ସୁବର୍ଣ୍ଣପୁରରେ ବନ୍ୟା ସ୍ଥିତି : ବଉରି ଯୋର ଉପରେ ୫ ଫୁଟର ପାଣି, ଯୋଗାଯୋଗ ବିଚ୍ଛିନ୍ନ

ସୋନପୁର,୭।୯(ନି.ପ୍ର.): ଲଗାଣ ବର୍ଷା ଓ ହୀରାକୁଦ ଡ୍ୟାମରୁ ବନ୍ୟାଜଳ ନିଷ୍କାସନ ଯୋଗୁ ସୁବର୍ଣ୍ଣପୁର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଶୁକ୍ରବାର ହୀରାକୁଦ ଡ୍ୟାମ୍‌ର ୧୨ଟି ଗେଟ୍‌ ଖୋଲାଯାଇଥିଲା ବେଳେ ଶନିବାର ୬ଟି ବନ୍ଦ କରାଯାଇଛି। ତେବେ ମହାନଦୀ ଫୁଲି ଉଠିଥିବାରୁ ବନ୍ୟାଜଳ ନିଷ୍କାସନ ହୋଇପାରିନି। ଜିଲାର ବୀରମହାରାଜପୁର-ରେଢ଼ାଖୋଲ ରାସ୍ତାର ପିତାମହୁଲର ବଉରି ଯୋର ପୋଲ ଉପରେ ୫ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ ବୀରମହାରାଜପୁର-ଆଠମଲ୍ଲିକ, ବୀରମହାରାଜପୁର-ବୌଦ୍ଧ ଓ ବୀରମହାରାଜପୁର-ରେଢ଼ାଖୋଲକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।


All Right Reserved By Dharitri.Com

ଜିଲା କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ

ଅନୁଗୋଳ ଅଫିସ, ୨୬।୯ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମୁଖରେ ତାଳଚେର ସୁରକ୍ଷା ମଞ୍ଚ ପକ୍ଷରୁ ବୁଧବାର ୪ ଦଫା ଦାବି ନେଇ ବିକ୍ଷୋଭ ପ୍ରଦର୍ଶନ...

ସୀତା ଠାକୁରାଣୀଙ୍କ ଦର୍ଶନ ଲାଗି ଭକ୍ତଙ୍କ ଭିଡ଼

ଢେଙ୍କିକୋଟ, ୧୭।୬(ଡି.ଏନ୍‌.ଏ.)- ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ସୀତାବିଞ୍ଜଠାରେ ଶନିବାରଠାରୁ ଆରମ୍ଭ ହୋଇଛି ୩ ଦିନିଆ ରଜମେଳା। ପ୍ରତିବର୍ଷ ପରି ରଜମେଳାର ପ୍ରଥମ ଦିନରେ ମା’ ସୀତା...

ନିଆରା ଢଙ୍ଗରେ ପାଳିଲେ ଦୀପାବଳି ପ୍ରଶାସନିକ ଅଧିକାରୀ, ସାଧାରଣ ଜନତା ସାମିଲ

ନୟାଗଡ଼ ଅଫିସ,୨୯ା୧୦: ନୟାଗଡ଼ ଜିଲାରେ ବିଭିନ୍ନ ସ୍ଥାନରେ ସୋମବାର ନିଆରା ଢଙ୍ଗରେ ଦୀପାବଳି ପାଳିତ ହୋଇଯାଇଛି। ଜିଲା ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ କ୍ଲବର ପିଲାମାନେ...

ଛେଳି ଗିଳିବାକୁ ଆସି ଜାଲରେ ଫସିଲା ଅଜଗର

ଉଦଳା,୧୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ଚନ୍ଦ୍ରପୁର ଗ୍ରାମରୁ ଶୁକ୍ରବାର ଏକ ସାଢେ ୮ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଗ୍ରାମରେ ଥିବା...

ଭଦ୍ରକ କଲେଜରେ ଛାତ୍ର ଅଶାନ୍ତି ଜାରି

ଭଦ୍ରକ ଅଫିସ,୫ା୧୧- ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଜାରି ରହିଛି। ମଙ୍ଗଳବାର ଛାତ୍ର ଆନ୍ଦୋଳନର ୨ୟ ଦିନରେ ଶତାଧିକ ଛାତ୍ରୀଛାତ୍ର ପାଠପଢା ବର୍ଜନ...

ଶ୍ରୀମନ୍ଦିରରେ ପାନ ଖାଇ ଧରାପଡ଼ିଲେ ୬ଜଣ

ପୁରୀ ଅଫିସ, ୧୬।୧୦:ଶ୍ରୀମନ୍ଦିର ଭିତରେ ପାନ ଖାଇ ମଙ୍ଗଳବାର ୬ଜଣ ଧରାପଡ଼ିଛନ୍ତି। ମଙ୍ଗଳବାର ବାହାର ଦେଉଳିରେ କେତେଜଣ ଖଜା ତିଆରି କରୁଥିଲେ। ଶ୍ରୀମନ୍ଦିର ସ୍କ୍ବାଡ ସେଠାରେ...

ଋଷିକୁଲ୍ୟା ମୁହାଣରେ କଇଁଛଙ୍କ ମିଳନ ଆରମ୍ଭ

ଗଞ୍ଜାମ,୨୦-୧୧(ଡି.ଏନ.ଏ.):ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ମୁହାଣରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ପୂର୍ବବର୍ଷ ଅପେକ୍ଷା ଚଳିତ...

ଭୋଟ ପରେ ଅଙ୍କ କଷୁଛନ୍ତି ନେତା ଓ କର୍ମୀ

ହାଟଡ଼ିହି,୨୫ା୪(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଭୋଟଗ୍ରହଣ ପରେ ନେତା ଓ କର୍ମୀମାନେ ଏବେ ଅଙ୍କ କଷୁଛନ୍ତି। କେଉଁ ବୁଥ୍‌ରୁ କେତେ ଭୋଟ ମିଳିବ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *