁହାଁମୁହିଁ ହୋଇଛନ୍ତି। ଏଥିରେ ତୃଣମୂଳ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *